ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା, ଗଣିବାକୁ ଦରକାର ପଡ଼ିଲା ମେଶିନ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଭିଜିଲାନ୍ସ ଇତିହାସରେ ରେକର୍ଡ। ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା ପାଲଟି ଯାଇଛନ୍ତି। କାକଟପୁର ଚାରିଛକରେ କାର୍ଯ୍ୟରତ ଡାକ୍ତର ସୁକାନ୍ତ ଜେନା ଗିରଫ ହୋଇଛନ୍ତି। ଲାଞ୍ଚ ନେବା ବେଳେ ଧରାପଡ଼ିବା ପରେ ଡାକ୍ତରଙ୍କ କଳାଟଙ୍କାର ଗୁମର ଫିଟିଛି। ଭୁବନେଶ୍ୱର…
ଖୋଲୁଛି ରସିକିଆ ନକଲି ଡାକ୍ତରଙ୍କ ଗୁମର
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ଏମବିବିଏସ୍ ନୁହଁ ବରଂ ଏହି ରସିକିଆ ଡାକ୍ତର ମାଟ୍ରିକ ଫେଲ୍ ହୋଇଥିବା ତଦନ୍ତ ବେଳେ ଜାଣିବାକୁ ପାଇଛି ପୋଲିସ। ରମେଶଙ୍କ ସମ୍ପର୍କୀୟଙ୍କୁ ପଚରାଉଚରା ପରେ ଏ…
ଗାଁରେ ପଶିଲା ଦନ୍ତା
ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଗପୋ ଗାଁରେ ଏକ ଦନ୍ତାହାତୀକୁ ଆଜି ସକାଳୁ ଦେଖିବାକୁ ମିଳିଛି। ଶିମିଳିପାଳରୁ ଏକ ହାତୀ ମୟୂରଭଞ୍ଜ ମଧ୍ୟ ଦେଇ ଜଳେଶ୍ୱର ମଧ୍ୟକୁ ପଶିଛି। ଖାଦ୍ୟ ପାଇଁ ହାତୀଟି ଗାଁ ଭିତରକୁ ପଶିଛି ବୋଲି…
ଜୟଦେବ ବିହାର ଓଭର ବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଲେ ଯୁବକ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀର ଜୟଦେବ ବିହାର କଳିଙ୍ଗ ଷ୍ଟାଡିୟମ ଗେଟ୍ ସମ୍ମୁଖ ଓଭରବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଲେ ଜଣେ ଯୁବକ। ଓଭର ବ୍ରିଜ୍ ଉପରେ ବାଇକ ଥିବାବେଳେ ତଳେ ସେ ତଳକୁ ଖସି ପଡ଼ିଥିଲେ। ଯୁବକ ଜଣଙ୍କ ରସୁଲଗଡ ପଟୁ ବରମୁଣ୍ଡା…
ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ
ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, କରୁଆ ପଞ୍ଚାୟତର ୫ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର ପ୍ରାର୍ଥୀ ବୃନ୍ଦାବନ ଦାସ ବୁଧବାର ବିଳମ୍ବିତ ରାତିରେ…
ମାଓବାଦୀ ଭୟ: ସ୍ଥାନାନ୍ତର ହେଲା ୩ ବୁଥ୍
ମାଲକାନଗିରି, ୧୭।୨(ଡି.ଏନ.ଏ.): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାକୁ ଦୃଷ୍ଟିରେ ରଖି ମାଓବାଦୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୁରକ୍ଷା ଦୃଷ୍ଟିକୋଣରୁ ମାଲକାନଗିରି ଜିଲାର କରୁକୋଣ୍ଡା ବ୍ଲକର ୩ଟି…
ବୁଥ୍ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ
ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି ପୋଲିସ। ଏଥିରେ ଧର୍ମଶାଳା ବ୍ଲକର ଦେଓଦା ବୁଥ୍ ନମ୍ବର ୬ ଓ ୭ ବୁଥ୍…
ପଞ୍ଚଭୂତରେ ବିଲୀନ ବାପି ଦା’
କିମ୍ବଦନ୍ତୀ ସଜ୍ଞୀତଜ୍ଞ ବାପି ଲାହିରୀଙ୍କୁ ତାଙ୍କ ପ୍ରିୟଜନଙ୍କ ଉପସ୍ଥିତିରେ ମୁମ୍ବାଇର ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯାଇଛି। ତାଙ୍କ ପୁଅ ବପ୍ପା ଲାହିରୀ ବାପାଙ୍କୁ ମୁଖାଗ୍ନି ଦେଇଥିଲେ। ଅଭିନେତ୍ରୀ ବିଦ୍ୟା ବାଲାନ, ଭୂଷଣ କୁମାର, ଶକ୍ତି କପୁର, ସୁନୀଲ ପାଲ, ଶାନ,…
ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି
ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ ସଟର ତାଡ଼ି କାନ୍ଥ ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ।…
ଅନ୍ଲାଇନ୍ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ
କେନ୍ଦୁଝର,୧୭ା୨(ସ୍ବ.ପ୍ର.): ଅନ୍ଲାଇନ୍ ପରୀକ୍ଷା ଦାବିରେ ଗୁରୁବାର ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତତିନି ଶେଷବର୍ଷ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଛନ୍ତି। ପରେ ଅଧ୍ୟକ୍ଷ ନରେନ୍ଦ୍ର ସାହୁ ଓ ଅନ୍ୟ ଅଧ୍ୟାପକମାନେ ଆସି ବୁଝାଶୁଝା କରିଥିଲେ। ଅନ୍ଲାଇନ୍ରେ ପାଠପଢ଼ା…
ମୁଁ କଂଗ୍ରେସ ଛାଡୁନି, ଯଦି କେହି ଧକ୍କା ଦେଇ ବିଦା କରିବ ତେବେ…
ନୂଆଦିଲ୍ଲୀ,୧୭।୨: କଂଗ୍ରେସ ନେତା ମନୀଷ ତିୱାରୀ କଂଗ୍ରେସ ଛାଡିବା ନେଇ ହେଉଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଭାଜପାରେ ଯୋଗଦେବେ କି ନାହିଁ ବୋଲି ପଚରାଯିବାରୁ ସେ ସ୍ପଷ୍ଟ ଭାବେ କହିଛନ୍ତି, ସେ କଂଗ୍ରେସ ଦଳ ଛାଡୁ ନାହାଁନ୍ତି, କିନ୍ତୁ ଯଦି…
ଚାରି ଦିନ ମଧ୍ୟରେ ତୃତୀୟ ଥର ପଞ୍ଜାବ ଗସ୍ତ କରିଛନ୍ତି ମୋଦି
ଚଣ୍ଡିଗଡ଼,୧୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପଞ୍ଜାବ ଗସ୍ତ କରିଛନ୍ତି । ୪ ଦିନ ମଧ୍ୟରେ ତୃତୀୟଥର ଲାଗି ସେ ପଞ୍ଜାବ ଗସ୍ତ କରିଛନ୍ତି । ଅବୋହରରେ ମୋଦି ଏକ ଜନସଭାକୁ ଉଦବୋଧନ ଦେବା ଅବସରରେ କଂଗ୍ରେସ ଉପରେ ଖୁବ୍…
Archives


