Home

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ…

ରାତିସାରା ଯନ୍ତ୍ରଣାରେ ଛଟପଟ ହୋଇଥିଲେ କମେଡି କୁଇନ୍‌; କାହାକୁ ଜଣାଇ ନ ଥିଲେ…

ମୁମ୍ବାଇ: ପ୍ରସବ ପୂର୍ବଦିନ ଯାଏଁ କାମ କରି ଅନେକଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି କମେଡି କୁଇନ ଭାରତୀ। ନିକଟରେ ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ତେବେ ଡେଲିଭରୀର ପୂର୍ବ ଦିନ ରାତିରେ ତାଙ୍କ ଅବସ୍ଥା କିଭଳି ଥିଲା…

ଆଇପିଏଲ୍‌ ମିଡିଆ ରାଇଟ୍ସ , ୨୦୨୩ ରୁ ୨୦୨୭ ପ୍ରର୍ଯ୍ୟନ୍ତ ପ୍ରସାରଣ ଅଧିକାର, ଦୌଡ଼ରେ ବଡ଼ କମ୍ପାନୀ…

କୋଲକାତା, ୫।୪ : ବର୍ତ୍ତମାନ ଭାରତରେ କ୍ରିକେଟର ଆଇପିଏଲ ଉତ୍ସବ ଚାଲିଛି। ଏହି ସମୟରେ, କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ମଧ୍ୟ ଆଇପିଏଲ ମିଡିଆ ରାଇଟ୍ସ ସମ୍ପର୍କରେ ଟେଣ୍ଡର ଜାରି କରିଛି। ଆଇପିଏଲରୁ ବିସିସିଆଇର ରୋଜଗାରରେ ମିଡିଆ ଅଧିକାରର ସବୁଠାରୁ…

‘ଧୋନୀ ଭାଇ ମୋତେ କହିଦେଇଥିଲେ’

ମୁମ୍ବାଇ,୫।୪: ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ଲାଗି ଚେନ୍ନାଇ ସୁପରକିଙ୍ଗ୍ସ ଟୁର୍ନାମେଣ୍ଟର ଲଗାତାର ତିନୋଟି ମ୍ୟାଚ୍‌ରେ ପରାଜିତ ହୋଇଛି। ଫଳରେ ଅଙ୍କ ତାଲିକାରେ ୯ମ ସ୍ଥାନରେ ରହିଛି ଦଳ। ଚଳିତ ସିଜନରେ ରବିନ୍ଦ୍ର ଜାଡେଜା ପ୍ରଥମ ଥର ଲାଗି ଦଳର ଅଧିନାୟକ…

ପ୍ରତି ବୁଧବାର ସାଇକେଲରେ ଅଫିସ ଯିବେ ସରକାରୀ କର୍ମଚାରୀ…

କାଭରତ୍ତି, ୫।୪ : ଦ୍ରୁତଗତିରେ ବାୟୁ ଗୁଣବତ୍ତା ସମଗ୍ର ବିଶ୍ୱରେ ଖରାପ ହେଉଥିବାରୁ ଏହା ଚିନ୍ତାର କାରଣ ପାଲଟିଛି। ଭାରତରେ ଅବସ୍ଥା ଅଧିକ ଖରାପ ହେବାରେ ଲାଗିଛି। ବାୟୁ ପ୍ରଦୂଷଣକୁ ହ୍ରାସ କରିବା ପାଇଁ ପାଣିପାଗ ବିଜ୍ଞାନୀ ଏବଂ ପରିବେଶବିତ୍‌ ମାନେ…

କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକାଣୀ ହେଉଛନ୍ତି ଏହି ଅଭିନେତ୍ରୀ; ଅନେକ ସହରରେ ଘର, ଦାମୀ ଗାଡ଼ିର ସଉକ

ହାଇଦ୍ରାବାଦ: ଅଭିନୟ ସାଙ୍ଗକୁ ନିଜର ଚୁଲ୍‌ବୁଲି ସ୍ବଭାବକୁ ନେଇ ପ୍ରଶଂସକଙ୍କ ଗହଣରେ ବେଶ ପରିଚିତ ରଶ୍ମିକା ମନ୍ଧାନା। ଆଜି ହେଉଛି ଏହି ସୁନ୍ଦରୀ ଅଭିନେତ୍ରୀଙ୍କ ଜନ୍ମଦିନ। ୧୯୯୬ ଏପ୍ରିଲ ୫ ତାରିଖରେ କର୍ନାଟକରେ ତାଙ୍କର ଜନ୍ମ। ୨୦୧୬ରେ କନ୍ନଡ ଫିଲ୍ମ ‘କିରିକ…

ପେଟ୍ରୋଲ-ଡିଜେଲ ଦାମ୍‌ କାହିଁକି ବଢୁଛି ୮୦ ପଇସା, ୧୫ ଦିନରେ ବଢ଼ିଲାଣି ୯ ଟଙ୍କା ୨୦…

ନୂଆଦିଲ୍ଲୀ, ୫।୪ : ଭାରତରେ ପେଟ୍ରୋଲ-ଡିଜେଲ ଦାମ୍‌ ମାର୍ଚ୍ଚ ୨୨ଠାରୁ ଏପ୍ରିଲ୍‌ ୫ ମଧ୍ୟରେ ଗତ ୧୫ ଦିନ ମଧ୍ୟରେ ୧୩ ଥର ଦାମ୍‌ ବୃଦ୍ଧି ପାଇ ମୋଟ ୯ ଟଙ୍କା ୨୦ ପଇସା ବଢ଼ିଛି। ଏହି ସମୟ ମଧ୍ୟରେ ସର୍ବାଧିକ…

ପାକିସ୍ତାନ ସଙ୍କଟରେ ରୁଷିଆର ଏଣ୍ଟ୍ରି, ଇମ୍ରାନ୍‌ଙ୍କ ମସ୍କୋ ଯାତ୍ରା ପାଇଁ ଦଣ୍ଡ ଦେଉଛି ଆମେରିକା !…

ଇସଲାମାବାଦ୍‌, ୫।୪ : ପାକିସ୍ତାନରେ ରାଜନୈତିକ ସଙ୍କଟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ପାକିସ୍ତାନ ବିଶେଷଜ୍ଞମାନେ ମଧ୍ୟ ଏନେଇ ବହୁ ଚିନ୍ତିତ। ଆଗାମୀ କିଛି ଦିନ ମଧ୍ୟରେ ପାକିସ୍ତାନରେ କଣ ଘଟିବ ତାହା କେହି ଜାଣି ନାହାଁନ୍ତି। ଇମ୍ରାନ ଖାନ କ୍ଷମତାରେ…

୨୨ ୟୁଟ୍ୟୁବ୍‌ ଚ୍ୟାନେଲ ଉପରେ ପ୍ରତିବନ୍ଧକ…

ନୂଆଦିଲ୍ଲୀ, ୫।୪ : ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୨ ୟୁଟ୍ୟୁବ୍‌ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ନିର୍ଦ୍ଦେଶ ମିଳିବା ପରେ ତତ୍କାଳ ଏସବୁ ଚ୍ୟାନେଳଗୁଡ଼ିକୁ ବ୍ଲକ୍‌ କରି ଦିଆଯାଇଛି। ସେଥିମଧ୍ୟରେ ୪ ପାକିସ୍ତାନୀ ୟୁଟ୍ୟୁବ୍‌ ଚ୍ୟାନେଲ ରହିଛି।…

୩୦ ରୁଷୀୟ ରାଜନେତାଙ୍କୁ ଦେଶରୁ ବାହାର କଲା ଇଟାଲୀ …

ରୋମ୍‌/ମସ୍କୋ, ୫।୪ : ସୁରକ୍ଷା ଦୃଷ୍ଟିରୁ ଇଟାଲୀ ୩୦ ଜଣ ରୁଷୀୟ ରାଜନେତାଙ୍କୁ ଦେଶରୁ ବାହାର କରିଛି। ୟୁକେନ୍‌ ଉପରେ ରୁଷିଆ ଆକ୍ରମଣ ପରେ କେତେକ ପାଶ୍ଚାତ୍ୟ ଦେଶ ପକ୍ଷରୁ ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଏବେ ଇଟାଲୀ ମଧ୍ୟ…

ଆଶିଷଙ୍କ ଜାମିନ ମାମଲା, ରାୟ ସଂରକ୍ଷିତ ରଖିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୪ : ଲଖୀମପୁର ଖେରୀ ମାମଲାରେ ଆଶିଷ ମିଶ୍ରଙ୍କ ଜାମିନ ନେଇ ସୁପ୍ରିମ୍‌କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ତାଙ୍କ ଜାମିନ ଖାରଜ ପାଇଁ କରାଯାଇଥିବା ଆବେଦନର ବିଚାର ସୁପ୍ରିମକୋର୍ଟର ସ୍ବତନ୍ତ୍ର ଖଣ୍ଡପୀଠ ମଙ୍ଗଳବାର ଏଭଳି କରିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି…

ହିନ୍ଦୁ ଉତ୍ତରାଧିକାରୀ ଆଇନରେ ପାତରଅନ୍ତର ନେଇ ସରକାରଙ୍କୁ ଚେତାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୪ : ଦେଶରେ ମହିଳାମାନଙ୍କ ପ୍ରତି ଭେଦଭାବ କରୁଥିବା ହିନ୍ଦୁ ଉତ୍ତରାଧିକାର ଆଇନର ଧାରାକୁ ଚ୍ୟାଲେଞ୍ଜ କରି ଏକ ଆବେଦନ ଉପରେ ଉତ୍ତର ଦାଖଲ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଆଉ ଚାରି ସପ୍ତାହ ସମୟ ଦେଇଛନ୍ତି। ସୁପ୍ରିମକୋର୍ଟ ଚେତାବନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri