Home

ବିଧାନସଭାରେ ତକିଆ, କମ୍ବଳ ନେଇ ପହଞ୍ଚିଲେ ବିଧାୟକ

ବେଙ୍ଗାଲୁରୁ,୧୮।୨: କର୍ନାଟକ ସରକାରର ମନ୍ତ୍ରୀ କେ.ଏସ ଇଶ୍ୱରପ୍ପାଙ୍କ ଇସ୍ତଫା ଦାବିରେ ଗୁରୁବାର ରାତିସାରା ବିଧାନସଭାରେ ଉତ୍ତେଜନା ପ୍ରକାଶ ପାଇଥିଲା। କଂଗ୍ରେସ ବିଧାୟକମାନେ ଏଠାରେ ଏକ ନିଆରା ଢଙ୍ଗରେ ବିରୋଧ କରିଥିଲେ। ପାର୍ଟି ବିଧାୟକମାନେ ରାତିସାରା ବିଧାନସଭାରେ ହଙ୍ଗାମା ସୃଷ୍ଟି କରିବା ସହ…

ବ୍ରାହ୍ମଣୀ ନଦୀକୂଳରେ ପଡ଼ିଛି ଯୁବତୀଙ୍କ ନଗ୍ନ ମୃତଦେହ

ଯାଜପୁର ଅଫିସ/ବରୀ,୧୮ା୨(ଡି.ଏନ୍‌.ଏ.): ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱ ଅନ୍ୟାସୀପୁର ଠାରେ ଶୁକ୍ରବାର ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ବୟସ ୨୦/୨୧ ହେବ ବୋଲି ଅନୁମାନ କରାଯାଉଛି। ପାରିପାର୍ଶ୍ୱିକ ଅବସ୍ଥା ଓ ମୃତ ଯୁବତୀଙ୍କ ଶରୀରର ବିଭିନ୍ନ ସ୍ଥାନରେ…

ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୮।୨: ଆମ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ କୁମାର ବିଶ୍ୱାସଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗକୁ ନେଇ ରାଜନୀତି ତୀବ୍ର ହୋଇଛି। କେଜ୍‌ରିୱାଲଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ପାଇଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି କହିଛନ୍ତି। ସେ…

ଆଜି ରାଜ୍ୟରୁ ୬୭୧ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୪୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯୩ ଜଣ ଚିହ୍ନଟ ହୋଇଥିବା…

କମିବାର ନାଁ ନେଉନାହିଁ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୧୮।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାର ୯୨୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୯୨ଙ୍କ ମୃତ୍ୟୁ ଘଟିଛି।…

ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ଫୁଲବାଣୀ ଅଫିସ,୧୮ା୨: କନ୍ଧମାଳ ଜିଲାରେ ଆଜି ତ୍ରିସ୍ତରୀୟ ପଞ୍ଚାୟତ ନର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଚାଲିଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ ତୁମୁଡ଼ିବନ୍ଧ ଏବଂ କୋଟଗଡ଼ ବ୍ଲକରେ ଭୋଟ୍‌ ହେଉଥିବାରୁ ପୋଲସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ…

ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀ ଉଦ୍ଧାର

ଢେଙ୍କାନାଳ ଅଫିସ,୧୮ା୨: ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଶୁକ୍ରବାର ସକାଳୁ ଉଦ୍ଧାର କରାଯାଇଛି। ସିମିଳିଆ ଓଭର ବ୍ରିଜ୍‌ ନିକଟରୁ ପୋଲିସ ଉଦ୍ଧାରକରିଛି। ବନ୍ଧୁକ ଦେଖାଇ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଉଦ୍ଧାର ବ୍ୟକ୍ତି ଜଣଙ୍କ ହେଲେ ସାଙ୍କୁଲେଇ କୁମାରଦେଇପୁରର…

ଭୋଟ ଲାଗି ନକଲି ଭତ୍ତା ବହି ବଣ୍ଟନ

ଦଶରଥପୁର,୧୮ା୨ (ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏହି ପରିପ୍ରେକ୍ଷୀରେ ବ୍ଲକର ଥାଲକୁଡି ପଞ୍ଚାୟତରେ କେତେଜଣ ପ୍ରାର୍ଥୀ ଭୋଟ ହାତେଇବାକୁ ନକଲି ଭତ୍ତା ବହି ସହ ଟଙ୍କା ବାଣ୍ଟିଥିବା ଅଭିଯୋଗ…

ନିର୍ଣ୍ଣାୟକ ହେବେ ୩୦,୭୮୯ ନୂଆ ଭୋଟର

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦଶରଥପୁର ଓ ବଡ଼ଚଣା ବ୍ଲକର ୯ ଜିଲା ପରିଷଦ ଜୋନ୍‌ ଅନ୍ତର୍ଗତ ୭୮ ପଞ୍ଚାୟତରେ ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଭୋଟ…

୧୦୯୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶୁକ୍ରବାର ହେବ। ଏଥିରେ ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ଅନ୍ତର୍ଗତ ୩୦ଟି ପଞ୍ଚାୟତରେ ୧୦୯୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସେମାନଙ୍କ ମଧ୍ୟରୁ ୧୬ଜଣ ଜିଲା…

ଅସନ୍ତୁଷ୍ଟଙ୍କୁ ନୁହେଁ, ପ୍ରାର୍ଥିତ୍ୱକୁ ଭରସା

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାର ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ତିର୍ତ୍ତୋଲ ଜିଲା ପରିଷଦର ୪ନଂ. ଜୋନ୍‌ ବିଜେଡି ସଭ୍ୟା ପ୍ରିୟଦର୍ଶିନୀ ବିଶ୍ୱାଳ ବିଜୟୀ ହୋଇ ଅଧ୍ୟକ୍ଷ ପଦ ଅଳଙ୍କୃତ କରିଥିଲେ। ଏଥର ତାଙ୍କ ସ୍ବାମୀ ଏହି ଜୋନ୍‌ ଲାଗି ବିଜେଡି…

ଗଡ଼ ରକ୍ଷା ପାଇଁ ବିଜେଡି, ଭାଜପା ତତ୍ପର

କେନ୍ଦ୍ରାପଡ଼ା ଅଫିସ,୧୮ା୨: କେନ୍ଦ୍ରାପଡ଼ା ଜିଲାର ରାଜକନିକା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶୁକ୍ରବାର ଅନୁଷ୍ଠିତ ହେବ। ୨୦୧୭ ନିର୍ବାଚନରେ ରାଜକନିକା ବ୍ଲକର ୩ ଜୋନ୍‌ ଓ ମାର୍ଶାଘାଇର ଗୋଟିଏ ଜୋନ୍‌ରେ ବିଜେଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri