Home

ମିଶନ-୨୦୨୪, ଲୋକ ସଭା-ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ଥାୟୀ ନେତା ନିଯୁକ୍ତ କରିବ କଂଗ୍ରେସ…

ନୂଆଦିଲ୍ଲୀ, ୧୮।୫ : ଦେଶର ପ୍ରତ୍ୟେକ ଲୋକ ସଭା ତଥା ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ଥିତି ଉପରେ ନଜର ରଖିବା ପାଇଁ କଂଗ୍ରେସ ପୂର୍ଣ୍ଣକାଳୀନ ନେତାଙ୍କ ସ୍ଥାୟୀ ନିଯୁକ୍ତି କରିବ। ମିଶନ-୨୦୨୪ ଅନ୍ତର୍ଗତ ଏଭଳି ରଣନୀତି କଂଗ୍ରେସ ପକ୍ଷରୁ ଗ୍ରହଣ କରାଯାଇଛି। ନେତା…

ନେପାଳର ନୂଆ ରାଷ୍ଟ୍ରଦୂତ ହେଲେ ନବୀନ ଶ୍ରୀବାସ୍ତବ

ନୂଆଦିଲ୍ଲୀ,୧୮।୫: ନବୀନ ଶ୍ରୀବାସ୍ତବଙ୍କୁ ଭାରତ ପକ୍ଷରୁ ନେପାଳର ନୂଆ ରାଷ୍ଟ୍ରଦୂତ ଭାବେ ନିଯୁକ୍ତ କରାଯାଇଛି। ଏହା ପୂର୍ବରୁ ନବୀନ ବହିର୍ବ୍ୟାପାର ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ। ଶ୍ରୀବାସ୍ତବ ଏସିଆ ଡିଭିଜନ୍‌ର ମୁଖ୍ୟ ଥିଲେ। ଚାଇନା ସହିତ ଦ୍ୱିପାକ୍ଷିକ ସମ୍ପର୍କ…

ଆସନ୍ତା ମାସ ସୁଦ୍ଧା ଭାରତ ମୁତୟନ କରିବ ଏସ୍‌-୪୦୦ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ, ପେଣ୍ଟାଗନର ସୂଚନା…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୮।୫ : ଆମେରିକୀୟ ପ୍ରତିରକ୍ଷା ପ୍ରତିଷ୍ଠାନ (ପେଣ୍ଟାଗନ) ଭାରତ ବିଷୟରେ ଏକ ବଡ଼ ଦାବି କରିଛି। ପେଣ୍ଟାଗର ଜଣେ ବରିଷ୍ଠ ଅଧିକାରୀ ଆମେରିକାର ସାଂସଦଙ୍କୁ କହିଛନ୍ତି ଯେ ଭାରତ ୨୦୨୨ ଜୁନ ସୁଦ୍ଧା ରୁଷିଆରୁ କିଣାଯାଇଥିବା ଏସ୍‌-୪୦୦ କ୍ଷେପଣାସ୍ତ୍ର ପ୍ରତିରକ୍ଷା…

ପ୍ରୟାଗରାଜରେ କରୋନା ଭଳି ସ୍ଥିତି

ପ୍ରୟାଗରାଜ,୧୮।୫: ଉତ୍ତରପ୍ରଦେଶର ପ୍ରୟାଗରାଜର ଗଙ୍ଗା ନଦୀ କୂଳର ବାଲିରେ ପୁଣି ଥରେ ବହୁ ସଂଖ୍ୟାରେ ମୃତଦେହ ପୋତି ଦିଆଯାଇଥିବାର ଦୃଶ୍ୟ ସାମ୍ନାକୁ ଆସିଛି। ଫାଫାମଉ ଘାଟର ସଦ୍ୟ ଚିତ୍ର ପୁଣି ଥରେ କରୋନା କାଳ ସମୟର ଦୃଶ୍ୟକୁ ମନେ ପକାଇଦେଇଛି। ଯଦିଓ…

କେଇ ଘଣ୍ଟା ବର୍ଷାରେ ମେଟ୍ରୋ ଅବସ୍ଥା ବେହାଲ…

ବେଙ୍ଗାଲୁରୁ, ୧୮।୫ : ଉତ୍ତର ଭାରତରେ, ପ୍ରବଳ ତାତି ଯୋଗୁ ଅବସ୍ଥା ଖରାପ ହୋଇଥିବାବେଳେ ଆସାମରେ ପ୍ରବଳ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଏଭଳି ସ୍ଥଳେ କର୍ନାଟକର ବେଙ୍ଗାଲୁରୁରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। କିଛି ଘଣ୍ଟା ବର୍ଷା…

କାର୍ତ୍ତି ଚିଦାମ୍ବରମଙ୍କ ନିକଟତମ ବନ୍ଧୁ ଗିରଫ

ନୂଆଦିଲ୍ଲୀ,୧୮।୫: କଂଗ୍ରେସ ଏମ୍‌ପି କାର୍ତ୍ତି ଚିଦାମ୍ବରମଙ୍କ ନିକଟତମ ବନ୍ଧୁଙ୍କୁ ସିବିଆଇ ଗିରଫ କରିଛି। ଏହି କାର୍ଯ୍ୟାନୁଷ୍ଠାନ ମଙ୍ଗଳବାର ହୋଇଥିବା ଚଢ଼ାଉ ପରେ ନିଆଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, କାର୍ତ୍ତିଙ୍କ ନିକଟତମ ବନ୍ଧୁ ଭାସ୍କର ରମଣଙ୍କୁ ବୁଧବାର ସିବିଆଇ ଗିରଫ କରିଛି। ତାଙ୍କ ବିରୋଧରେ…

ଧୂଳିଝଡ଼ ନେଇ ହାହାକାର, ୪ ହଜାରରୁ ଅଧିକ ହସ୍ପିଟାଲରେ ଭର୍ତ୍ତି, ସ୍କୁଲ-କଲେଜ-ଅଫିସ ବନ୍ଦ…

ବାଗ୍‌ଦାଦ, ୧୮।୫ : ଇରାକରେ ଭୟଙ୍କର ଧୂଳିଝଡ଼ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ନିଶ୍ୱାସ ନେବାରେ ଅସୁବିଧା ହେବାରୁୁ ୪ ହଜାରରୁ ଅଧିକ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଛି। ସୋମବାର ଘଟିଥିବା ଧୂଳିଝଡ଼ ଯୋଗୁ ସମଗ୍ର ଦେଶରେ…

ଦୈନିକ ମୃତ୍ୟୁ ସଂଖ୍ୟା ୩୩…

ନୂଆଦିଲ୍ଲୀ, ୧୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ…

୨ ଡକାୟତି ଘଟଣାରେ ୧୧ ଗିରଫ

ଆଳି,୧୮ା୫(ଡି.ଏନ.ଏ.): ଗତ ୨ ମାସ ହେବ କେନ୍ଦ୍ରାପଡ଼ା ଜିଲା ଆଳି ଓ ରାଜକନିକା ଥାନା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ୫ ଡକାୟତଙ୍କ ସମେତ ୧୧ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ୨ ଲକ୍ଷ ୪୧ ହଜାର ୫୫୫ ଟଙ୍କା ମୂଲ୍ୟର…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ହିତାଧିକାରୀଙ୍କ ଧାରଣା

ରାଜନଗର,୧୮ା୫(ଡି.ଏନ.ଏ.): ଆମେ ଚାହୁଁ ଥିବା ରିଟେଲରଙ୍କ ପାଖରୁ ଆମକୁ ଚାଉଳ ଦିଅ। ଅନ୍ୟତ୍ର ଆମେ ଚାଉଳ ନେବୁନି। ଆମେ ବର୍ତ୍ତମାନ ହିତାଧିକାରୀଙ୍କୁ ଦିଆଯାଉଥିବା ରିଲିଫ୍‌ ଓ କୋଟା ଚାଉଳ ୪ମାସର ପାଇନାହୁଁ। ଏହାକୁ ନେଇ ଶତାଧିକ ହିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍…

ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

ପଟ୍ଟାମୁଣ୍ଡାଇ,୧୮ା୫(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଓ ତାର ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣି ପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ ଟଙ୍କାରୁ ବୃଦ୍ଧି ପାଇ ୮୦ ଟଙ୍କାରେ ପହଞ୍ଚତ୍ଛି। ଅନ୍ୟପକ୍ଷେ ପ୍ରଚଣ୍ଡ ଗ୍ରୀଷ୍ମ…

ଉଚ୍ଚ ଜୁଆର ମାଡ଼ରେ ଗାଁ ବନ୍ଧରେ ୩୦ ଫୁଟର ଘାଇ

ମହାକାଳପଡ଼ା,୧୮ା୫(ଡି.ଏନ୍‌.ଏ.): ସୋମବାର ପୂର୍ଣ୍ଣିମା ତିଥିରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଧୀନ ପାଣିଖିଆ ସାନ୍ତାଳପଡ଼ା ଗାଁର ମୁଖ୍ୟ ବନ୍ଧରେ ୩୦ଫୁଟର ଖାଇ ସୃଷ୍ଟି ହୋଇଛି। ପାଣିଖିଆ ଗ୍ରାମ ସମୁଦ୍ର ଜଳ ଘେରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri