‘ଯୁଦ୍ଧକୁ ଇନ୍ଧନ ଦେଉଛି ଭାରତ’
ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ୟୁକ୍ରେନ୍ ଆକ୍ରମଣ ପରେ ଆମେରିକା ଓ ୟୁରୋପୀୟ କ୍ରେତାମାନେ ମସ୍କୋଠାରୁ ତେଲ କିଣିବା ବନ୍ଦ କରିଦେବାରୁ ରୁଷିଆ ନୂଆ ବଜାର ଖୋଜୁଛି। ଏବେ ଏସିଆକୁ ରୁଷିଆର ତେଲ ଯୋଗାଣ ବଢ଼ିଯାଇଛି। ଭାରତ ଏହାର ଫାଇଦା ନେବାକୁ ଯାଇ ଅନ୍ତର୍ଜାତୀୟ ଚାପ…
କେନ୍ଦ୍ରକୁ ଫେରିଗଲା ୮୪୨ କୋଟି
ଭୁବନେଶ୍ୱର,୧ା୪(ବ୍ୟୁରୋ): ଜଳ ସେଚନ ପାଇଁ ପର୍ଯ୍ୟାପ୍ତ ଅର୍ଥ ବ୍ୟବସ୍ଥା ସତ୍ତ୍ୱେ ଆର୍ଥିକ ପରିଚାଳନାରେ ଅନିମୟମିତା, ଜମି ଅଧିଗ୍ରହଣରେ ବିଳମ୍ବ , ଡିପିଆର ପ୍ରସ୍ତୁତିରେ ତ୍ରୁଟି, ଭୁଲ ସର୍ଭେ ଓ ଅନୁସନ୍ଧାନ, ତ୍ରୁଟିଯୁକ୍ତ ଡିଜାଇନ, ଜଳ ନ ଥିବା ସ୍ଥାନରେ ବୃହତ ପ୍ରକଳ୍ପ…
ଚେର୍ନୋବିଲ ନ୍ୟୁକ୍ଲିୟର ପ୍ଲାଣ୍ଟରୁ ହଟିଲେ ରୁଷୀୟ ସୈନ୍ୟ
କ୍ୱିଭ୍,୩୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୩୬ ଦିନରେ ପହଞ୍ଚିଛି। ହେଲେ ଏପର୍ଯ୍ୟନ୍ତ ୟୁକ୍ରେନ ଉପରେ ରୁଷିଆ ସୈନ୍ୟଙ୍କ ଆକ୍ରମଣ ହ୍ରାସ ପାଇନାହିଁ। କିନ୍ତୁ ୟୁକ୍ରେନର ଦୁଇଟି ସହର ଉପରେ ଆକ୍ରମଣ ହ୍ରାସ କରିବ ବୋଲି ରୁଷିଆ…
ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ
ନୂଆଦିଲ୍ଲୀ,୩୧ା୩: ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ଙ୍କ ଏପ୍ରିଲରେ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍ ଟ୍ରୁସ୍ ଦିଲ୍ଲୀରେ ପହଞ୍ଚିଛନ୍ତି। ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ଭେଟିବା ପୂର୍ବରୁ ସେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ…
ଭାରତରେ ରୁଷିଆ ବୈଦେଶିକ ମନ୍ତ୍ରୀ
ନୂଆଦିଲ୍ଲୀ,୩୧।୩: ୟୁକ୍ରେନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଲାଭରୋଭ ୨ଦିନିଆ ଭାରତ ଗସ୍ତରେ ଆସିଛନ୍ତି ବୋଲି ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଟୁଇଟ କରି ସୂଚନା…
ଇସ୍ତଫା ଦେବିନି, ଶେଷ ବଲ୍ ଯାଏ ଲଢ଼ିବି: ଇମ୍ରାନ୍
ଇସ୍ଲାମାବାଦ, ୩୧ା୩: ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ସ୍ଥଗିତ ହେବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଗୁରୁବାର ସନ୍ଧ୍ୟାରେ ଦେଶକୁ ସମ୍ବୋଧନ କରିଛନ୍ତି। ଏହି ବାର୍ତ୍ତାରେ ଇମ୍ରାନ୍ ଇସ୍ତଫା ନ ଦେବା କଥା ସ୍ପଷ୍ଟ କରିଛନ୍ତି। ପରାଜୟ ସ୍ବୀକାର ନ…
ଲକ୍ଡାଉନ ଯୋଗୁ ଅଫିସ୍ରେ କର୍ମଚାରୀଙ୍କ ବିତୁଛି ରାତି
ବେଜିଂ,୩୧।୩: ଚାଇନାରେ କରୋନା ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ହଜାର ହଜାର ସଂଖ୍ୟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କରୋନାଜନିତ ଶତାଧିକଙ୍କ ମୃତ୍ୟୁ ହୋଇଛି। ଇତିମଧ୍ୟରେ ଚାଇନାରେ ଥିବା ବ୍ୟାଙ୍କ ଓ ନିବେଶ ସଂସ୍ଥାଗୁଡ଼ିକ ସେମାନଙ୍କ କର୍ମଚାରୀଙ୍କୁ ଅଫିସ୍…
ଏଣିକି ମାସ୍କ ନ ପିନ୍ଧିଲେ ଦେବାକୁ ପଡ଼ିବନି ଜରିମାନା
ନୂଆଦିଲ୍ଲୀ,୩୧।୩: ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଦିଲ୍ଲୀରେ ମଧ୍ୟ କରୋନା ମାମଲା ପୂର୍ବାପେକ୍ଷା କମ୍ ରହିଛି। ଫଳରେ ରାଜ୍ୟସରକାର କରୋନା କଟକଣାକୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଦିଲ୍ଲୀରେ ଆୟୋଜିତ ହୋଇଥିବା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍ଏ)ର ବୈଠକରେ…
ହଟିଲା କରୋନା କଟକଣା: ଟ୍ରେନ୍ରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ
ମୁମ୍ବାଇ,୩୧।୩: ଦେଶରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ ହଟାଇଦିଆଯାଇଛି। ଇତିମଧ୍ୟରେ ଗୁରୁବାର ମହାରାଷ୍ଟ୍ର ସରକାର କରୋନାକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ କରୋନା…
ଚା’ କପ୍କୁ ୧୦୦, ଲଙ୍କା କିଲୋ ୭୦୦
କଲମ୍ବୋ,୩୧।୩: ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ଏବେ ଆର୍ଥିକ ଓ ଖାଦ୍ୟ ଅଭାବ ଦେଖାଦେଇଛି। ଖାଦ୍ୟ ସାମଗ୍ରୀ ଏତେ ମହଙ୍ଗା ହୋଇଛି ଯେ, ଲୋକେ ଭୋକ ଉପସାରେ ରହିବାକୁ ବାଧ୍ୟ ହେଉଛନ୍ତି। ପେଟ୍ରୋଲ ଅପେକ୍ଷା କ୍ଷୀର ସବୁଠାରୁ ମହଙ୍ଗା ହୋଇଛି। ଏକ ଲିଟର…
ପ୍ରଶାନ୍ତ ଜଗଦେବଙ୍କ ଜାମିନ ଖାରଜ
ଖୋର୍ଦ୍ଧା ଅଫିସ,୩୧ା୩: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନକୁ ଖାରଜ ହୋଇଯାଇଛି। ଏହି ଆବେଦନକୁ ବାଣପୁର ଆସିଷ୍ଟାଣ୍ଟ ସେସନ ଜଜ୍ ଖାରଜ କରିଦେଇଛନ୍ତି। ଲୋକ ଏବଂ ପୋଲିସ ଉପରେ ଗାଡ଼ି ଚଢ଼ାଇବା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ।
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଓଏଏସ ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି। ଏହି ପ୍ରକ୍ରିୟାରେ ୬ ଜଣ ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି । କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ (ସିଏମସି)ର ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି। ପୂର୍ବରୁ…
Archives


