Home

କଶ୍ମୀର ବିଶ୍ୱବିଦ୍ୟାଳୟରେ ପ୍ରଥମ ମହିଳା କୁଳପତି

ଶ୍ରୀନଗର,୧୯।୫: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଗୁରୁବାର ହୋମ୍‌ ସାଇନ୍ସ ବିଭାଗର ପ୍ରୋଫେସର ଡା. ନିଲୋଫର ଖାନ୍‌ଙ୍କୁ କଶ୍ମୀର ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତି କରିଛନ୍ତି। ଏହାପରେ ସେ କଶ୍ମୀର ବିଶ୍ୱବିଦ୍ୟାଳୟର ପ୍ରଥମ ମହିଳା କୁଳପତି ହୋଇଛନ୍ତି। ଭୂ-ତତ୍ତ୍ୱବିତ୍‌ ପ୍ରଫେସର…

ମୁହଁ ଘୋଡ଼ାଇ ନ୍ୟୁଜ୍‌ ପଢ଼ିବେ ମହିଳା ଉପସ୍ଥାପିକା

କାବୁଲ,୧୯।୫: ଆଫଗାନିସ୍ତାନରେ ଏବେ ତାଲିବାନୀ ଶାସନ ଚାଲିଛି। ଦିନକୁ ଦିନ ତାଲିବାନ ସରକାରଙ୍କ କ୍ରୁରତା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ବର୍ତ୍ତମାନ ଆଫଗାନିସ୍ତାନରେ ସମସ୍ତ ଟିଭି ଚ୍ୟାନେଲର ମହିଳା ଉପସ୍ଥାପିକା କାର୍ଯ୍ୟକ୍ରମ ପ୍ରସାରଣ କଲା ବେଳେ ନିଜ ମୁହଁକୁ ଘୋଡ଼ାଇ ରଖିବେ। ତାଲିବାନ…

ଟ୍ରମ୍ପ୍‌ଙ୍କୁ ଭୋଟ ଦେବେ ମସ୍କ

ଓ୍ବାଶିଂଟନ୍‌, ୧୯ା୫: ଟୁଇଟର ଡିଲ୍‌କୁ ନେଇ ଚର୍ଚ୍ଚାରେ ଥିବା ଏଲନ୍‌ ମସ୍କ ଏବେ ଆମେରିକାର ଶାସକ ଦଳ ଡେମୋକ୍ରାଟିକ୍‌ ପାର୍ଟିକୁ ସମାଲୋଚନା କରିଛନ୍ତି। ଏଣିକି ସେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦଳ ରିପବ୍ଲିକାନ୍‌କୁ ଭୋଟ ଦେବେ ବୋଲି ଟୁଇଟ୍‌ କରିଛନ୍ତି।…

୫ବର୍ଷ ଧରି ଜେଲେନ୍‌ସ୍କିଙ୍କୁ ଡେଟ୍‌ କରୁଛନ୍ତି ପୁଟିନ୍‌ଙ୍କ ଲଳନା

ମସ୍କୋ, ୧୯ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସାନ ଝିଅ କ୍ୟାଟେରିନା ଟିଖୋନୋଭାଙ୍କ ନୂଆ ପ୍ରେମିକଙ୍କ ନାଁ ଏବେ ଚର୍ଚ୍ଚାରେ। ଏହି ରୁଷୀୟ ବାଲେଟ୍‌ ଡ୍ୟାନ୍ସର ତଥା ନିର୍ଦ୍ଦେଶକଙ୍କ ନାମ ଆଇଗୋର୍‌ ଜେଲେନ୍‌ସ୍କି ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ରୁଷିଆ ଆକ୍ରମଣ…

ରିଙ୍ଗ୍‌ରେ ବକ୍ସିଂ ଷ୍ଟାରଙ୍କ ଜୀବନ ନେଲା ହୃଦ୍‌ଘାତ

ମୁମ୍ବାଇ,୧୯।୫: ବକ୍ସିଂ ଜଗତ ଗୁରୁବାର ଆଉ ଜଣେ ଷ୍ଟାରଙ୍କୁ ହରାଇଛି। କ୍ୟାରିୟରରେ ଅପରାଜିତ ଥିବା ଜର୍ମାନ ଚାମ୍ପିୟନ ମୁସା ୟାମାକ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ମ୍ୟୁନିକ୍‌ଠାରେ ଶନିବାର ଉଗାଣ୍ଡାର ହାମଜା ଓ୍ବାଣ୍ଡେରାଙ୍କ ବିପକ୍ଷ ମ୍ୟାଚ୍‌ ବେଳେ ୩୮ ବାର୍ଷୀୟ ବକ୍ସର ରିଙ୍ଗ୍‌ରେ…

୨୪ରେ ଜାପାନ ଯିବେ ମୋଦି

ନୂଆଦିଲ୍ଲୀ/ଟୋକିଓ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୪ରେ ଜାପାନ ଗସ୍ତ କରିବେ। ଏହି ଅବସରରେ ଭାରତ, ଆମେରିକା, ଜାପାନ, ଅଷ୍ଟ୍ରେଲିଆ ଦେଶକୁ ନେଇ ଗଠିତ ହୋଇଥିବା ୪ର୍ଥ କ୍ୱାଡ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ଏହି ସମୟରେ ସେ ଆମେରିକା ରାଷ୍ଟ୍ରପତି ଜୋ…

ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୫: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଏହି ବୈଠକରେ ଦୁଇ ନେତା ଜାତୀୟ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା କରିଥିଲେ। ପଞ୍ଜାବରେ ଆଭ୍ୟନ୍ତରୀଣ ସୁରକ୍ଷା ପାଇଁ ବୁଧବାର କେନ୍ଦ୍ର ଆମକୁ ୧୦ଟି ପାରାମିଲିଟାରୀ ଫୋର୍ସ…

‘କଂଗ୍ରେସ ଏବେ ଭାଇ-ଭଉଣୀ ଦଳ ହୋଇ ରହିଯାଇଛି’

ମୁମ୍ବାଇ,୧୯।୫: ଭାରତୀୟ ଜନତା ପାର୍ଟିର ସଭାପତି ଜେପି ନଡା ଗୁରୁବାର କଂଗ୍ରେସକୁ ପୁଣି ଟାର୍ଗେଟ କରିଛନ୍ତି। ଗଣତାନ୍ତ୍ରିକ ଶାସନରେ ବଂଶବାଦୀ ରାଜନୈତିକ ଦଳ ବିପଦ ଉପରେ ଆୟୋଜିତ ଏକ ଜାତୀୟ ସେମିନାରକୁ ସମ୍ବୋଧିତ କରି ସେ କହିଥିଲେ, କଂଗ୍ରେସ ଏବେ ଏକ…

ସୁନିତାଙ୍କ ପ୍ରେମରେ ଏମିତି ପଡ଼ିଥିଲେ ଅନିଲ କପୁର

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅନିଲ କପୁର କେବଳ ଜଣେ ଫିଟ୍‌ ଅଭିନେତା ନୁହନ୍ତି, ଜଣେ ଭଲ ପିତା ଏବଂ ସ୍ବାମୀ ମଧ୍ୟ। ଆଜି ଅର୍ଥାତ୍‌ ୧୯୮୪ ମେ’ ୧୯ରେ ଅନିଲ କପୁର ସୁନିତାଙ୍କୁ ବିବାହ କରିଥିଲେ। ଆଜି ଏହି ସୁପରହିଟ୍‌ ଦମ୍ପତି…

ଡୋର୍‌ ଟୁ ଡୋର୍‌ ରାଶନ ବିତରଣ ଯୋଜନା ରଦ୍ଦ କଲେ ହାଇକୋର୍ଟ

ନୂଆଦିଲ୍ଲୀ,୧୯।୫: ଦିଲ୍ଲୀ ହାଇକୋର୍ଟରୁ ଅରବିନ୍ଦ କେଜ୍‌ରିୱାଲ ସରକାରଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଦିଲ୍ଲୀ ସରକାରଙ୍କ ଡୋର୍‌ ଟୁ ଡୋର୍‌ ରାଶନ ବିତରଣ ଯୋଜନାକୁ କୋର୍ଟ ରଦ୍ଦ କରିଛନ୍ତି। କାର୍ଯ୍ୟକାରୀ ପ୍ରଧାନ ବିଚାରପତି ବିପିନ ସାଂଘି ଏବଂ ଜଷ୍ଟିସ ଜସ୍ମିନ ସିଂ…

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସିଦ୍ଧୁଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆସିଲାବେଳେ ସିଦ୍ଧୁ ଏକ ହାତୀ ଉପରେ…

ସ୍କୁଲରେ ଫୁଟିଲା ଗୁଳି, ଜଣେ ଛାତ୍ରୀ ଆହତ

ବର୍ଲିନ,୧୯ା୫: ଜର୍ମାନୀର ଏକ ସ୍କୁଲରେ ଗୁଳି ଫୁଟିଛି। ଉତ୍ତର ଜର୍ମାନୀର ଏକ ସ୍କୁଲରେ ଗୁଳି ଫୁଟିବାରୁ ଜଣେ ଛାତ୍ରୀ ଆହତ ହୋଇଛନ୍ତି। ଏଥିସହ ପୋଲିସ ଟିମ୍‌ ଅଭିଯୁକ୍ତଙ୍କୁ ସେମାନଙ୍କ ହେପାଜତକୁ ନେଇଛି। ଆହତ ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଅଭିଯୁକ୍ତମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri