Home

ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ଦିଆ ନ ଯାଉ ଲଢ଼ିବା ସୁଯୋଗ

ନୂଆଦିଲ୍ଲୀ, ୨୩।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ସୁପ୍ରିମକୋର୍ଟରେ ଏକ ପୁରୁଣା ମାମଲା ଉପରେ ବୁଧବାର ପିଟିଶନ ଦାଖଲ କରାଯାଇଛି। ବିଧାନସଭା ବାଚସ୍ପତିଙ୍କ ଦ୍ୱାରା ଅଯୋଗ୍ୟ ଘୋଷିତ କିମ୍ବା ନିଜେ ଇସ୍ତଫା ଦେଇଥିବା ବିଧାୟକଙ୍କ ପ୍ରତିଦ୍ୱନ୍ଦ୍ୱିତା ଉପରେ ୫ ବର୍ଷ…

ଦେଶର କିଛି ରାଜ୍ୟରେ ମିଳିଲାଣି ଜିକା ଭାଇରସ, ଗୋଟିଏ ନମୁନାରେ ଜିକା, ଡେଙ୍ଗୁ , ଚିକନଗୁନିଆ

ନୂଆଦିଲ୍ଲୀ,୨୩ ।୬: ଦେଶର କିଛି ରାଜ୍ୟରେ ଜିକା ଭାଇରସ ମିଳିବା ଫଳରେ ଏବେ ଏହା ବିଶେଷଜ୍ଞଙ୍କୁ ଚିନ୍ତାରେ ପକାଇ ଦେଇଛି । ଏହାରୁ ନେଇ ପ୍ରତି ରାଜ୍ୟରେ ଗ୍ରାଉଣ୍ଡ ଲେବଲରୁ ସତର୍କ ରହିବାକୁ କୁହାଯାଇଛି । ନୂଆଦିଲ୍ଲୀସ୍ଥିତ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ…

୩୪,୬୧୫ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୨୩ା୬: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦେ ଓ୍ବାନ ହାଉସିଂ ଫାଇନାନ୍ସ ଲିଃ (ଡିଏଚ୍‌ଏଫ୍‌ଏଲ୍‌)ର ପୂର୍ବତନ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ (ସିଏମ୍‌ଡି) କପିଳ ଓ୍ବାଧଓ୍ବନ, ନିର୍ଦ୍ଦେଶକ ଧୀରଜ ଓ୍ବାଧଓ୍ବନ ଓ ଅନ୍ୟମାନଙ୍କ ବିରୋଧରେ ୩୪,୬୧୫ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା…

‘ବିରାଟ କୋହଲିଙ୍କ ଖରାପ ଫର୍ମ ପାଇଁ ଶାସ୍ତ୍ରୀ ଦାୟୀ’

ଇସଲାମାବାଦ୍‌,୨୩।୬: ପାକିସ୍ତାନର ପୂର୍ବତନ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରସିଦ ଲତିଫ ବିରାଟ କୋହଲି ଫର୍ମକୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ବିରାଟ କୋହଲିଙ୍କ ଖରାପ ଫର୍ମର କାରଣ ହେଉଛି ରବି ଶାସ୍ତ୍ରୀ। ଯଦି ଶାସ୍ତ୍ରୀ ଭାରତୀୟ ଦଳର ମୁଖ୍ୟ…

ଓଡ଼ିଶା ହାଇକୋର୍ଟରେ ପଡ଼ିରହିଛି ୧,୭୩,୫୧୦ ମାମଲା

କଟକ ଅଫିସ,୨୨ା୬: ଓଡ଼ିଶା ହାଇକୋର୍ଟରେ ୨୦୨୧ ସୁଦ୍ଧା ୧ ଲକ୍ଷ ୭୩ ହଜାର ୫୧୦ ମାମଲା ପଡ଼ିରହିଛି। ସେହିପରି ୧ ଲକ୍ଷ ୨୮ ହଜାର ୯୪୩ଟି ନୂଆ ମାମଲା ଦାୟର ହୋଇଛି। ଏଗୁଡ଼ିକ ମଧ୍ୟରୁ ୧ ଲକ୍ଷ ୫ ହଜାର ୩୩୪…

ଜଙ୍ଗଲରେ ଅସୁସ୍ଥ ଦନ୍ତା

କେନ୍ଦୁଝର,୨୨ା୬(ସ୍ବ.ପ୍ର.): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଖୁଣ୍ଟା କଟା ଜଙ୍ଗଲରେ ଏବେ ୨୫ ବର୍ଷ ବୟସ୍କ ଦନ୍ତା ହାତୀ କିଛି ଦିନ ହେଲା ଅସୁସ୍ଥ ହୋଇ ବୁଲୁଛି। ହାତୀଟି ଦୁଇଦିନ ତଳେ ଗୋଠରୁ ଅଲଗା ହୋଇ ଗୋଟିଏ ସ୍ଥାନରେ ଶୋଇଥିଲା।…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୪୯୯ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ମୁଖ୍ୟମନ୍ତ୍ରୀ ନିବାସ ଛାଡିଲେ ଉଦ୍ଧବ ଠାକରେ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ହାଇଭୋଲଟେଜ ଡ୍ରାମା ବୁଧବାର ମଧ୍ୟ ଜାରି ରହିଛି। ଶିବସେନାର ବିଦ୍ରୋହୀ ବିଧାୟକମାନେ ସୁରତରୁ ଗୁଆହାଟୀରେ ପହଞ୍ଚିଛନ୍ତି। ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ରବିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି।…

ଆଭିମୁଖ୍ୟ ସ୍ପଷ୍ଟ କଲେ ଏକନାଥ ସିନ୍ଦେ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ରବିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଯଦି ବିଦ୍ରୋହୀ ବିଧାୟକମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ଚାହାଁନ୍ତି ନାହିଁ ତେବେ ସେ ତାଙ୍କ ପଦ ଛାଡିବାକୁ ପ୍ରସ୍ତୁତ ଅଛନ୍ତି ବୋଲି…

ଆଫଗାନିସ୍ତାନରେ ହୋଇଥିବା ଭୂକମ୍ପରେ ମୃତକଙ୍କ ସଂଖ୍ୟା ବଢୁଛି

କାବୁଲ,୨୨ା୬: ଆଫଗାନିସ୍ତାନରେ ଭୟଙ୍କର ଭୂକମ୍ପ ହୋଇଛି। ଫଳରେ ୧୦୦୦ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ରବିନ୍ଦୁ ପୂର୍ବ ଆଫଗାନିସ୍ତାନର ଖୋସ୍ତ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର ହମିରପୁର ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ପିକ ଅପ ଗାଡି ଅଟୋ ସହ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ୯ ଜଣ ଗୁରୁତର…

ସ୍ବାଇନ୍‌ ଫ୍ଲୁରେ ଭାଜପା ନେତାଙ୍କ ମୃତ୍ୟୁ

ଲୁଧିଆନା,୨୨।୬: ଚଳିତ ବର୍ଷ ପଞ୍ଜାବରେ ସ୍ବାଇନ୍‌ ଫ୍ଲୁରେ ପ୍ରଥମ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଲୁଧିଆନାରେ ୪୬ ବର୍ଷ ବୟସ୍କ ଆଡଭୋକେଟ ତଥା ଭାଜପା ନେତା ସନ୍ଦୀପ କପୁର ଏଚ୍‌୧ଏନ୍‌୧ ଭାଇରସ୍‌ ଯୋଗୁ ପ୍ରାଣ ହରାଇଲେ। ଶ୍ୱାସକ୍ରିୟାରେ ନେବାରେ ଅସୁବିଧା ଅନୁଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?