ଇସ୍ତଫା ଦେଲେ ଶ୍ରୀଲଙ୍କା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନର
କଲମ୍ବୋ,୪।୪: ଶ୍ରୀଲଙ୍କା ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ବେଳେ ଏହାର କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାନୀତି ସମ୍ପର୍କିତ ନିଷ୍ପତ୍ତି ନେବାର ଦିନକ ପୂର୍ବରୁ ଗଭର୍ନର ଅଜିଥ ନିଭାର୍ଡ କାବ୍ରାଲ୍ ଇସ୍ତଫା ଦେଇଛନ୍ତି। ଦେଶର ସମସ୍ତ କ୍ୟାବିନେଟ ମନ୍ତ୍ରୀ ଇସ୍ତଫା ଦେବା ପରେ…
ବିନୟ କ୍ୱାତ୍ରା ନୂଆ ବୈଦେଶିକ ସଚିବ
ନୂଆଦିଲ୍ଲୀ,୪।୪: ନେପାଳରେ ଭାରତର ରାଷ୍ଟ୍ରଦୂତ ଥିବା ବିନୟ ମୋହନ କ୍ୱାତ୍ରାଙ୍କୁ ସୋମବାର କେନ୍ଦ୍ର ସରକାର ନୂଆ ବୈଦେଶିକ ସଚିବ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ବର୍ତ୍ତମାନର ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ଏପ୍ରିଲ ୩୦ରେ ଅବସର ଗ୍ରହଣ କରିବେ। ଏହାପରେ ତାଙ୍କ…
ବୁଚା ଗସ୍ତରେ ଜେଲେନ୍ସ୍କି
ବୁଚା,୪।୪: ଏକ ମାସରୁ ଅଧିକ ହେବ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ଜାରି ରଖିଛି। ୟୁକ୍ରେନର ବିଭିନ୍ନ ସହର ଗୁଡ଼ିକ ଉପରେ ରୁଷିଆ ସୈନ୍ୟ ଗୁଳିମାଡ଼ ଓ ମିଶାଇଲ ଆକ୍ରମଣକୁ ଜୋରଦାର କରିଛନ୍ତି। ଇତିମଧ୍ୟରେ ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି…
ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ କଶ୍ମୀର ପଣ୍ଡିତ: ଗୋଟିଏ ଦିନରେ ତୃତୀୟ ଆକ୍ରମଣ
ଶ୍ରୀନଗର,୪।୪: ଜମ୍ମୁ-କଶ୍ମୀରରେ ସୋମବାର ଆତଙ୍କବାଦୀମାନେ ଗୋଟିଏ ପରେ ଗୋଟିଏ ଆକ୍ରମଣ କରିଛନ୍ତି। ଗୋଟିଏ ଦିନରେ ୩ଟି ଆକ୍ରମଣ ଘଟାଇଛନ୍ତି ଆତଙ୍କବାଦୀ। ଇତିମଧ୍ୟରେ ଶୋପିଆନ ଜିଲାରେ ପୁଣି ଜଣେ କଶ୍ମୀର ପଣ୍ଡିତଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରି ତାଙ୍କ ଉପରେ ଉପରେ ଗୁଳିଚଳାଇଛନ୍ତି। ଗୁରୁତର…
ଗୋରଖପୁର ଆକ୍ରମଣରେ ଆହତ ପୋଲିସକର୍ମୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ଗୋରଖପୁରରେ ପହଞ୍ଚିଛନ୍ତି। ଗୋରଖପୁରରେ ପହଞ୍ଚିବା ପରେ ବିଆର୍ଡି ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଯାଇ ଆହତ ପୋଲିସ କର୍ମୀଙ୍କୁ ଭେଟିଛନ୍ତି। ଏଥିସହ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିଛନ୍ତି। ସୂଚନାଯୋଗ୍ୟ, ଗୋରଖନାଥ ମନ୍ଦିର ବାହାରେ ଆତଙ୍କବାଦୀ…
ହିମାଚଳ ପ୍ରଦେଶରେ ସାମିଲ ହେଲା ଭାଗବତ ଗୀତା
ଶିମଲା,୪।୪: ଗୁଜରାଟ ଓ କର୍ନାଟକ ପରେ ଏବେ ହିମାଚଳ ପ୍ରଦେଶରେ ପିଲାଙ୍କ ପାଠପଢ଼ାରେ ସାମିଲ ହୋଇଛି ଭାଗବତ ଗୀତା। ୨୦୨୨-୨୩ ପାଠ୍ୟକ୍ରମରେ ନବମରୁ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ପାଠପଢ଼ାରେ ଭାଗବତ ଗୀତା ସାମିଲ କରିବାକୁ ହିମାଚଳ ପ୍ରଦେଶର ଶିକ୍ଷାବିଭାଗ ଯୋଜନା କରିଛି।…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ହାଇଦ୍ରାବାଦ
ମୁମ୍ବାଇ,୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ସୋମବାର ୧୨ତମ ମ୍ୟାଚରେ ସନ୍ରାଇଜର୍ସ ହାଇଦ୍ରାବଦ ଅଧିନାୟକ କେନ୍ ଓ୍ବିଲିୟମ୍ସନ୍ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ପ୍ରଥମେ ବ୍ୟାଟିଂ କରିବ। ସନରାଇଜର୍ସ ହାଇଦ୍ରାବାଦ: କେନ ୱିଲିୟମସନ (ଅଧିନାୟକ),…
ଗୁଲଜାର ଅହମ୍ମଦ ହେବେ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ,୪।୪: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନ୍ସାଫ(ପିଟିଆଇ)ର କୋର କମିଟିର ପରାମର୍ଶ ଏବଂ ଅନୁମୋଦନ ପରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି…
ଆକ୍ସନ ମୁଡରେ ଯୋଗୀ ସରକାର: ଅରୈଆ ଜିଲାପାଳ ନିଲମ୍ବିତ
ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ଆକ୍ସନ ମୁଡରେ ଅଛନ୍ତି। ବର୍ତ୍ତମାନ ଦୁର୍ନୀତିଖୋର ଅଫିସରଙ୍କ ବିରୋଧରେ ସେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ଦେଖିବାକୁ ମିଳୁଛି। ଇତିମଧ୍ୟରେ ଅରୈୟା ଜିଲାପାଳ ସୁନୀଲ ବର୍ମାଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଲମ୍ବିତ କରିଥିବା ଜଣାପଡ଼ିଛି।…
ଇମ୍ରାନଙ୍କ ଉପରେ ମଙ୍ଗଳବାର ନିଆଯିବ ନିଷ୍ପତ୍ତି
ଇସଲାମାବାଦ୍,୪।୪:ପାକିସ୍ତାନରେ ରାଜନୈତିକ ସଙ୍କଟ ଥମିବାର ନା ଧରୁନି। ନ୍ୟାଶନାଲ୍ ଆସେମ୍ବ୍ଲି ଭଙ୍ଗ ବିରୋଧରେ ବିରୋଧୀଙ୍କ ଆବେଦନ ଉପରେ ପାକିସ୍ତାନର ସୁପ୍ରିମକୋର୍ଟରେ ଶୁଣାଣି ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ସୋମବାର ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି, ଉପବାଚସ୍ପତି କାସିମ ସୁରି ନିଜ ଅଧିକାରଠାରୁ…
ରାଜ୍ୟ ସଭା ଯିବା ନେଇ ମୁହଁ ଖୋଲିଲେ ନୀତିଶ
ପାଟନା,୪।୪: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ମୁଖ୍ୟମନ୍ତ୍ରୀ ପଦ ଛାଡି ରାଜ୍ୟ ସଭାକୁ ଯିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ ଏଭଳି ଖବର ପଢି ଆଶ୍ଚର୍ଯ୍ୟ। ଏମିତି ମିଥ୍ୟା ଖବର କିଏ ଭାଇରାଲ କରୁଛି ତାହା ଜଣାନାହିଁ।…
ଆମ ଆଦମୀ ପାର୍ଟିରେ ଯୋଗ ଦେଲେ ପୂର୍ବତନ ପୋଲିସ କମିଶନର
ନୂଆଦିଲ୍ଲୀ,୪।୪:ବେଙ୍ଗାଲୁରୁର ପୂର୍ବତନ ପୋଲିସ କମିଶନର ଭାସ୍କର ରାଓ ସୋମବାର ଦିଲ୍ଲୀର ଆମ ଆଦମୀ ପାର୍ଟିରେ ଯୋଗ ଦେଇଛନ୍ତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଭାସ୍କର ରାଓଙ୍କୁ ଏଏପି ଦଳର ସଦସ୍ୟତା ପ୍ରଦାନ କରିଥିଲେ। ଏହି ସମୟରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ଏବଂ ଦଳର…
Archives


