କ୍ଲିନ୍ସୁଇପ୍ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ
ଡବଲିନ୍,୨୮।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ମଙ୍ଗଳବାର ଅର୍ଥାତ୍ ଆଜି ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ ଏଭଳି ପରିସ୍ଥିତିରେ ଭାରତ ଏହି ସିରିଜ ଜିତିବା ପାଇଁ…
ଖୁସିଖବର ଦେବା ପରେ ଡିପି ବଦଳାଇଲେ ଆଲିଆ
ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଆଲିଆ ଭଟ୍ଟ। ଏହି ଗୁଡନ୍ୟୁଜ୍ ସେ ନିଜେ ପ୍ରଶଂସକଙ୍କ ଶେୟାର କରିଛନ୍ତି। ଏହି ଘୋଷଣା ପରେ ସେ ନିଜ ଇନ୍ଷ୍ଟାଗ୍ରାମ ଡିପି ମଧ୍ୟ ବଦଳାଇ ଦେଇଛନ୍ତି। ରଣବୀର କପୁରଙ୍କୁ ବିବାହ କରିବା ପରେ ଆଲିଆ…
ରୁଷିଆ ମିଶାଇଲ ମାଡରେ ଜନଗହଳି ପୂର୍ଣ୍ଣ ମଲରେ ଲାଗିଲା ନିଆଁ, ୧୬ ଲୋକଙ୍କ ମୃତ୍ୟୁ ଆଶଙ୍କା
କ୍ୱିଭ,୨୮ ।୬: ପୂର୍ବ ୟୁକ୍ରେନରେ ଥିବା ଏକ ଜନଗଳହି ପୂର୍ଣ୍ଣ ମଲକୁ ଟାର୍ଗେଟ କରିଛି ରୁଷିଆ । ଏଏଫପି ନ୍ୟୁଜର ସୂଚନା ଅନୁଯାୟୀ, ୟୁକ୍ରେନର ମଲ ଉପରେ ରୁଷିଆ ମିଶାଇଲ ଆକ୍ରମଣ କରିବା ଫଳରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା…
ରଥଯାତ୍ରାରେ ୧୦ ଲକ୍ଷ ମାସ୍କ ବଣ୍ଟାଯିବ
ପୁରୀ ଅଫିସ,୨୮।୬:ଦୁଇବର୍ଷର ବ୍ୟବଧାନ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି। ତେବେ କରୋନା ସମ୍ପୂର୍ଣ୍ଣ ରୂପେ ନାଶ ହୋଇନାହିଁ। ତେଣୁ ସରକାର ପୁରୀକୁ ଆସୁଥିବା ଯାତ୍ରୀଙ୍କ ପାଇଁ ୧୦ ଲକ୍ଷ ମାସ୍କ ବଣ୍ଟନର ବ୍ୟବସ୍ଥା କରିଛନ୍ତି ବୋଲି…
୪୮୩୦ ଦିଆସିଲି କାଠିରେ ତିନି ରଥ
ପୁରୀ ଅଫିସ, ୨୮ା୬:ପୁରୀ କୁମ୍ଭାରପଡ଼ା ଅଞ୍ଚଳର ଶାଶ୍ୱତ ରଞ୍ଜନ ସାହୁ ଦିଆସିଲି କାଠିରେ ତିନି ରଥର କ୍ଷୁଦ୍ର ମଡେଲ୍ ତିଆରି କରିଛନ୍ତି। ଶାଶ୍ୱତ ଏଥିପାଇଁ ୪୮୩୦ ଦିଆସିଲି କାଠି ବ୍ୟବହାର କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ରଥର ଉଚ୍ଚତା ୧୧.୪ ଇଞ୍ଚ ଓ…
ଆମ୍ବେଡ୍କରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ
ଜଟଣୀ,୨୮ା୬ (ଡି.ଏନ୍.ଏ.):ଜଟଣୀ ଥାନା ଅଧୀନ ବଡ଼ତୋଟା ବିଏସ୍ଏଫ୍ କ୍ୟାମ୍ପ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଥିବା ବାବା ସାହେବ ଆମ୍ବେଡ୍କରଙ୍କ ପ୍ରତିମୂର୍ତ୍ତିର ହାତକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଏନେଇ ସୋମବାର ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଭୀମ ଆର୍ମି ଏକତା…
ନିର୍ଦ୍ଧାରିତ ସମୟରେ ସମସ୍ତ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୮।୬ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୋମବାର ଏକ ଅନ୍ତର୍ବିଭାଗୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ ସହରର ଉନ୍ନତୀକରଣରେ ନିୟୋଜିତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା। ସହରର…
ଗର୍ଭବତୀଙ୍କ ଜୀବନ ବଞ୍ଚାଇଥିବା ଆଶାକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ମୋରଡ଼ା,୨୮।୬ (ଡି.ଏନ.ଏ.):ରକ୍ତଦାନ କରି ଜଣେ ଗର୍ଭବତୀଙ୍କ ଜୀବନ ବଞ୍ଚାଇଛନ୍ତି ଆଶାକର୍ମୀ। ଏଭଳି ମାନବିକତାର ପରିଚୟ ଦେଇଛନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଧଡ଼ାସାହି ପଞ୍ଚାୟତ ମୋହନପୁର ଗ୍ରାମର ଆଶାକର୍ମୀ ଧାନୀ ମୁର୍ମୁ। ତାଙ୍କର ଏପରି ମହାନତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ…
ବଣ୍ଡାଘାଟିରେ ଖୋଲାଆକାଶ ତଳେ ସ୍କୁଲ
ମାଲକାନଗିରି,୨୮।୬(ଡି.ଏନ୍.ଏ.):ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ୫-ଟି ଅଧୀନରେ ହାଇସ୍କୁଲଗୁଡ଼ିକର ବିକାଶ ମଧ୍ୟ କରୁଛନ୍ତି। ହେଲେ ଉପାନ୍ତ ଆଦିବାସୀ ଅଞ୍ଚଳରେ ପ୍ରାଥମିକ ସ୍କୁଲ ଖୋଲା ଆକାଶ ତଳେ ଚାଲିଛି। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡ଼ାସ୍ଥିତ…
୭୦ ଦିନକୁ ଖସିଲାଣି ମୌସୁମୀ ବର୍ଷା
ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହା ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ମୌସୁମୀ ଆଗମନ ଓ ବର୍ଷାରେ ଅସ୍ବାଭାବିକତା ଦେଖାଦେଇଛି। ୧୨୦…
ହସ୍ପିଟାଲରେ ଥିବା କରୋନା ସଂକ୍ରମିତଙ୍କର ହେବ ଜିନୋମ ସିକ୍ୱେଂସିଂଗ
ନୂଆଦିଲ୍ଲୀ,୨୮ ।୬: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ଭାଇରସର ନୂଆ ଭାରିଏଣ୍ଟକୁ ଚିହ୍ନିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥିପାଇଁ ଏଥର ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କର ସାମ୍ପଲର ଜିନୋମ ସିକ୍ୱେଂସିଂଗ…
ଏମ୍କେସିଜି ଶିଶୁ ରୋଗ ବିଭାଗରେ ୪ ପିଜି ସିଟ୍ ବୃଦ୍ଧି
ବ୍ରହ୍ମପୁର ଅଫିସ,୨୮/୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି)ମେଡିକାଲ କଲେଜର ଶିଶୁ ବିଭାଗ ପିଜି ସିଟ ବୃଦ୍ଧି କରାଯିବା ନେଇ ସୋମବାର ଜାତୀୟ ଭେଷଜ ପରିଷଦ(ଏନ୍ଏମ୍ସି)ର ଜଣିକିଆ ପ୍ରତିନିଧି ଏମ୍କେସିଜି ପରିଦର୍ଶନ କରିଛନ୍ତି। ବର୍ତ୍ତମାନ ଶିଶୁ ବିଭାଗରେ ୮ ପିଜି ସିଟ ରହିଥିବା ବେଳେ…

