Home

ମା’ ହେବେ ଝିଲିକ୍‌

ଭୁବନେଶ୍ୱର: ଓଲିଉଡ୍‌ ଅଭିନେତ୍ରୀ ଝିଲିକ୍‌ ଭଟ୍ଟାଚାର୍ଯ୍ୟ ବିବାହର ଦୁଇ ବର୍ଷ ପରେ ଖୁସି ଖବର ଦେଇଛନ୍ତି।  ବଙ୍ଗୀୟ ସୁନ୍ଦରୀ ଝିଲିକ୍‌ ୨୦୨୦ ମସିହାରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼େଇଙ୍କ ପୁଅ ପ୍ରୀତିରଞ୍ଜନଙ୍କୁ ପ୍ରେମ ବିବାହ କରିଥିଲେ। ଏହାପରଠାରୁ ଓଲିଉଡ୍‌ରୁ ଦୂରେଇ…

ରାଜଧାନୀରେ ଓଲଟିଲା ବସ୍‌

ଭୁବନେଶ୍ୱର,୮ା୪(ବ୍ୟୁରୋ): ଜୟଦେବ ବିହାର ଓଭର ବ୍ରିଜ୍‌ ତଳେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ବସ୍‌ଟି ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା କିଛି ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…

ବୁଚା ନରସଂହାର ପୂର୍ବ ନିର୍ଦ୍ଧାରିତ ଯୋଜନା: ରୁଷିଆ

ମସ୍କୋ,୮ ।୪: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏବେ ବୁଚା ନରସଂହାରକୁ ନେଇ ସବୁଠି ଚର୍ଚ୍ଚା ଚାଲିଛି । ଏହି ନରସଂହାର ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଛି । ଫଳରେ ଗୁରୁବାର ରୁଷିଆକୁ ଜାତିସଂଘରୁ ନିଲମ୍ବିତ କରାଯାଇଛି । ମିଳିତ ଜାତିସଂଘର ମାନବ…

ଆଜି ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ନିର୍ବାଚନ

ବ୍ରହ୍ମପୁର ଅଫିସ,୮ା୪:  ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ପାଇଁ ଶୁକ୍ରବାର ନିର୍ବାଚନ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନପତ୍ର ଦାଖଲ କରାଯିବ। ୧୧ଟାରୁ ମଧ୍ୟାହ୍ନ ୧୨ଟା ସୁଦ୍ଧା ନାମାଙ୍କନ ଯାଞ୍ଚ ଓ ଅପରାହ୍ନ ଗୋଟାଏ ପୂର୍ବରୁ ପ୍ରାର୍ଥିପତ୍ର ପ୍ରତ୍ୟାହାର…

ରୁଷିଆ-ୟୁକ୍ରେନ ଯୁଦ୍ଧ: ପ୍ରଥମଥର ପାଇଁ ରୁଷିଆ କହିଲା ହେଲାଣି ବହୁତ କ୍ଷତି

ମସ୍କୋ,୮ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪୦ ଦିନରୁ ଅଧିକ ହୋଇଗଲାଣି । ଏହାରି ଭିତରେ ରୁଷିଆ ପ୍ରଥମଥର ଲାଗି ଯୁଦ୍ଧରେ ନିଜର ବହୁ ସେନାଙ୍କୁ ହରାଇଥିବା ପ୍ରକାଶ କରିଛି । ରୁଷିଆ ସେନାର ପ୍ରବକ୍ତା ଦିମିତ୍ରି ପେସକୋବ ଗୁରୁବାର ଏକ ମିଡିଆ…

ଅବହେଳାରୁ ଅଟିକିଛି ‘ସିଟିଜ୍‌ ପ୍ରକଳ୍ପ’

ଭୁବନେଶ୍ୱର, ୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୂର୍ଣ୍ଣାଙ୍ଗ ସ୍ମାର୍ଟସିଟିରେ ପରିଣତ କରିବାକୁ ଗୋଟିଏ ପରେ ଗୋଟିଏ ପ୍ରକଳ୍ପ ଆରମ୍ଭ ହେଉଛି। ବିଡିଏ, ବିଏମ୍‌ସି ଓ ସ୍ମାର୍ଟସିଟି ପକ୍ଷରୁ ମାଳ ମାଳ ଯୋଜନା ପ୍ରସ୍ତୁତ କରାଯାଉଥିଲେ ମଧ୍ୟ ସମୟ ସହିତ ଅଧିକାଂଶ ନାଲି…

ଏକାନ୍ତରେ ରହୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡର ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ଗତ ବର୍ଷ ଦେହାନ୍ତ ହୋଇଛି। ଦିଲୀପ କୁମାରଙ୍କ ବିୟୋଗ ପରେ ତାଙ୍କ ସ୍ତ୍ରୀ ସାଇରା ବାନୋ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ସ୍ବାମୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ପାଖରେ ରହି ତାଙ୍କର ଯତ୍ନ ନେଉଥିଲେ ସାଇରା। ତେବେ…

କାର୍ଯ୍ୟକ୍ଷମ ହୋଇପାରୁନାହିଁ ପାନୀୟ ଜଳ ପ୍ରକଳ୍ପ

ଧର୍ମଶାଳା,୮ା୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବାର୍ଷିକ ବହୁ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ହେଲେ ଦାୟିତ୍ୱରେ ଥିବା ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଅନେକ…

ଭୂତଳ ଜଳ ଶୋଷୁଛି ରାମ୍‌କୋ ସିମେଣ୍ଟ

ଯାଜପୁର ଅଫିସ,୮ା୪: ୨୦୧୮ ଅଗଷ୍ଟରେ ଜଳ ସମ୍ପଦ ବିଭାଗର ଚିଫ୍‌ ଇଞ୍ଜିନିୟର ରାମ୍‌କୋ ସିମେଣ୍ଟ କାରଖାନାକୁ କେବଳ ନିର୍ମାଣ ଏବଂ ପାନୀୟ ଜଳ ଉଦ୍ଦେଶ୍ୟରେ ଦୈନିକ ୧୦୦ କିଲୋଲିଟର ଭୂତଳ ଜଳ ବ୍ୟବହାର କରିବାକୁ ଅନୁମତି ଦେଇଥିଲେ। କିନ୍ତୁ ଏହି କମ୍ପାନୀ…

ପୋଲିସର ଆକ୍ରୋଶ: ଖବରଦାତାଙ୍କ ଗୋଡ଼ରେ ବେଡ଼ି

ବାଲେଶ୍ୱର ଅଫିସ/ସଜନାଗଡ଼, ୮ା୪(ଡି.ଏନ.ଏ.): ପୋଲିସ ବର୍ବରତାର ଏକ ଉଦାହରଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ। ସାମାନ୍ୟ ଘଟଣାକୁ କେନ୍ଦ୍ର କରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ସମ୍ବାଦ ଖବରଦାତା ଲୋକନାଥ ଦଳେଇଙ୍କ ଗୋଡ଼ରେ ଦାଗୀ ଅପରାଧୀଙ୍କ…

ସଂସାରଫଳ ପଞ୍ଚାୟତରେ ପାନୀୟ ଜଳ ଉତ୍କଟ

ପଟ୍ଟାମୁଣ୍ଡାଇ,୮ା୪(ସ୍ବ.ପ୍ର.): ରାଜ୍ୟ ସରକାର ପ୍ରତି ପରିବାରକୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ଏଥିଲାଗି ପ୍ରକଳ୍ପ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର ହେଉଛି। ମାତ୍ର ଦାୟିତ୍ୱରେ ଥିବା ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଠିକାଦାରଙ୍କ…

ନାହିଁ ନାହିଁର ଗାଁ ଭଣ୍ଡାରିଗଡ଼ିଆ

କୋରେଇ,୮ା୪(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ ସାଦକପୁର ପଞ୍ଚାୟତର ୧୪ ନଂ. ୱାର୍ଡର ଭଣ୍ଡାରୀଗଡ଼ିଆ ଗାଁ ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛି। ବ୍ଲକ କାର୍ଯ୍ୟାଳୟ ନିକଟରେ ରହିଥିଲେ ହେଁ ଗାଁର ବିକାଶ ପ୍ରତି କେହି ଦୃଷ୍ଟି ଦେଇନାହାନ୍ତି। ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri