Home

ଲୋକଙ୍କ ପେଟରେ ଦାନା ନାହିଁ, ଶ୍ରୀଲଙ୍କାରେ ୩୬ ଘଣ୍ଟିଆ ଲକ୍‌ଡାଉନ୍‌-କର୍ଫ୍ୟୁ ଜାରି…

କଲମ୍ବୋ, ୨।୪ : ଶ୍ରୀଲଙ୍କାରେ ଧୀରେଧୀରେ ସଙ୍କଟ ଘନେଇବାରେ ଲାଗିଛି। ଲୋକଙ୍କ ପେଟରେ ଦାନା ନଥିବାବେଳେ ଭୋକିଲାଙ୍କ ମଧ୍ୟରେ ଦେଖାଦେଉଥିବା ପ୍ରଦର୍ଶନ ଏବହ ଆନ୍ଦୋଳନ ଭାବନାକୁ ଦୃଷ୍ଟିରେ ରଖି ସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ଶ୍ରୀଲଙ୍କାରେ ୩୬ ଘଣ୍ଟିଆ ଲକ୍‌ଡାଉନ୍‌ ଏବଂ…

ଡିସିି ପାଇଁ ବିଜୟ ଲକ୍ଷ୍ୟ ୧୭୨ …

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଗୁଜୁରାଟ ଟାଇଟନ୍ସ(ଜିଟି) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଡିସିର…

କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଲେ ବିଧାୟକ ମୋହନ ମାଝି

କେନ୍ଦୁଝର,୨ା୪(ସ୍ବ.ପ୍ର.): କେନ୍ଦୁଝର ସଦର ବିଧାୟକ ମୋହନ ମାଝି କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଶନିବାର ଦିଲ୍ଲୀରେ ଭେଟି କେନ୍ଦୁଝର ରେଳପଥର ବିଭିନ୍ନ ସମସ୍ୟା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି। ସମସ୍ତ ସମସ୍ୟା ମଧ୍ୟରେ କେନ୍ଦୁଝର ଦେଇ ଭୁବନେଶ୍ବର- ଦିଲ୍ଲୀ ରେଳ ଚଳାଚଳକୁ ଅଗ୍ରାଧିକାର ଦେବା…

ଚାଇନାରେ କରୋନା ଅଣାୟତ୍ତ, ମାତାପିତାଙ୍କଠାରୁ ପିଲାଙ୍କୁ ଅଲଗା କରୁଛନ୍ତି ସରକାର…

ବେଜିଂ, ୨।୪ : ଚାଇନାକୁ ପୁଣି ୨ ବର୍ଷ ପରେ କରୋନା ଫେରିଛି। ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣ ବଢୁଥିବାରୁ ସରକାର ଦେଶର ବହୁ ସହରରେ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମ ଥର ପାଇଁ ଚାଇନାର…

ଶେଷ ହେବ ଇମ୍ରାନଙ୍କ ଗେମ୍‌!

ଇସଲାମାବାଦ,୨ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢୁଛି। ତାଙ୍କ ବିପକ୍ଷରେ ଅନେକ ବିରୋଧୀ ବାହାରୁଛନ୍ତି। ବର୍ତ୍ତମାନ ସଂସଦରେ ଇମ୍ରାନଙ୍କ ନମ୍ବର ଗେମ୍‌ ଶେଷ ହେବାର ଆଶଙ୍କା ରହିଛି। ରବିବାର ପ୍ରମୁଖ ସହଯୋଗୀମାନେ ତାଙ୍କ ହାତ ଛାଡ଼ି…

୨୩ ରନ୍‌ରେ ଏମ୍‌ଆଇ ପରାଜିତ…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ରନ୍‌ରେ ପରାଜିତ ହୋଇଛି। ଏମ୍‌ଆଇ ୮ ଓ୍ବିକେଟ ହରାଇ ନିର୍ଦ୍ଧାରିତ ୨୦ ଓଭରରେ ୧୭୦ ରନ୍‌ କରିବାକୁ ସକ୍ଷମ ହୋଇଛି। ଏମ୍‌ଆଇ ଟସ…

ହଟ୍‌ ଲୁକ୍‌ରେ ପଲକ

ମୁମ୍ବାଇ: ଅଭିନେତ୍ରୀ ପଲକ ତିଓ୍ବାରୀ ଇନ୍‌ଷ୍ଟାଗ୍ରାମରେ ନିଜର ବୋଲ୍ଡ ଫଟୋ ଶୁଟ୍‌ର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଥାଇର ହାଇ ସ୍ଲିଟ ଡ୍ରେସ୍‌ ପିନ୍ଧି ପୋଜ କରୁଥିବା ଦେଖିବାକୁ ମିଳିଛି। ଭିଡିଓରେ ପ୍ଲକ ଏକ ସିଲଭର କଲରର ଗାଉନ…

ଟସ୍‌ ଜିତିଲା ଡିସି, ପ୍ରଥମେ ବୋଲିଂ…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଗୁଜୁରାଟ ଟାଇଟନ୍ସ(ଜିଟି) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଡିସିର…

ଆସନ୍ତା ୫ ବର୍ଷରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ…

ନୂଆଦିଲ୍ଲୀ, ୨।୪ : ଆସନ୍ତା ୪ରୁ ୫ ବର୍ଷ ମଧ୍ୟରେ ଦେଶରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ। ଅଷ୍ଟ୍ରେଲିଆ ସହିତ ବାଣିଜ୍ୟ ବୁଝାମଣା ଦ୍ୱାରା ଦ୍ୱିପାକ୍ଷିକ କାରବାର ସାମ୍ପ୍ରତିକ ୨୭ ଶହ କୋଟି ଡଲାରରୁ ବୃଦ୍ଧି ପାଇ ୪୫ରୁ ୫୦…

କ୍ରାଇମବ୍ରାଞ୍ଚକୁ ମିଳିଲା ଶର୍ମିଷ୍ଠାଙ୍କ ଫୋନ୍‌, ବାହାରିବ ଆଉ କିଛି ସତ

ଭୁବନେଶ୍ୱର,୨ା୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ଘଟଣାରେ ଆଉ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଶନିବାର ରିମାଣ୍ଡର ପଞ୍ଚମ ଦିନରେ ଅଭିଯୁକ୍ତ ତଥା ପୂର୍ବତନ ଓଆଇଏସ୍‌ ଅଫିସର ନିରଞ୍ଜନ ସେଠୀ କିଛି ନୂଆ ତଥ୍ୟ କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି।…

ଥାମ୍ପିଙ୍କ ଗୋଟିଏ ଓଭରରେ ୨୬ ରନ୍‌

ମୁମ୍ବାଇ,୨।୪: ଡିୱାଇ ପାଟିଲ ଷ୍ଟାଡିୟମରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ- ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ୍‌ ଜାରି ରହିଛି। ଏଥିରେ ଧୂଆଁଧାର ବ୍ୟାଟିଂ କରି ଚର୍ଚ୍ଚାରେ ଅଛନ୍ତି ଜୋସ୍‌ ବଟ୍‌ଲର। ସେ ୬୬ ବଲ୍‌ରେ ନିଜର ଶତକ ପୂରଣ କରିଛନ୍ତି। ଏଥିରେ ତାଙ୍କର…

ବିବାହକୁ ୩ ଦିନ ପୂରିନି, ୩ ସନ୍ତାନର ପିତାଙ୍କ ସହ ଫେରାର ହୋଇଗଲେ ନବବଧୂ

ପାଟଣା,୨ା୪: ବିବାହର ତିନି ଦିନ ପରେ ଜଣେ ନବବଧୂ ୩ ସନ୍ତାନର ପିତା ଅର୍ଥାତ ତାଙ୍କ ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏମିତି ଘଟଣା ଘଟିଛି ବିହାରର ଜମୁଇଠାରେ। ଜିଲାର ଲକ୍ଷ୍ମୀପୁର ନିବାସୀ ୨୦ ବର୍ଷୀୟା ଯୁବତୀଙ୍କ ବାପା ଏକ ଅପହରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri