Home

ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ସ୍କୁଲ ବସ୍‌ ଜବତ

ଆନନ୍ଦପୁର,୨୪।୬(ସ୍ବ.ପ୍ର.): କ୍ଷମତାଠାରୁ ଅଧିକ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଦୁଇଟି ସ୍କୁଲ ବସ୍‌କୁ ଘସିପୁରା ପୋଲିସ ଜବତ କରିଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ମନ୍ତ୍ରୀ ଦାଶଙ୍କ କେନ୍ଦୁଝର ଜିଲା ଗସ୍ତ…

ଭୁବନେଶ୍ୱରରୁ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଭୁବନେଶ୍ୱରରୁ ଜଣେ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜୟପୁର ଅଞ୍ଚଳର ସ୍ବିଟି ରଏ (୨୦)। ସେ ଖଣ୍ଡଗିରିସ୍ଥିତ ଉତ୍କଳ ଏରୋସ୍ପେଶ୍‌ ଆଣ୍ଡ୍‌ ଇଞ୍ଜିନିୟରିଂ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀ। ସ୍ବିଟି କୋଲକାତାରୁ…

‘ଏଲ୍‌ଏସିରେ ଶାନ୍ତି ବଜାୟ ରଖିବାକୁ ଗମ୍ଭୀରତା ସହ ଚିନ୍ତା କରୁ ଚାଇନା’

ବେଜିଂ,୨୩।୬: ବ୍ରିକ୍ସ ସମ୍ମିଳନୀ ପୂର୍ବରୁ ଚାଇନାରେ ଭାରତୀୟ ରାଜଦୂତ ପ୍ରଦୀପ କୁମାର ରାୱତ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ଭେଟି ସୀମାବର୍ତ୍ତୀ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଏସିଆ ଏବଂ ବିଶ୍ୱର…

ଓଡ଼ିଶା ପାଇବ ଏମ୍‌ଏସ୍‌ଏମ୍‌ଇ-୨୦୨୨ ପୁରସ୍କାର

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଭାରତ ସରକାର ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ପାଇଁ ଉତ୍ପାଦନ ଉଦ୍ୟୋଗ, ସେବା ଉଦ୍ୟୋଗ, ସ୍ବତନ୍ତ୍ର ଉଦ୍ୟୋଗ ଏବଂ ପ୍ରତିଷ୍ଠାନ ସହାୟତା କ୍ଷେତ୍ର ଭଳି ସର୍ବମୋଟ ୪୪ଟି କ୍ଷେତ୍ରକୁ ପୁରସ୍କାର ନିମନ୍ତେ ଚୟନ କରାଯାଇଛି। ଏଥିରେ ଓଡ଼ିଶା ଜାତୀୟ ଏମ୍‌ଏସ୍‌ଏମ୍‌ଇ…

ଜେଲ ନିଃସଙ୍ଗ ପ୍ରକୋଷ୍ଠକୁ ସ୍ୟୁ ଚୀ ସ୍ଥାନାନ୍ତର

ବ୍ୟାଙ୍କକ୍‌,୨୪।୬: ମ୍ୟାନ୍‌ମାରର ସାମରିକ ସରକାର ଗୁରୁବାର ଦେଶର ବହିଷ୍କୃତ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କୁ ଜେଲର ଏକ ନିଃସଙ୍ଗ ପ୍ରକୋଷ୍ଠକୁ ପଠାଇଦେଇଛନ୍ତି। ୨୦୨୧ ଫେବୃୟାରୀ ୧ରେ ସେନା ବିଦ୍ରୋହ କରି ଶାସନ କ୍ଷମତା ଅକ୍ତିଆର କରିବା ପରେ ସ୍ୟୁ ଚୀଙ୍କୁ…

ଆଦିବାସୀଙ୍କ ପାଇଁ ଦ୍ରୌପଦୀ କ’ଣ କରିଛନ୍ତି

ନୂଆଦିଲ୍ଲୀ,୨୪ା୬:ଆଦିବାସୀଙ୍କ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ତୁଳନାରେ ମୋ ଅବଦାନ ଅଧିକ। କେନ୍ଦ୍ରମନ୍ତ୍ରୀ ଥିବାବେଳେ ମୁଁ ଆଦିବାସୀଙ୍କ ମଙ୍ଗଳ ପାଇଁ ଅନେକ କାର୍ଯ୍ୟ କରିଛି ବୋଲି ଗୁରୁବାର ବିରୋଧୀ ଦଳର ମିଳିତ ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ…

ଆସାମରେ ଜଳ ପ୍ରଳୟ

ଗୁଆହାଟୀ, ୨୪।୬:ମେ’ ମାସରୁ ଆସାମରେ ଜାରି ରହିଥିବା ଜଳପ୍ରଳୟ ଗୁରୁବାର ଆହୁରି ଭୟଙ୍କର ହୋଇଛି। ବୁଧବାର ଆଉ ୧୨ ମୃତ୍ୟୁକୁ ମିଶାଇ ଏ ପର୍ଯ୍ୟନ୍ତ ବନ୍ୟା ଓ ଏଥିଜନିତ ଭୂସ୍ଖଳନ ଯୋଗୁ ଆସାମର ୧୦୮ ଜଣଙ୍କ ଜୀବନ ଗଲାଣି। ୩୨ ଜିଲା…

ଆଜି ନାମାଙ୍କନ କରିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ):ଏନ୍‌ଡିଏ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନ ଦାଖଲ କରିବେ। ଗୁରୁବାର ବିଜେଡିର ୨ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ନାମାଙ୍କନ ପତ୍ରରେ ପ୍ରସ୍ତାବକ ଭାବେ ସ୍ବାକ୍ଷର କରିଛନ୍ତି। ଶୁକ୍ରବାର ନାମାଙ୍କନପତ୍ର ଦାଖଲ…

ଫ୍ଲୋର ଟେଷ୍ଟରେ ଜଣାପଡ଼ିବ ବହୁମତ କାହା ପାଖରେ: ପାଓ୍ବାର

ମୁମ୍ବାଇ,୨୩।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ଏନ୍‌ସିପି ମୁଖ୍ୟ ଶରଦ ପାୱାର ମହାବିକାଶ ଅଘାଢ଼ି(ଏମ୍‌ଭିଏ) ସରକାରଙ୍କୁ ବଞ୍ଚାଇବା ପାଇଁ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ସେ କହିଛନ୍ତି, ବିଧାନସଭାରେ ଆସ୍ଥା ଭୋଟ (ଫ୍ଲୋର ଟେଷ୍ଟ) ହେଲେ ଜଣାପଡ଼ିବ ସଂଖ୍ୟାଗରିଷ୍ଠତା କାହା ପାଖରେ ରହିଛି।…

ବାଂଲାଦେଶରେ ବନ୍ୟାବିତ୍ପାତ: ୧୨୨ ବର୍ଷରେ ସବୁଠୁ ଭୟଙ୍କର

ଢାକା, ୨୩।୬: ଆସାମ ରାଜ୍ୟ ସହ ସୀମା ବାଣ୍ଟୁଥିବା ପଡ଼ୋଶୀ ବାଂଲାଦେଶରେ ଚଳିତ ବର୍ଷ ଭୟଙ୍କର ବନ୍ୟାବିତ୍ପତ୍ତି ୯୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବିସ୍ଥାପିତ କରିବା ସହ ୩୨ ଜଣଙ୍କ ଜୀବନ ନେଲାଣି। ୧୨୨ ବର୍ଷରେ ଏହା ଦେଶର ସବୁଠୁ ବଡ଼ଧରଣର…

ବୈଠକରେ ପନିରସେଲଭାମ୍‌ଙ୍କୁ ବୋତଲମାଡ଼

ଚେନ୍ନାଇ,୨୩।୬: ଚେନ୍ନାଇ ଉପକଣ୍ଠ ବନଗରାମଠାରେ ଗୁରୁବାର ଏଆଇଏଡିଏମ୍‌କେ ସାଧାରଣ ପରିଷଦ ବୈଠକରେ ଉତ୍ତେଜନା ଦେଖାଦେଇଛି। ଦଳର କୋର୍ଡିନେଟର ଓ. ପନିରସେଲଭାମ୍‌(ଓପିଏସ୍‌) ଏବଂ ତାଙ୍କର କେତେଜଣ ସମର୍ଥକ ବୈଠକ ଅଧାରୁ ପଳାଇଯାଇଛନ୍ତି। କକ୍ଷତ୍ୟାଗ ବେଳେ ସେମାନଙ୍କ ଉପରକୁ ପାଣି ବୋତଲ ଫିଙ୍ଗାଯିବା ସହ…

ଜୁଲାଇ ଦ୍ୱିତୀୟ ସପ୍ତାହରେ ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୨୩।୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ଜେରାର ସମ୍ମୁଖୀନ ହେବା ଲାଗି କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସାନି ସମନ ଜାରି କରିଛି। ତାଙ୍କୁ ଜୁଲାଇ ଦ୍ୱିତୀୟ ସପ୍ତାହରେ ତଦନ୍ତରେ ସାମିଲ ହେବାକୁ କୁହାଯାଇଛି। ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?