Home

ଆଜିର ଦିନକୁ ମନେ ପକାଇଲେ ସୁସ୍ମିତା

ମୁମ୍ବାଇ: ୧୯୯୪ ମେ’ ୨୧ରେ ମିସ୍‌ ୟୁନିଭର୍ସ ମୁକୁଟ ପିନ୍ଧି ସୁସ୍ମିତା ସେନ୍‌ ସାରା ବିଶ୍ୱରେ ଭାରତ ପାଇଁ ଗୌରବ ଆଣିଥିଲେ। ଏହି ସମ୍ମାନଜନକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ସୁସ୍ମିତା ମିସ୍‌ ୟୁନିଭର୍ସ ମୁକୁଟ ପିନ୍ଧିଥିବା ପ୍ରଥମ ଭାରତୀୟ ହୋଇଥିଲେ। ୭୭ଟି ଦେଶର…

ବାଘ ଛାଲ ଜବତ ଘଟଣା: ଆଉ ୨ ଗିରଫ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଦୈତାରୀ ରେଞ୍ଜ ବୁଢୀପଦା ଗ୍ରାମରୁ ମହାବଳ ବାଘ ଛାଲ ଜବତ ଘଟଣାରେ ବୁଟୁ ମହାକୁଡ଼ (୩୦)ଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କ ବାପା ଦୁର୍ଯ୍ୟୋଧନ ମହାକୁଡ଼ (୬୦) ଓ ଭାଇ ପଞ୍ଚୁ ମହାକୁଡ଼ଙ୍କୁ ବନ…

ସଲମାନ ତୁମ ଭାଇ ହୋଇଥିବେ, ମୋର କିନ୍ତୁ ‘ଜାନ୍‌’: ନିଖତ୍‌

ନୂଆଦିଲ୍ଲୀ,୨୧।୫: ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଥିବା ଭାରତୀୟ ବକ୍ସର ନିଖତ୍‌ ଜରିନ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ବଡ଼ ପ୍ରଶଂସକ। ନିଜର ବିଜୟ ପରେ ସେ ତାଙ୍କର ଦୁଇଟି ସ୍ବପ୍ନ ଥିବା କଥା ପ୍ରକାଶ କରିଛନ୍ତି।…

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨୧ା୫: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି। ୧୨ଟି ରଥ ଟଣା ଦଉଡ଼ି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ…

ଶସ୍ତା ହେବ ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୧।୫: କମିଲା ତୈଳ ଦର। କେନ୍ଦ୍ର ସରକାରଙ୍କ ପକ୍ଷରୁ ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ଓ ଡିଜେଲ ଲିଟର ପିଛା ୭ ଟଙ୍କା ହ୍ରାସ କରାଯାଇଛି। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କେନ୍ଦ୍ର…

ଆନ୍ଥୋନୀ ଅଷ୍ଟ୍ରେଲିଆର ନୂଆ ପ୍ରଧାନମନ୍ତ୍ରୀ…

ମେଲବୋର୍ନ, ୨୧।୫ : ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ନିର୍ବାଚନରେ ପରାଜିତ ହୋଇଛନ୍ତି। ଅଷ୍ଟ୍ରେଲିଆ ଖବରକାଗଜ ଅନୁସାରେ ୫୩ ପ୍ରତିଶତ ସମର୍ଥନ ସହ ଲେବର ପାର୍ଟି ଆଗୁଆ ରହିଛି। ଅପରପକ୍ଷରେ ସ୍କଟ ମୋରିସନ ନିର୍ବାଚନରେ ପରାଜୟ ଗ୍ରହଣ କରିଛନ୍ତି ଏବଂ ବିରୋଧୀ…

ଆଧାରରେ ଯୋଡ଼ି ହେବ ପରିବାର କାର୍ଡ, ଜଣଙ୍କୁ ଚାକିରି…

ଲକ୍ଷ୍ନୌ, ୨୧।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଲୋକଙ୍କ ସାମାଜିକ ତଥା ଅର୍ଥନୈତିକ ସ୍ଥିତିର ସଠିକ ମୂଲ୍ୟାଙ୍କନ ପାଇଁ ପରିବାର କାର୍ଡ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଏହି କାର୍ଡ ଆଧାର ସହିତ ଲିଙ୍କ ହେବ। ଗୋଟିଏ ପରିବାରର ଅତି…

ଉଜ୍ୱଳା ଯୋଜନାରେ ମିଳିବ ୨୦୦ ଟଙ୍କା ସବସିଡି , ୯ କୋଟି ହିତାଧିକାରୀ ହେବେ ଉପକୃତ…

ନୂଆଦିଲ୍ଲୀ, ୨୧।୫ : ଗ୍ୟାସ୍‌ ସିଲିଣ୍ଡର ପେଟ୍ରୋଲ ଏବଂ ଡିଜେଲର ବଢୁଥିବା ଦାମ ନେଇ ଦେଶର ଲୋକେ ହଇରାଣ ହେଉଥିବାବେଳେ କେନ୍ଦ୍ର ସରକାର ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଉଜ୍ୱଳା ଯୋଜନାରେ…

ହାତୀ ମୃତ୍ୟୁ ଘଟଣାରେ ରିପୋର୍ଟ ତଲବ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ସେକ୍ସନ ଅଧିନସ୍ଥ ବାଂଶପାଣି ବେହେରା ହାଟିଂ ନିକଟରେ ଗୁରୁବାର ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଦୁଇ ଛୁଆ ହାତୀ ସମେତ ତିନି ହାତୀର ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ପିସିସିଏଫ୍‌ (ବନ୍ୟପ୍ରାଣୀ) ଶଶୀ ପଲ…

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌୍‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

‘ଆମକୁ ବଳାତ୍କାର ବନ୍ଦ କର’; କାନ୍ସ ରେଡ୍‌ କାର୍ପେଟରେ ଟପ୍‌ଲେସ୍‌ ହୋଇ ପ୍ରତିବାଦ କଲେ ମହିଳା

କାନ୍ସ,୨୧।୫: କାନ୍ସ ଫିଲ୍ମ ଫେଷ୍ଟିଭାଲ ରେଡ୍‌ କାର୍ପେଟରେ ଜଣେ ଅଚିହ୍ନା ଯୁବତୀ ଟପ୍‌ଲେସ୍‌ ଅବସ୍ଥାରେ ବଳାତ୍କାର ବନ୍ଦ କର ନାରା ଦେଇ ଚର୍ଚ୍ଚାରେ। ଯୁଦ୍ଧ ପ୍ରଭାବିତ ୟୁକ୍ରେନରେ ରୁଷିୟ ସୈନ୍ୟଙ୍କ ଦ୍ୱାରା ଯୌନ ନିର୍ଯାତନା ସହ ବଳାତ୍କାର ଶିକାର ହେଉଥିବାକୁ ବିରୋଧ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୦୮୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri