ଯାତ୍ରୀଙ୍କ ମଧ୍ୟରୁ କୋଭିଡ ଆକ୍ରାନ୍ତଙ୍କୁ ଖୋଜି ବାହାର କରିବ ସ୍ନିଫର ଡଗ୍
ନୂଆଦିଲ୍ଲୀ,୧୭।୫: ବିମାନବନ୍ଦରରେ ଯାତ୍ରୀଙ୍କ ମଧ୍ୟରେ ଏଣିକି କୋଭିଡ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରିପାରିବ ତାଲିମପ୍ରାପ୍ତ ସ୍ନିଫର ଡଗ୍। ଏକ ଅନୁସନ୍ଧାନ ରିପୋର୍ଟରେ ଏହା ଦାବି କରାଯାଇଛି। ଏହି ଅନୁସନ୍ଧାନ ରିପୋର୍ଟ ବିଏମ୍ଜେ ଗ୍ଲୋବାଲ ହେଲଥ୍ ଜର୍ନାଲରେ ପ୍ରକାଶ ପାଇଛି। ସୂଚନା…
ଟୁଇଟରକୁ ମସ୍କଙ୍କ ଚେତାବନୀ…
ଓ୍ବାଶିଂଟନ, ୧୭।୫ : ଅଗ୍ରଣୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର କ୍ରୟ ବିଷୟରେ ଟେସଲା ମାଲିକ ଏଲନ ମସ୍କ ମଙ୍ଗଳବାର ଏକ ଚେତାବନୀ ଦେଇଛନ୍ତି। ଟୁଇଟର ସିଇଓ ପରାଗ ଅଗ୍ରୱାଲଙ୍କୁ ଏକ ଚେତାବନୀରେ ମସ୍କ କହିଛନ୍ତି ଯେ ନିୟାମକ ଏଜେନ୍ସିରେ କମ୍ପାନୀର…
ବାଂଲାଦେଶରେ ଶ୍ରୀଲଙ୍କା ସ୍ଥିତି…
ଢାକା, ୧୭।୫ : ଏବେ ବାଂଲାଦେଶରେ ଶ୍ରୀଲଙ୍କା ପରି ସଙ୍କଟ ଦେଖାଦେଇଛି। ଲଗାତାର ବାଂଲାଦେଶର ବିଦେଶୀ ମୁଦ୍ରା ଭଣ୍ଡାର ପରିମାଣ କମିବାରେ ଲାଗିଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଠାରୁ ଆରମ୍ଭ କରି ଅନ୍ୟ ସମସ୍ତ ସାମଗ୍ରୀର ଦାମ ବଢ଼ିବାରେ ଲାଗିଛି। ଏହା…
ସକ୍ରିୟ ମାମଲା ୧୭ ହଜାର ତଳେ, ଦିଲ୍ଲୀରେ କମିଲା ସଂକ୍ରମଣ…
ନୂଆଦିଲ୍ଲୀ, ୧୭।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ସଂକ୍ରମଣ କମିବାରେ ଲାଗିଛି।…
ସମର ଫ୍ୟାଶନ
ଖରାଦିନରେ ଆପଣ ପିନ୍ଧୁଥିବା କପଡ଼ା ଆରାମଦାୟକ ହେବା ସହ ହାଲୁକା ଏବଂ ଶର୍ଟ ହେବା ନିହାତି ଜରୁରୀ। ଅଫିସିଆଲ୍ ଏବଂ କାଜୁଆଲ୍ ଲୁକ୍ ପାଇଁ ଶର୍ଟ କୁର୍ତ୍ତି ଏକ ଭଲ ଅପ୍ସନ। ଏହାକୁ ଯେକୌଣସି ବୟସର ମହିଳା ଆପଣେଇ ପାରିବେ। ଏମିତିରେ…
କର୍ମଜୀବୀଙ୍କ ପାଇଁ…
ଜଣେ କର୍ମଜୀବୀ ମହିଳାଙ୍କ ପାଇଁ ଘର ସହ ଅଫିସ କାମ ସୁଚାରୁରୂପେ କରିବା କୌଣସି ଚ୍ୟାଲେଞ୍ଜଠୁ କମ୍ ନୁହେଁ। ତେବେ ଏମିତିରେ ସବୁ କାମକୁ ଠିକ୍ ଭାବେ କରିବାକୁ ଚାହୁଁଥିଲେ କେତୋଟି କଥା ପ୍ରତି ଧ୍ୟାନଦେବା ଆବଶ୍ୟକ… ସମୟାନୁବର୍ତ୍ତିତା ଏମିତି ଏକ…
ଆତ୍ମରକ୍ଷା
ଝିଅମାନଙ୍କ ପ୍ରତି ବଢ଼ୁଥିବା ସମସ୍ୟା ଓ ନିର୍ଯାତନାକୁ ଦୃଷ୍ଟିରେ ରଖି ଏବେ ଆତ୍ମରକ୍ଷା ବିଷୟରେ ଅଧିକ ସଚେତନ କରାଯାଉଛି । ଏହିସବୁ ଘଟଣାରୁ ରକ୍ଷା ପାଇବାକୁ ହେଲେ ଆତ୍ମରକ୍ଷା କୌଶଳ ସହିତ ଆଉ କିଛି ସୁରକ୍ଷା ଦିଗପ୍ରତି ମଧ୍ୟ ସେମାନେ ସଚେତନ…
କୋଇଲା ଚୋରି ମାମଲା: ମମତାଙ୍କ ପୁତୁରାଙ୍କୁ ପଚରାଉଚରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
କୋଲକାତା,୧୭।୫: ପଶ୍ଚିମବଙ୍ଗ କୋଇଲା ଚୋରି ମାମଲାରେ ଫଶିଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଓ ତାଙ୍କ ବୋହୂ। ଖୁବଶୀଘ୍ର ଉଭୟଙ୍କୁ ୨୪ ଘଣ୍ଟାର ନୋଟିସ ଦେଇ ଜେରା କରିବାକୁ ସୁପ୍ରିମକୋର୍ଟ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ୟୁ ୟୁ…
ଆଇପିଏଲ ୨୦୨୨: ଅରେଞ୍ଜ-ପର୍ପଲ କ୍ୟାପ ରେସ୍ରେ ଅଛନ୍ତି କେଉଁ ଖେଳାଳି ଜାଣନ୍ତୁ
ମୁମ୍ବାଇ,୧୭।୫: ଆଇପିଏଲ ୨୦୨୨ର ୬୪ତମ ମ୍ୟାଚ୍ ପରେ ଦିଲ୍ଲୀ କ୍ୟାପିଟାଲ୍ସର ଚାଇନାମାନ ସ୍ପିନର କୁଲଦୀପ ଯାଦବ ଏବଂ ପଞ୍ଜାବ କିଙ୍ଗ୍ସର ଓପନର୍ ଶିଖର ଧାୱନର ଅରେଞ୍ଜ୍ ଏବଂ ପର୍ପଲ କ୍ୟାପ ଦୌଡ଼ରେ ଟପ-୪ରେ ପ୍ରବେଶ କରିଛନ୍ତି। ଶିଖର ଏହି ସିଜନରେ ୧୩ଟି…
ଆସାମରେ ବନ୍ୟା ବିତ୍ପାତ: ଟ୍ରାକ୍ରେ ଓଲଟିପଡ଼ିଲା ଟ୍ରେନ୍
ଗୁଆହାଟି,୧୭।୫: ଆସାମରେ ଲଗାତର ଭାବେ ବର୍ଷା ଲାଗିରହିଛି। ଫଳରେ ସହରର ଅନେକ ସ୍ଥାନରେ ଜଳାର୍ଣ୍ଣବ ହୋଇଯାଇଛି। ସେହିପରି ବର୍ଷା ଯୋଗୁ ଅନେକ ଅଞ୍ଚଳ ବନ୍ୟା ଓ ଭୂସ୍ଖଳନ ହେତୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟର ପ୍ରାୟ ୨୦ଟି ଜିଲା ପ୍ରଭାବିତ ହୋଇଥିବା…
ରକ୍ତଦାନ କରି ପ୍ରଶଂସକ ପାଳିଲେ ଜନ୍ମଦିନ
ମୁମ୍ବାଇ: ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ବେବି ଡଲ୍ କୁହାଯାଉଥିବା ସନି ଲିଓନିଙ୍କ ଫ୍ୟାନ୍ସମାନେ ଭିନ୍ନ ଢଙ୍ଗରେ ତାଙ୍କ ଜନ୍ମଦିନ ପାଳିଛନ୍ତି। ଯାହା ପାଇଁ ସନି ମଧ୍ୟ ବେଶ୍ ଖୁସିଥିବା ବେଳେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। କର୍ନାଟକର ମାଣ୍ଡ୍ୟା ଗାଁରେ ସନିଙ୍କ ପ୍ରଶଂସକ…
ବୁଢ଼ା କହିଥିବା ୟୁଜରଙ୍କ ଦୀର୍ଘାୟୁ କାମନା କଲେ ବିଗ୍ ବି
ମୁମ୍ବାଇ:ବଲିଉଡ୍ ଇଣ୍ଡଷ୍ଟିର କିଛି କଳାକାର ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍। ସେମାନଙ୍କ ମଧ୍ୟରୁ ବିଗ୍ ବି ଅମିତାଭ ବଚ୍ଚନ ହେଉଛନ୍ତି ଜଣେ। ଯିଏ ପ୍ରତ୍ୟେକ ଦିନ କିଛି ନା କିଛି ସୋସିଆଲ ମିଡିଆରେ ପୋଷ୍ଟ କରିଥାନ୍ତି। ରବିବାର ପୂର୍ବାହ୍ନ ସାଢ଼େ ୧୧ଟା…
Archives


