Home

ପରପାରିରେ ଲୋକପ୍ରିୟ ଅଭିନେତା ଖାଲିଦ

ମାଲାୟାଲମ ସିନେମାଜଗତର ଲୋକପ୍ରିୟ ଅଭିନେତା ବିପି ଖାଲିଦଙ୍କର ପରଲୋକ ଘଟିଛି। ସେ ଏକ ଫିଲ୍ମର ଶୁଟିଂ କରୁଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା।…

ଆଖି ବୁଜିଲେ ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି

କଟକ ସଦର,୨୪।୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ କିଶନନଗର ଥାନା ପରିସରରେ ଦେହରେ ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ମୃତ୍ୟୁ। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଇଷାଣୀ ବରମପୁରର ଗୁଣନିଧି ବିଷୋୟୀ।…

ମହାରାଷ୍ଟ୍ର ରାଜନୈତିକ ସଙ୍କଟ: ସନ୍ଧ୍ୟା ସାଢ଼େ ୬ଟାରେ ମାତୋଶ୍ରୀରେ ବସିବ ବଡ଼ ବୈଠକ

ମୁମ୍ବାଇ,୨୪।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟରେ ଏବେ ଚେକ୍‌ ମ୍ୟାଟର ଖେଳ ଜାରି ରହିଛି। ଗୋଟିଏ ପଟେ ବିଦ୍ରୋହୀ ନେତା ଏକନାଥ ସିନ୍ଦେଙ୍କ ଦଳ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। ଅନ୍ୟପଟେ ଶିବସେନା ବିଧାୟକମାନେ ଜଣେ ପରେ ଜଣେ ଉଦ୍ଧବ ଠାକେରଙ୍କଠାରୁ ଅଲଗା…

ବ୍ରିଟେନ ରୟାଲ ସୋସାଇଟିର ସଦସ୍ୟ ହେଲେ ଦେବ ଆରିଷ୍ଟୋଟଲ

ଲଣ୍ଡନ,୨୪।୬: ପ୍ରସିଦ୍ଧ ବୈଜ୍ଞାନିକ ତଥା ଆଧୁନିକ ଆଇନଷ୍ଟାଇନ ଭାବେ ଜଣାଶୁଣା ଦେବ ଆରିଷ୍ଟୋଟଲ ପଞ୍ଚାରିଆଙ୍କୁ ବ୍ରିଟେନର ରୟାଲ ସୋସାଇଟି ଦ୍ୱାରା ମୁଖ୍ୟ ରାଜ ପରିଷଦର ସଦସ୍ୟ ଭାବରେ ମନୋନୀତ କରାଯାଇଛି। ଆଗାମୀ ନିର୍ବାଚନରେ ତାଙ୍କୁ କାଉନସିଲରେ ସାମିଲ କରାଯାଇଛି। ଦେବଙ୍କ ଏହି…

ସରକାରୀ ସ୍କୁଲରେ ପିଲାଙ୍କୁ ସପ୍ତାହକୁ ମିଳିବ ୨ଥର କ୍ଷୀର

ଜୟପୁର,୨୪।୬: ସ୍କୁଲ ପିଲାଙ୍କ ପାଇଁ ରାଜସ୍ଥାନ ସରକାର ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ସ୍କୁଲର ପିଲାଙ୍କୁ ସପ୍ତାହକୁ ୨ଥର କ୍ଷୀର ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ପୂର୍ବରୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବଜେଟରେ ଘୋଷଣା…

ମୁଖ୍ୟମନ୍ତ୍ରୀ ପଦ-କ୍ଷମତା ଲୋଭ ନାହିଁ, କିନ୍ତୁ ଜିଦ୍‌ରେ ମୁଁ ଅଟଳ, କହିଲେ ଉଦ୍ଧବ…

ମୁମ୍ବାଇ, ୨୪।୬ : ମହାରାଷ୍ଟ୍ରର ଦ୍ରୁତ ପରିବର୍ତ୍ତନଶୀଳ ଘଟଣାକ୍ରମ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ପଦବୀରେ ତାଙ୍କର କୌଣସି ମୋହ ନାହିଁ। କିନ୍ତୁ ସେ ଏହା ମଧ୍ୟ କହିଛନ୍ତି ଯେ ଏହି ପଦବୀରେ ରହିବା ପାଇଁ ସେ…

୮ମାସର ଭାଇକୁ ପାଣି ଭାବି ଡିଜେଲ ପିଆଇଲେ ୪ବର୍ଷର ଭଉଣୀ

ନୋଏଡା,୨୪।୬: ଉତ୍ତରପ୍ରଦେଶ ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪ବର୍ଷର ଭଉଣୀ ନିଜ ୮ମାସର ସାନ ଭାଇକୁ ପାଣି ଭାବି ଡିଜେଲ ପିଆଇଦେଇଥିବା ଘଟଣା ସାମ୍ନାକୁ ଆସିଛି। ଫଳରେ ଉକ୍ତ ଶିଶୁ ପୁତ୍ରଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ନୋଏଡା…

ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋନିଆ-ଶରଦ-ମମତାଙ୍କ ସମର୍ଥନ ଲୋଡିଲେ ଦ୍ରୌପଦୀ

ନୂଆଦିଲ୍ଲୀ,୨୪।୬: ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କ ସହ…

ଭୋକରେ ପ୍ରତିଦିନ ୨୫ ହଜାର ଲୋକଙ୍କ ଜୀବନ ଯାଉଛି, ଜାତିସଂଘ ରିପୋର୍ଟ…

ଜେନେଭା, ୨୪।୬ : ମିଳିତ ଜାତିସଂଘ ଦ୍ୱାରା ପ୍ରକାଶିତ ସର୍ବଶେଷ ରିପୋର୍ଟ ଅନୁଯାୟୀ, ଭୋକ ଉପାସ କାରଣରୁ ସାରା ବିଶ୍ୱରେ ପ୍ରତିଦିନ ୨୫ ହଜାର ଲୋକଙ୍କ ମୃତ୍ୟୁ ଘଟୁଛି। ସେଥିମଧ୍ୟରୁ ସର୍ବାଧିକ ସଂଖ୍ୟକ ଶିଶୁ ଅଛନ୍ତି। ଜାତିସଂଘର ରିପୋର୍ଟରେ କୁହାଯାଇଛି ଯେ…

ମଙ୍କିପକ୍ସକୁ ମହାମାରୀ ଘୋଷଣା କଲା ଡବ୍ଲୁଏଚ୍‌ଏନ୍‌

ଜେନେଭା/ନୂଆଦିଲ୍ଲୀ,୨୪।୬: କରୋନା ପରେ ଏବେ ମଙ୍କିପକ୍ସ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ଏକ ନୂତନ ବିପଦ ଭାବେ ଉଭା ହୋଇଥିବା ମଙ୍କିପକ୍ସକୁ ଓ୍ବାଲ୍ଡ ହେଲଥ୍‌ ସ୍ବାସ୍ଥ୍ୟ ନେଟଓ୍ବାର୍କ(ଡବ୍ଲୁଏଚ୍‌ଏନ୍‌) ମହାମାରୀ ବୋଲି ଘୋଷଣା କରିଛି। ଡବ୍ଲୁଏଚ୍‌ଏନ୍‌ ଦ୍ୱାରା ଜାରି କରାଯାଇଥିବା ତଥ୍ୟ ଅନୁସାରେ…

ଜୁନ୍‌ ୨୭ରେ ଯଶଓ୍ବନ୍ତ ଦାଖଲ କରିବେ ନାମାଙ୍କନ…

ନୂଆଦିଲ୍ଲୀ, ୨୪।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳଙ୍କ ପ୍ରାର୍ଥୀ ୟଶୱନ୍ତ ସିହ୍ନା ଜୁନ ୨୭ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜର ନାମାଙ୍କନପତ୍ର ଦାଖଲ କରିବେ। ଜୁଲାଇ ୧୮ ରେ ହେବାକୁଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳ ମଙ୍ଗଳବାର…

ମିଶନ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କଲା ଭାଜପା…

ନୂଆଦିଲ୍ଲୀ, ୨୪।୬ : ପାଞ୍ଚଟି ରାଜ୍ୟ ମଧ୍ୟରୁ ଚାରିଟିରେ ବଡ଼ ବିଜୟ ପରେ ଭାଜପା ପକ୍ଷରୁ ୨୦୨୪ ନିର୍ବାଚନରେ ଏକ ବଡ଼ ବିଜୟ ହାସଲ କରିବାକୁ ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି। ମିଶନ ୨୦୨୪ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?