Home

ଏମ୍‌ସରେ କର୍କଟ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଡେ’ କେୟାର

ଭୁବନେଶ୍ୱର, ୨୪।୫(ବ୍ୟୁରୋ):ଭୁବନେଶ୍ୱର ଏମ୍‌ସରେ ସ୍ବତନ୍ତ୍ର ମେଡିକାଲ୍‌ ଅନ୍‌କୋଲୋଜି ୟୁନିଟ୍‌ ସୋମବାର ଖୋଲିଛି। ଏଥିରେ ମେଡିକାଲ ଅନ୍‌କୋଲୋଜି/ହେମାଟୋଲୋଜି ବିଭାଗର ମେଡିକାଲ ଅନ୍‌କୋଲୋଜି ଡିଭିଜନ ପକ୍ଷରୁ ଏକ ଉତ୍ସର୍ଗୀକୃତ ଡେ’ କେୟାର୍‌ ଏବଂ ଓପିଡି ସେବା ଆରମ୍ଭ ହୋଇଛି। ଏମ୍‌ସର ନିର୍ଦ୍ଦେଶକ ଡା. ମୁକେଶ…

ମାତୃଭାଷା ପ୍ରତି ଆନ୍ତରିକତା କମୁଛି

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ମାତୃଭୂମି ମାତୃଭାଷାର ମମତା ଯା’ ହୃଦେ ଜନମି ନାହିଁ, ତାକୁୁ ଯେବେ ଜ୍ଞାନୀ ଗଣରେ ଗଣିବା ଅଜ୍ଞାନ ରହିବେ କାହିଁ। ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଲିଖିତ କବିତାର ଏହି ପଂକ୍ତି ଓଡ଼ିଆ ଭାଷା ପ୍ରତି ମୁହଁ ମୋଡ଼ୁଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ…

ଜାତିଭିତ୍ତିକ ଜନଗଣନା ଲାଗି ୨୭ରେ ହୋଇପାରେ ସର୍ବଦଳୀୟ ବୈଠକ

ପାଟନା,୨୩।୫: ରାଜ୍ୟଓ୍ବାରି ଜାତିଭିତ୍ତିକ ଜନଗଣନା ଲାଗି ବହୁପ୍ରତୀକ୍ଷିତ ସର୍ବଦଳୀୟ ବୈଠକ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହୋଇପାରେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏନେଇ ସୋମବାର ସୂଚନା ଦେଇଛନ୍ତି। ଅଧିକାଂଶ ଦଳ ତାରିଖକୁ ନେଇ ସହମତ ଅଛନ୍ତି। ତେବେ ନିର୍ଦ୍ଦିଷ୍ଟ ତାରିଖକୁ…

ଭାଜପା ଶାସନ ହିଟ୍‌ଲର, ଷ୍ଟାଲିନ୍‌ଙ୍କଠାରୁ ଖରାପ

କୋଲକାତା,୨୩।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ସୋମବାର କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ ସହାୟତାରେ ରାଜ୍ୟ ବ୍ୟାପାରରେ ହସ୍ତକ୍ଷେପ କରୁଥିବା ସେ ଅଭିଯୋଗ କରିଛନ୍ତି। ଆଡଲଫ୍‌ ହିଟ୍‌ଲର,…

ରୋପ୍‌ଓ୍ବେରେ ୪୦ ମିନିଟ ଅଟକିଲେ ୨୮ ଭକ୍ତ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ସତ୍‌ନା ଜିଲାରେ ସୋମବାର ପ୍ରବଳ ବର୍ଷା ପବନ ଯୋଗୁ ରୋପ୍‌ଓ୍ବେ ଅଚଳ ହୋଇଯାଇଥିଲା। ଫଳରେ ମୈହର ପାହାଡ଼ ଉପରେ ଥିବା ମା’ ସାରଦା ଦେବୀ ମନ୍ଦିରକୁ ଯାଉଥିବା ୨୮ ଜଣ ଭକ୍ତ ୭ଟି ରୋପ୍‌ଓ୍ବେ ଟ୍ରଲିରେ ୪୦ ମିନିଟରୁ…

୧୦ଲକ୍ଷରୁ ଉର୍ଦ୍ଧ୍ୱ ଆଶାକର୍ମୀ ସମ୍ମାନିତ

ନୂଆଦିଲ୍ଲୀ,୨୩।୫: ସ୍ବାସ୍ଥ୍ୟସେବା ନେଇ ଲୋକଙ୍କ ସହ ସମ୍ପର୍କରେ ରହିଥିବା ଭାରତର ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଆଶାକର୍ମୀଙ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ଲୋବାଲ ହେଲ୍‌ଥ ଲିଡର୍ସ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ୭୫ତମ ବିଶ୍ୱ ସ୍ବାସ୍ଥ୍ୟ ସଭା ଅବସରରେ ଆଶା କର୍ମୀଙ୍କ…

ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କଟିଗଲା ବିଦ୍ୟୁତ୍‌: ଇଞ୍ଜିନିୟର ସମେତ ୩ ନିଲମ୍ବିତ

ଲକ୍ଷ୍ନୌ,୨୩।୫: ଉତ୍ତରପ୍ରଦେଶରେ ହଠାତ୍‌ ପାଣିପାଗର ପରିବର୍ତ୍ତନର ପ୍ରଭାବ ୩ ଅଧିକାରୀଙ୍କ ଉପରେ ପଡ଼ିଛି। ରାଜଧାନୀ ଲକ୍ଷ୍ନୌ ସ୍ଥିତ ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣରେ ସମୟରେ କରେଣ୍ଟ କଟିଯାଇଥିଲା। ଏହାପରେ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ଟ୍ରାନ୍ସମିସନ ସମେତ ୩ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି। ଆଉ…

ବ୍ୟାଟିଂ ବିପର୍ଯ୍ୟୟ ପରେ ୨୫୦ ରନ୍‌ର ପାର୍ଟନରଶିପ୍‌

ଢାକା,୨୩।୫: ସ୍ଥାନୀୟ ଶେରେ ବାଂଲା ଜାତୀୟ ଷ୍ଟାଡିୟମରେ ସୋମବାରଠାରୁ ବାଂଲାଦେଶ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ବାଂଲାଦେଶ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୨୪ରନ୍‌ ମଧ୍ୟରେ…

ରାଜସ୍ଥାନରେ ଯୋଗଦେବାକୁ ପ୍ରତିଶ୍ରୁତି ଦେଲେ ଅମିର ଖାନ୍‌

ନୂଆଦିଲ୍ଲୀ,୨୩।୫: ବଲିଉଡ୍‌ ସୁପରଷ୍ଟାର ଅମିର ଖାନ୍‌ଙ୍କୁ ଆଇପିଏଲ୍‌ରେ କିଣିବାକୁ ରାଜି ହୋଇଛି ରାଜସ୍ଥାନ ରୟାଲ୍ସ। ପ୍ରଥମ ସିଜନ ଚାମ୍ପିୟନ ‘ମିଃ ପରଫେକ୍‌ଶନିଷ୍ଟ’ଙ୍କ କ୍ରିକେଟିଂ ଦକ୍ଷତା ଉପରେ ବିଶ୍ୱାସ ଦେଖାଇବା ସହିତ ଆଗାମୀ ସିଜନରେ ଚୂଡ଼ାନ୍ତ ଏକାଦଶରେ ସାମିଲ କରିବାକୁ ଇଚ୍ଛା ପ୍ରକଟ…

୩ବର୍ଷ ପାଇଁ ଜେଲ୍‌ ଗଲେ ଏଏପି ବିଧାୟକ

ଚଣ୍ଡିଗଡ଼,୨୩।୫: ପଞ୍ଜାବରେ ଆମ ଆଦମୀ ପାର୍ଟି ସରକାରଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ପଟିଆଲା ଗ୍ରାମୀଣ ବିଧାୟକ ଡା. ବଲବୀର ସିଂହଙ୍କୁ ରୋପର କୋର୍ଟ ୩ବର୍ଷର ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନା ମୁତାବକ, ଗତ ୯ବର୍ଷ ପୂର୍ବରୁ ଜମିକୁ ନେଇ ପାରିବାରିକ ଝଗଡ଼ାରେ…

ଦିଲ୍ଲୀକୁ ମିଳିଲା ନୂଆ ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩।୫: ଅନୀଲ ବୈଜଲ ନିଜ ପଦରୁ ଇସ୍ତଫା ଦେବା ପରେ ସୋମବାର ଦିଲ୍ଲୀକୁ ନୂଆ ଉପରାଜ୍ୟପାଳ ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିନୟ କୁମାର ସାକ୍‌ସେନାଙ୍କୁ ଦିଲ୍ଲୀର ନୂତନ ଉପରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ସୋମବାର ରାଷ୍ଟ୍ରପତି କାର୍ଯ୍ୟାଳୟରୁ ଏକ…

କେଦାରନାଥରେ ଅରେଞ୍ଜ ଆଲର୍ଟ: ଯାତ୍ରୀଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ଅପିଲ

ଡେରାଡୁନ,୨୩।୫: ଉତ୍ତରାଖଣ୍ଡରେ ହଠାତ୍‌ ବଦଳୁଥିବା ପାଣିପାଗ ଯୋଗୁ ବର୍ତ୍ତମାନ ଚାରିଧାମ ଯାତ୍ରା ଉପରେ ବ୍ରେକ ଲାଗିଛି। ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ଅରେଞ୍ଜ ଆଲର୍ଟ ଜାରି କରାଯିବା ପରେ ଏବେ କେଦାରନାଥ ଯାତ୍ରାକୁ ପ୍ରଶାସନ ବନ୍ଦ କରିଦେଇଛି। ଏଥିସହ ଭକ୍ତମାନଙ୍କୁ ନିରାପଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri