ଏମିତି ଦେଶ, ଯେଉଁଠି ଜୀବଜନ୍ତୁଙ୍କୁ ଦିଆଯାଇଛି ଆଇନଗତ ଅଧିକାର
ଅନେକ ଦେଶରେ ସଂଗଠନ ମାନବିକ ଅଧିକାର ପାଇଁ ସଂଗ୍ରାମ କରୁଥିବାବେଳେ ବିଶ୍ୱରେ ଏମିତି ଏକ ଦେଶ ଅଛି, ଯେଉଁଠି ବନ୍ୟଜନ୍ତୁମାନଙ୍କୁ ମଧ୍ୟ ଆଇନଗତ ଅଧିକାର ଦିଆଯାଇଛି। ଇକ୍ୱାଡୋର୍ରେ କୋର୍ଟ ଏପରି ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଜୀବଜନ୍ତୁମାନଙ୍କର ମଧ୍ୟ ଜୀବନ ଏବଂ ପ୍ରକୃତିର…
ହେମା ମାଳିନୀଙ୍କୁ ବିବାହ କରିବା ପାଇଁ ମନ୍ଦିର ନେଇ ଯାଇଥିଲେ ଜିତେନ୍ଦ୍ର
ବଲିଉଡ ଇଣ୍ଡଷ୍ଟ୍ରିର ପ୍ରଥମ ଚକୋଲେଟ ଅଭିନେତା ଜିତେନ୍ଦ୍ର ଆଜି ୮୦ ବର୍ଷରେ ପଦାର୍ପଣ କରୁଛନ୍ତି। ସେ ଏପ୍ରିଲ ୭, ୧୯୪୨ରେ ଅମୃତସରରେ ଜନ୍ମଗ୍ରହଣ କରିଥିଲେ। ଜିତେନ୍ଦ୍ରଙ୍କୁ ବଲିଉଡର ‘ଜମ୍ପିଂ ଜ୍ୟାକ’ କୁହାଯାଏ। ସେ ୬୦ ଦଶକରୁ ୯୦ ଦଶକରେ ଅନେକ ହିଟ୍…
ଶସ୍ତା ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ…
ନୂଆଦିଲ୍ଲୀ, ୭।୪ : ବିଶ୍ୱ ସ୍ବାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଟୁଇଟ କରି ଦେଶବାସୀଙ୍କୁ ସ୍ବାସ୍ଥ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଗୁଣାତ୍ମକ ତଥା ଶସ୍ତା ସୁଲଭ…
ସୋନୁ ସୁଦଙ୍କୁ ବିୟର ମାଗିଲେ ଜଣେ ବ୍ୟକ୍ତି, ଜବାବରେ ମିଳିଲା…
ବଲିଉଡ୍ ଅଭିନେତା ସୋନୁ ସୁଦ ତାଙ୍କର ଉଦାରତା ପାଇଁ ସାରା ଦେଶରେ ପ୍ରସିଦ୍ଧ। ସେ କରୋନାର ପ୍ରଥମ ଏବଂ ଦ୍ୱିତୀୟ ଲହରରେ ଅନେକ ଲୋକଙ୍କୁ ସାହାଯ୍ୟ କରିଥିଲେ। ଆଜି ବି ଲୋକମାନେ ସୋସିଆଲ ମିଡିଆରେ ତାଙ୍କୁ ସାହାଯ୍ୟ ମାଗନ୍ତି, ସୋନୁ ମଧ୍ୟ…
ସଚିବଙ୍କୁ ୧୬ ସୂତ୍ରୀ ଯୋଜନା ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୭।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୬ ସୂତ୍ରୀ ଯୋଜନା ନିର୍ଦ୍ଦେଶନାମା ବିଷୟରେ ସମସ୍ତ ସଚିବଙ୍କୁ କ୍ୟାବିନେଟ ସଚିବ ରାଜୀବ ଗୌବା ଏକ ଚିଠି ଲେଖିଛନ୍ତି। ଏପ୍ରିଲ ୨ରେ ସଚିବମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ ପରେ ଏହି ଚିଠି ଲେଖାଯାଇଛି।…
ରାଗିଗଲେ ରୋହିତ ଶର୍ମା, କହିଦେଲେ ଏମିତି କଥା
ପୁଣେ,୭।୪: ଇଣ୍ଡିଆନ୍ ପ୍ରିମିୟମ ଲିଗ୍(ଆଇପିଏଲ୍) ଇତିହାସରେ ସବୁଠୁ ସଫଳ ଟିମ୍ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଚଳିତ ଆରପିଏଲ୍ ଭଲ ଚାଲିନାହିଁ। ଦଳ ପ୍ରଥମ ୩ଟି ମ୍ୟାଚ୍ରେ ପରାଜୟବରଣ କରିଛି। ତୃତୀୟ ମ୍ୟାଚ୍ରେ ଦଳ କୋଲକତାଠାରୁ ୫ ଉଇକେଟ୍ରେ ପରାଜିତ ହୋଇଛି। କୋଲକତାଠାରୁ…
ପୁଣି ବଢ଼ିଲା ସିଏନ୍ଜି ଦର, ୬ ଦିନରେ ୩ ଥର…
ନୂଆଦିଲ୍ଲୀ,୭।୪: ଦୈନିକ ବଢ଼ିବାରେ ଲାଗିଲାଣି ସିଏନ୍ଜି ଦର। ବୁଧବାର ଭଳି ଗୁରୁବାର ଦିଲ୍ଲୀରେ ସିଏନ୍ଜିର କେଜି ପିଛା ଦାମ ୨.୫ ଟଙ୍କା ମହଙ୍ଗା ହୋଇଛି। ଚଳିତ ମାସରେ ସିଏନ୍ଜି ଦାମ ୩ ଥର ବଢ଼ିଛିି। ଗତ ୬ ଦିନ ମଧ୍ୟରେ କେଜି…
ଗୋଟିଏ ଓଭରରେ ୩୫ ରନ୍: ରାହୁଲଙ୍କ ସମକକ୍ଷ ହେଲେ କୁମିନ୍ସ
ପୁଣେ,୭।୪: ଆଇପିଏଲ ୨୦୨୨ର ୧୪ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍କୁ କେକେଆର୍ ୫ ଉଇକେଟରେ ଜିତିଛି। ଏମସିଏସ ଷ୍ଟାଡିୟମ ପୁଣେରେ ଅନୁଷ୍ଠିତ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ୪ ଉଇକେଟ୍…
ଚାଇନା ହ୍ୟାକରଙ୍କ ଟାର୍ଗେଟରେ ଭାରତୀୟ ପାଓ୍ବାର ଗ୍ରୀଡ୍…
ନୂଆଦିଲ୍ଲୀ, ୭।୪ : ଭାରତୀୟ ପାଓ୍ବାର ଗ୍ରୀଡ୍କୁ ଚାଇନା ହ୍ୟାକର ଟାର୍ଗେଟ କରିଛନ୍ତି। ଏସମ୍ପର୍କରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି। ଦେଶର ୭ଟି ପାଓ୍ବାର ଗ୍ରୀଡ୍ ଉପରେ ଚାଇନା ହ୍ୟାକରମାନେ ତୀକ୍ଷ୍ଣ ନଜର ରଖିଛନ୍ତି। ଏସବୁ ଗ୍ରୀଡ୍ ଗୁଡ଼ିକ ଭାରତ ଚାଇନା…
ରାଜ୍ୟରେ ୨୦୮ ଆକ୍ଟିଭ୍ କେସ୍, ଆଜି ଚିହ୍ନଟ ହେଲେ ୨୮ ଆକ୍ରାନ୍ତ
ଭୁବନେଶ୍ୱର,୭।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭ଜଣ ଥିବା ବେଳେ ୧୧ ଲୋକାଲ କେସ୍ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୩ ପିଲା ଅଛନ୍ତି। ନୂତନ ପଜିଟିଭ୍ଙ୍କ ପରେ…
ୟୁକ୍ରେନ୍ ବି ଜିତିପାରେ ଯୁ୍ଦ୍ଧ, ରୁଷିଆ ଯୋଜନା ହେଉଛି ଅସଫଳ, କହିଲା ଆମେରିକା…
ଓ୍ବାଶିଂଟନ, ୭।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪୩ ଦିନ ବିତିଛି। ୟୁକ୍ରେନର ମାରିଅପୋଲ ସହର ଧ୍ୱଂସ ହୋଇ ଯାଇଛି। ଏଠାରେ ବର୍ତ୍ତମାନ ସୁଦ୍ଧା ୫୦୦୦ ଲୋକଙ୍କ ମୃତ୍ୟୁ ଘଟିଛି। ସହରର ମେୟର ଭ୍ୟାଡିୟମ ବୋଇଚେଙ୍କୋ କହିଛନ୍ତି ଯେ…
ସକ୍ରିୟ ମାମଲା ୧୨ ହଜାର ତଳେ …
ନୂଆଦିଲ୍ଲୀ, ୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ୩୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୩ ରହିଛି। ଅପରପକ୍ଷରେ…
Archives


