Home

୯୪ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୭।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ରାଜ୍ୟରେ ବଢ଼ିଚାଲିଛି କରୋନା, ଆଜି ୬୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୩୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୨ ଜଣ ଚିହ୍ନଟ ହୋଇଥିବା…

ମାନସିକସ୍ଥିତି ହରାଇ ଶିକୁଳିରେ ବିତୁଛି ଜୀବନ

କୁଜଙ୍ଗ,୨୭ା୬(ଡି.ଏନ୍‌.ଏ.): ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମାନସିକ ସ୍ଥିତି ହରାଇବା ପରେ ବାରମ୍ବାର ଆତ୍ମହତ୍ୟା ଉଦ୍ୟମ କରିବାରୁ ଓ ଘର ଛାଡି ପଳାଇବାକୁ ଉଦ୍ୟମ କରିବାକୁ ଜଣେ ଯୁବକଙ୍କୁ ମା’ ବାପା ଶିକୁଳିରେ ବାଧ୍ୟିବାକୁ ବାଧ୍ୟ ହୋଇଛନ୍ତି। ଅର୍ଥ ଅଭାବକରୁ ତାଙ୍କ ଚିକିତ୍ସା…

ରାସ୍ତା କାର୍ଯ୍ୟ ନିମ୍ନମାନର ଅଭିଯୋଗ

ବରୀ,୨୭ା୬(ଡି.ଏନ.ଏ.): ଭୌଗୋଳିକ ଦୃଷ୍ଟିକୋଣରୁ ବରୀ ବ୍ଲକ୍‌କୁ ଦୁଇ ଭାଗ କରିଛି ବ୍ରାହ୍ମଣୀ ନଦୀ। ଏହି ନଦୀର ବାମପାର୍ଶ୍ୱରେ ୧୬ଟି ପଞ୍ଚାୟତ ସହିତ ବରୀ ରାମଚନ୍ଦ୍ରପୁର ଥାନା, ତହସିଲ, ବ୍ଲକ୍‌, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଦମକଳ କେନ୍ଦ୍ର ଓ କଲେଜ ରହିଛି। ଫଳରେ ବିଭିନ୍ନ…

ଓଭରଲୋଡିଂରେ ଲଘୁ ଖଣିଜ ଲୁଟ୍‌

ଯାଜପୁର ଅଫିସ,୨୭ା୬: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଆଇନଗତ ଅଧିକାର ନ ଥାଇ ବିଭିନ୍ନ ଲଘୁ ଖଣିଜ ଦ୍ରବ୍ୟ ବ୍ୟବହାର କରାଯାଉଛି। ଏଥିରେ ସମ୍ପୃକ୍ତ ଠିକାସଂସ୍ଥା ଓଡ଼ିଶା ମାଇନର ମିନେରାଲ୍ସ କନ୍‌ସେସନ(ଓଏମ୍‌ଏମ୍‌ସିଆର୍‌)ରୁଲ୍ସ-୨୦୧୬…

ଜିଲାପାଳଙ୍କ ନାଁରେ ଜାଲ୍‌ ଆକାଉଣ୍ଟ

କଟକ ଅଫିସ,୨୭ା୬: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ସାଧାରଣ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସେମାନେ ଛାଡୁନାହାନ୍ତି। ବିଶେଷକରି ସୋସିଆଲ ମିଡିଆରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଲୋକଙ୍କଠାରୁ ଟଙ୍କା ଆଦାୟ ଓ ତଥ୍ୟ…

ରାଷ୍ଟ୍ରପତି ନିର୍ବାଚନ: ଯଶୱନ୍ତ ସିହ୍ନା କରିବେ ନାମାଙ୍କନ ଦାଖଲ…

ନୂଆଦିଲ୍ଲୀ, ୨୭।୬ : ରାଷ୍ଟ୍ରପତି ର୍ନିବାଚନ ପାଇଁ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନା ତାଙ୍କ ନାମାଙ୍କନପତ୍ର ଦାଖଲ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ଦାଖଲ କରିବେ। ଏହି ଅବସରରେ ବିରୋଧୀ ନିଜର ଶକ୍ତି ପ୍ରଦର୍ଶନ କରିବାକୁ ଚେଷ୍ଟା କରିବେ। ଜୁନ୨୪ ରେ…

ବସ୍‌ ଧର୍ମଘଟ ନେଇ ଆଜି ଘୋଷଣା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ୧୦ ଦଫା ଦାବି ନେଇ ଆସନ୍ତା ୧ରୁ ଘରୋଇ ବସ୍‌ ମାଲିକ ସଂଘ ଧର୍ମଘଟ ଡାକରା ଦେଇଛନ୍ତି। ତେବେ ସେହିଦିନ ରଥଯାତ୍ରା ଥିବାରୁ ଧର୍ମଘଟ ହେଲେ ପରିସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି। ତେଣୁ ଘରୋଇ ବସ୍‌ ମାଲିକ ସଂଘ ସହ…

ଥାନାଧିକାରୀ, ଡିସିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

କଟକ ସଦର,୨୭ା୬(ଡି.ଏନ୍‌.ଏ.): ପୋଲିସଠାରୁ ନ୍ୟାୟ ନ ପାଇ କଟକ ଜିଲା କିଶନନଗର ଥାନା ପରିସରରେ ଗତ ଗୁରୁବାର ସ୍ଥାନୀୟ ସାଇକୋରୁଆ ଗ୍ରାମର ଗୁଣନିଧି ବିଶୋୟୀ ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ସଙ୍କଟାପନ୍ନ ଅବସ୍ଥାରେ କଟକ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି…

ରିସୋର୍ଟ ରାଜନୀତି, ଜୁନ ୩୦ ପର୍ଯ୍ୟନ୍ତ ହୋଟେଲରେ ପ୍ରବେଶ ନିଷେଧ…

ଗୁଆହାଟୀ, ୨୭।୬ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଗୁଆହାଟୀରେ ରାଡିସନ ବ୍ଲୁ ହୋଟେଲ ବୁକିଂ ଜୁନ ୩୦ ପର୍ଯ୍ୟନ୍ତ ବୃଦ୍ଧିୀ କରାଯାଇଛି। ଯେଉଁଠାରେ ଏକନାଥ ସିନ୍ଧେ ଏବଂ ତାଙ୍କ ଦଳର ବିଧାୟକମାନେ ଏଠାରେ ରହି ରିସୋର୍ଟ ରାଜନୀତକୁ ନୂତନ ରୂପ…

ଆଇପିଏସ୍‌ ଅଫିସର ବସନ୍ତ ରଥଙ୍କ ଇସ୍ତଫା

ଶ୍ରୀନଗର ,୨୭।୬: ନିର୍ବାଚନୀ ରାଜନୀତିରେ ଯୋଗଦେବା ଲାଗି ଓଡ଼ିଶା ଜନ୍ମିତ ୨୦୦୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ବସନ୍ତ କୁମାର ରଥ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟ ସଚିବଙ୍କୁ ଦେଇଛନ୍ତି। ଆଇଜି ପାହ୍ୟାର ଅଧିକାରୀ ବସନ୍ତଙ୍କ…

୪ ରାଜ୍ୟ ମଧ୍ୟରେ ଓଡ଼ିଆ ଛାତ୍ର ଟପ୍ପର

ବିଞ୍ଝାରପୁର,୨୭ା୬(ଡି.ଏନ୍‌.ଏ.): ସାଧାରଣ ଆଇନ ପ୍ରବେଶିକା ପରୀକ୍ଷା (ସିଏଲ୍‌ଏଟି) ୨୦୨୨ରେ ଓଡ଼ିଆ ଛାତ୍ର ଅନମୋଲ ସାଇ ଓଡ଼ିଶାର ଟେକ ରଖିଛନ୍ତି। ସେ ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାର ଆଦି ୪ ରାଜ୍ୟରେ ଟପ୍ପର ହୋଇଥିବାବେଳେ ଜାତୀୟ ସ୍ତରରେ ୩୯ ର଼୍ୟାଙ୍କରେ ରହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?