ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ଗାଁକୁ ଘାରିଛି ହିଂସା ଭୟ
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବଚାନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳେ ରାଜନୈତିକ ହିଂସାକାଣ୍ଡ, ବୁଥ ଜବରଦଖଲ ଭଳି ଘଟଣା ଦେଖାଯିବା ପରେ ଏବେ ଗାଁକୁ ହିଂସା ଭୟ ଘାରିଛି। ଆହୁରି ୪ଟି ପର୍ଯ୍ୟାୟ ମତଦାନ ବାକି ରହିଛି। ଇତିମଧ୍ୟମରେ ପୋଲିଂ…
ବଦଳିବ ଦେଶର ୧୩ ବିମାନବନ୍ଦରର ନାମ
ଔରଙ୍ଗାବାଦ,୧୭।୨: ଦେଶରେ ବିମାନବନ୍ଦର, ସହର ଓ ଐତିହାସିକ ସ୍ଥାନଗୁଡିକର ନାମ ପରିବର୍ତ୍ତନ କରିବାର ପ୍ରକ୍ରିୟାକୁ ଜୋରଦାର କରାଯାଇଛି। ବର୍ତ୍ତମାନ ଦେଶର ୧୩ଟି ବିମାନବନ୍ଦରର ନାମ ପରିବର୍ତ୍ତନ କରିବାକୁ ମୋଦି ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି ତାଲିକାରେ ମହାରାଷ୍ଟ୍ରର ଔରଙ୍ଗାବାଦ ସହର ମଧ୍ୟ…
ଟ୍ରକ୍ ଚାପରେ ମା’ ମୃତ, ଝିଅ ଆହତ
ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପରଦେଶୀପଡା ୨୬ ନଂ. ଜାତୀୟ ରାଜପଥରେ ଗୁରୁବାର ଏକ ଟ୍ରକ୍ ଚାପରେ ମା’ଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ଆହତ ହୋଇଛନ୍ତି। ମୃତ ମହିଳା ହେଲେ ବାହାଦୁରବଗିଚାପଡାର ରାଜେଶ୍ୱରୀ ଦୀପ (୩୨)। ଖବର ପାଇ…
ଦ୍ୱିତୀୟ ସ୍ଥାନକୁ ଖସିଲା ଖୋର୍ଦ୍ଧା
ଭୁବନେଶ୍ୱର, ୧୭।୨ (ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବା ସହ ନିୟନ୍ତ୍ରଣକୁ ଆସୁଛି। ଏଥିସହ ଦୈନିକ ସଂକ୍ରମଣରେ ସବୁବେଳେ ଶୀର୍ଷରେ ରହୁଥିବା ଖୋର୍ଦ୍ଧା ଜିଲା ଦୀର୍ଘଦିନ ପରେ ଏବେ ଦ୍ୱିତୀୟ ସ୍ଥାନକୁ ଆସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ…
ପାରମ୍ପରିକ ରୀତିନୀତିରେ ବିବାହ କରିବେ ଫରହାନ-ଶିବାନୀ
ମୁମ୍ବାଇ: ବଲିଉଡ ଅଭିନେତା ଫରହାନ ଅଖତର ଓ ଶିବାନୀ ଦାଣ୍ଡେକର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଫେବୃଆରୀ ୧୯ରେ ମହାରାଷ୍ଟ୍ରୀୟ ପାରମ୍ପରିକ ରୀତିନୀତିରେ ଦୁହେଁ ବିବାହ କରିବେ। ଏହାପୂର୍ବରୁ ଅର୍ଥାତ୍ ଫେବୃଆରୀ ୧୭ରେ ଶିବାନୀ ଦାଣ୍ଡେକରଙ୍କ ହଲଦି ସମାରୋହ ଆୟୋଜିତ…
ଅମରିନ୍ଦରଙ୍କୁ ବହିଷ୍କାର କାରଣ କହିଲେ ରାହୁଲ
ଚଣ୍ଡିଗଡ଼,୧୭।୨: ପଞ୍ଜାବ ବିଧାନସଭା ନିର୍ବାଚନ ଫେବୃଆରୀ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନୀ ପ୍ରଚାର ଜୋରଦାରରେ କରାଯାଇଛି। କଂଗ୍ରେସ, ଭାଜପା, ଏଏପି, ଅକାଲୀ ଦଳ ସମେତ ସମସ୍ତ ଦଳ ନିଜର ସମସ୍ତ ଶକ୍ତି ସାମର୍ଥ୍ୟ…
ଦିଲ୍ଲୀ ସୀମାପୁରୀ ଅଞ୍ଚଳରୁ ଏକ ସନ୍ଦିଗ୍ଧ ବ୍ୟାଗ ଜବତ
ନୂଆଦିଲ୍ଲୀ,୧୭।୨: ରାଜଧାନୀ ଦିଲ୍ଲୀ ସ୍ଥିତ ପୁରୁଣା ସୀମାପୁରୀ ଅଞ୍ଚଳରୁ ଗୁରୁବାର ମଧ୍ୟାହ୍ନରେ ସନ୍ଦେହଜନକ ଏକ ବ୍ୟାଗ ଜବତ ହୋଇଛି। ଉକ୍ତ ବ୍ୟାଗରେ ଆଇଇଡି ବିସ୍ଫୋରକ ସାମଗ୍ରୀ ଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ଓ ଏନ୍ଏସ୍ଜି ଟିମ୍ ପହଞ୍ଚି ଛାନଭିନ ଆରମ୍ଭ…
ଫୁଡ୍ ଡେଲିଭରୀ ବୟ ଚରିତ୍ରରେ କମେଡି କିଙ୍ଗ୍ କପିଲ ଶର୍ମା
ମୁମ୍ବାଇ: କମେଡି କିଙ୍ଗ୍ କପିଲ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସିଖବର। ‘କିସ-କିସ କୋ ପ୍ୟାର୍ କରୁଁ’ ଓ ‘ଫିରଙ୍ଗି’ ଭଳି ଫିଲ୍ମରେ କାମ କରିବା ପରେ ଏବେ ତାଙ୍କର ଆଉ ଏକ ନୂଆ ଫିଲ୍ମ ଆସିବାକୁ ଯାଉଛି। ଭେଟେରାନ ଫିଲ୍ମ…
ଆସନ୍ତାକାଲି ହିଜାବ ବିବାଦ ଶୁଣାଣି
ବେଙ୍ଗାଲୁରୁ,୧୭ା୨: ହିଜାବ ବିବାଦ ଉପରେ ଶୁଣାଣି ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ଉପରେ ନିଷେଧାଦେଶ ଜାରି କରାଯାଇଥିବା ଆବେଦନ ଉପରେ କର୍ନାଟକ ହାଇକୋର୍ଟରେ ଶୁଣାଣି କରାଯାଇଥିଲା। ହିଜାବ ବିବାଦ ଉପରେ ଆଡ୍ଭୋକେଟ ବିନୋଦ କୁଲକର୍ଣ୍ଣି ହାଇକୋର୍ଟରେ…
ଭଲ କ୍ୟାପଶନ୍ ଦେଲେ ଘରକୁ ଡକାଇବେ ଅନୁପମ
ମୁମ୍ବାଇ: ବଲିଉଡର ଭେଟେରାନ ଅଭିନେତା ଅନୁପମ ଖେର ତାଙ୍କର ଅନନ୍ୟ ଶୈଳୀ ପାଇଁ ବେଶ୍ ଜଣାଶୁଣା। ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ ରହୁଥିବା ଅନୁପମ ଖେର ପ୍ରାୟ ସମୟରେ ନିଜ ପ୍ରଶଂସକଙ୍କ ପାଇଁ କିଛି ନା କିଛି ଫଟୋ ଓ ଭିଡିଓ…
ଗୁଳି ଚଳାଇଲା ରୁଷିଆ ସେନା
କ୍ୱିଭ୍,୧୭ା୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆଭ୍ୟନ୍ତରୀଣ ପରିସ୍ଥିତି ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ପୂର୍ବ ୟୁକ୍ରେନରେ ରୁଷିଆ ସେନା ଏକ ଗାଁରେ ଗୁଳି ଚଳାଇଥିବା ୟୁକ୍ରେନ କହିଛି। ଯେଉଁଥିରେ ଏକ ଶିଶୁ ଉଦ୍ୟାନକୁ ଟାର୍ଗେଟ କରାଯାଇଥିଲା। ଏହି ଆକ୍ରମଣରେ କେହି…
ୟୁକ୍ରେନରେ ଫସିରହିଥିବା ୧୮ହଜାର ଭାରତୀୟଙ୍କୁ ଫେରାଇ ଆଣିବାକୁ ଅଣ୍ଟା ଭିଡ଼ିଲେ ସରକାର: ବିମାନ ଉଡାଣ ଉପରୁ ହଟାଇଲେ ପ୍ରତିବନ୍ଧକ
ନୂଆଦିଲ୍ଲୀ,୧୭।୨: ରୁଷ ଓ ୟୁକ୍ରେନ ମଧ୍ୟରେ ଲାଗିରହିଥିବା ବିବାଦ ଭାରତର ଚିନ୍ତା ବଢ଼ାଇ ଦେଇଛି। ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କ ସୁରକ୍ଷାକୁ ନେଇ ଭାରତରେ ଥିବା ସେମାନଙ୍କ ପରିବାରର ଏବେ ଚିନ୍ତିତ ଅଛନ୍ତି। ଯେଉଁଥିପାଇଁ ସରକାର ଏବେ ଏକ ବଡ଼ ପଦକ୍ଷେପ…
Archives


