‘ସିନ୍ଦେ ଭାଇ ମାତୋଶ୍ରୀ ଫେରି ଚାଲ’
ଗୁଆହାଟୀ,୨୪।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ବିଦ୍ରୋହୀ ବିଧାୟକମାନଙ୍କୁ ମନାଇବା ପାଇଁ ଶିବସେନାର ସତାରା ଜିଲା ଉପମୁଖ୍ୟ ସଞ୍ଜୟ ଭୋସଲେ ଆସାମର ଗୁଆହାଟୀରେ ପହଞ୍ଚିଛନ୍ତି। ସେ ଦଳର ବିଧାୟକ ଏକନାଥ ସିନ୍ଦେଙ୍କୁ ‘ମାତୋଶ୍ରୀ’କୁ ଫେରିବା ପାଇଁ ଅନୁରୋଧ କରିଛନ୍ତି। ବିଦ୍ରୋହୀ ବିଧାୟକ…
ରାଜ୍ୟ ସଭା ଏମ୍ପି ଭାବେ ଶପଥ ନେଲେ ନିରଞ୍ଜନ
ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ ସଭା ଚାମ୍ବରରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସୂଚନାନୁଯାୟୀ, ବିଜେଡି ପ୍ରାର୍ଥୀ…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଏବିଇଓ ଗିରଫ
ରାଜନଗର, ୨୪ା୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟ ଶ୍ରେଣୀଗୃହରେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଏବିଇଓ ସୁବାସ ଚନ୍ଦ୍ର ମହାନ୍ତିଙ୍କୁ ଗିରଫ କରିଛି। ଏ…
ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ ସମାଲୋଚନା କରିଛନ୍ତି। ନିକଟରେ ସେ ସରକାରଙ୍କ ଅଗ୍ନିପଥ ଯୋଜନା ଉପରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ।…
ଗାଁରେ ପଶିଲା ଦନ୍ତା, ଲୋକେ ଭୟଭୀତ
ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ଅଯୋଧ୍ୟା ଗାଁରେ ବୁଲୁଛି ଝାଡ଼ଖଣ୍ଡୀ ଦନ୍ତା। ଗୁରୁବାର ମଧ୍ୟରାତିରୁ ଆସିଥିବା ଦନ୍ତାଟି ଗୋଟିଏ ଘର ଭାଙ୍ଗିବା ସହ ଆତଙ୍କ ସୃଷ୍ଟି କରିଛି। ଅଯୋଧ୍ୟା ବଜାରର ମୁଖ୍ୟ ରାସ୍ତାରେ ଯିବା ଆସିବା କରିବା ସହ…
ଜାକିଆଙ୍କୁ ସୁପ୍ରିମ୍ କୋର୍ଟରେ ଝଟ୍କା, ପ୍ରଧାନମନ୍ତ୍ରୀଙ୍କୁ କ୍ଲିନ୍ ଚିଟ୍ ଦେବା ମାମଲା ଖାରଜ…
ନୂଆଦିଲ୍ଲୀ, ୨୪।୬ : ଗୁଜୁରାଟ ଦଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍ ଚିଟ୍ ଦେଇଥିବା ଏସଆଇଟି ରିପୋର୍ଟକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ରିପୋର୍ଟ ବିରୋଧରେ ପିଟିଶନ ଦାଖଲ କରିଥିବା ଜାକିଆ ଜାଫ୍ରିଙ୍କୁ ଶୁକ୍ରବାର ଶୀର୍ଷକୋର୍ଟଙ୍କ ପକ୍ଷରୁ ବଡ଼ ଝଟ୍କା ଲାଗିଛି।…
ଗୋପାଳପୁର ବିଜେଡି ବିଧାୟକ ଅଛି: ପ୍ରଦୀପ
ବ୍ରହ୍ମପୁର ଅଫିସ/ଗୋପାଳପୁର,୨୪ା୬: ଦଳରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଓ ନିଜେ ଶୁଣିଛି। ତେବେ ଏବେ ମଧ୍ୟ ମୁଁ ବିଜେଡିର ବିଧାୟକ ଅଛି। ବିଧାନସଭା ୱେବ୍ସାଇଟରେ ଶାସକ ଦଳ ତଥା ଟ୍ରେଜେରି ବେଞ୍ଚରେ ୨୬ନଂ. ସିଟ୍ ମୋ ପାଇଁ ଉଦ୍ଦିଷ୍ଟ…
କଣ୍ଡରାପାଟିଆରେ ସ୍ବଚ୍ଛ ଭାରତ ମିଶନ ଫେଲ୍
କେନ୍ଦ୍ରାପଡା ଅଫିସ, ୨୪ା୬: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଯୋଜନା ଘୋଷଣା କରିଥିଲେ। ଇତିମଧ୍ୟରେ ଏହି ଘୋଷଣାକୁ ୮ ବର୍ଷ ପୂରିଛି। ତେବେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ପଞ୍ଚାୟତ ଅଧୀନ କଣ୍ଡରାପାଟିଆ ଗ୍ରାମରେ ଏହି…
ଶରଦ ପାଓ୍ବାରଙ୍କୁ ଦିଆଯାଉଛି ଧମକ
ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି ନାଁରେ ଏକ ବଡ ଅଭିଯୋଗ ଆଣିଛନ୍ତି। ରାଉତ ଟୁଇଟ୍ ଯୋଗେ କହିଛନ୍ତି ଯେ, ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଧମକ ଦିଆଯାଇଛି। ଭାଜପା…
ଅଜବ ଢଙ୍ଗରେ ଆଉଟ୍ ହେଲେ ବ୍ୟାଟ୍ସମ୍ୟାନ୍, ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ
ଲିଡ୍ସ,୨୪।୬: ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ହୋଇଥିବା ତିନି ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଲିଡ୍ସରେ ଆରମ୍ଭ ହୋଇଛି। ମ୍ୟାଚର ପ୍ରଥମ ଦିନରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିୱି ଦଳର ପ୍ରଥମ…
ବିଶ୍ୱ କପ ଫୁଟବଲରେ ରୋମାନ୍ସ ମନା, ଉଲ୍ଲଂଘନ କଲେ ୭ ବର୍ଷ ଜେଲ…
ଦୋହା, ୨୪।୬ : ଚଳିତ ବର୍ଷ ନଭେମ୍ବରରେ ଆରବ ଦେଶ କାତାରରେ ଫିଫା ଫୁଟବଲ ବିଶ୍ୱକପ ୨୦୨୨ ଆୟୋଜିତ ହେଉଛି। ଏହି ସମୟ ମଧ୍ୟରେ, ବିଶ୍ୱର ବହୁ ସଂଖ୍ୟକ ଫୁଟବଲ ପ୍ରେମୀ ଏଠାରେ ପହଞ୍ଚିବେ। ତେବେ ଏଠାରେ ଫିଫା ବିଶ୍ୱକପ ଫୁଟବଲ…
ଚପିଯାଇଛି ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନ ହେଉନି
ଖୋର୍ଦ୍ଧା ଅଫିସ,୨୪ା୬: ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନେ ଚେୟାର ଟେବୁଲରେ ବସି ପାଠ ପଢ଼ିବା ସହ ସ୍ବଚ୍ଛ ପାଣି ପିଇବେ। ଏଥିଲାଗି ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୮୩ ଲକ୍ଷ ୪୭ ହଜାର ଟଙ୍କା ଅନୁଦାନ…

