Home

ମସଜିଦ୍‌ ନିକଟରେ ବଡ଼ ବିସ୍ଫୋରଣ

କରାଚି,୧୭।୫: କରାଚିର ଖରାଦର ଅଞ୍ଚଳରେ ଥିବା ନ୍ୟୁ ମେମୋନ ମସଜିଦ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅତିକମରେ ୧୦ ଜଣ ଆହତ ହୋଇଛନ୍ତି। ଖରାଦାର ଅଞ୍ଚଳରେ ଥିବା ବୋଲ୍ଟନ ମାର୍କେଟ ନିକଟରେ ଏହି…

ଏମାର ମଠ ପରିସରରେ ଖନନ:ମିଳିଲା ଭଗ୍ନ ସିଂହ ମୂର୍ତ୍ତି

ପୁରୀ ଅଫିସ,୧୭।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ଭଗ୍ନ ସିଂହମୂର୍ତ୍ତି ମିଳିଛି। ପରିତ୍ୟକ୍ତ ଅବସ୍ଥାରେ ଖନନସ୍ଥଳୀରେ ଦୁଇଖଣ୍ଡ ହୋଇ କାରୁକାର୍ଯ୍ୟପୂର୍ଣ୍ଣ ପୁରାତନ ସିଂହ ମୂର୍ତ୍ତି ପଡ଼ିରହିଛି। ତେବେ ଏହା ଗୋଟିଏ ସିଂହ ମୂର୍ତ୍ତିର ଅଂଶ…

ବାଦ୍‌ ପଡ଼ିଲା ପଞ୍ଜାବ: ଦିଲ୍ଲୀ ପ୍ଲେଅଫ୍‌ ନିକଟତର

ମୁମ୍ବାଇ,୧୬।୫: ସ୍ଥାନୀୟ ଡିଓ୍ବାଇ ପାଟିଲ ସ୍ପୋଟର୍‌ସ ଏକାଡେମୀରେ ସୋମବାର ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ ୧୭ ରନ୍‌ରେ ପଞ୍ଜାବ କିଙ୍ଗ୍ସକୁ ହରାଇ ଦେଇଛି। ଏହି ବିଜୟ ଯୋଗୁ ଦିଲ୍ଲୀର ପ୍ଲେଅଫ୍‌ ନିକଟତର ହେବା ସହ ପଏଣ୍ଟ ଟେବୁଲରେ ଚତୁର୍ଥ ସ୍ଥାନ…

ରୁଷିଆ ସୀମାରେ ୟୁକ୍ରେନ୍‌ ସୈନ୍ୟ

କିଭ୍‌/ମସ୍କୋ, ୧୬ା୫: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ସୋମବାର ୮୨ ଦିନରେ ପହଞ୍ଚିଛି। ଦିନ ଯେତେ ଲମ୍ବୁଛି ୟୁକ୍ରେନ୍‌ରେ ବେଶୀ କିଛି ହାସଲ କରିବାର ଆଶା ରୁଷିଆ ପାଇଁ ସେତେ ମଉଳିବାରେ ଲାଗିଛି। ଶକ୍ତିଶାଳୀ ରୁଷୀୟ ସୈନ୍ୟଙ୍କୁ ରୋକିବାରେ ୟୁକ୍ରେନ୍‌ ସଫଳ…

ଭାରତୀ ସିଂହଙ୍କ ନାଁରେ ଏଫ୍‌ଆଇଆର

ମୁମ୍ବାଇ,୧୬।୫: ବିବାଦ ଘେରରେ ଏବେ କମେଡି କୁଇନ ଭାରତୀ ସିଂହ। ମହଙ୍ଗା ପଡ଼ିଲା ଥଟ୍ଟା କରିବା। ସୋମବାର ତାଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ ହୋଇଥିବା ଜଣାପଡ଼ିଛି। ଶିଖ୍‌ଙ୍କ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇଥିବାରୁ ଏସ୍‌ଜିପିସି ପକ୍ଷରୁ ଏହି ଏଫ୍‌ଆଇଆର ରୁଜୁ କରାଯାଇଛି।…

ମୁଣ୍ଡ୍‌କା ପରେ ଏବେ ନରେଲାରେ ଭୀଷଣ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୬।୫: ଗତ କିଛି ଦିନ ତଳେ ରାଜଧାନୀ ଦିଲ୍ଲୀ ମୁଣ୍ଡ୍‌କାର ଏକ ବିଲ୍ଡିଂରେ ଭୀଷଣ ଅଗ୍ନିକାଣ୍ଡ ଘଟିଥିବା ବେଳେ ଅନେକଙ୍କ ମୃତ୍ୟୁ ଘଟିଥିଲା। ମୁଣ୍ଡ୍‌କା ପରେ ଏବେ ନରେଲା ସ୍ଥିତ ଏକ ଚପଲ ଫ୍ୟାକ୍ଟ୍ରିରେ ସୋମବାର ରାତି ସାଢ଼େ ୮ଟାରେ ନିଆଁ…

ମାତ୍ର ଗୋଟିଏ ଦିନର ପେଟ୍ରୋଲ ବାକି

କଲମ୍ବୋ,୧୬।୫: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ପେଟ୍ରୋଲ ଷ୍ଟକ୍‌ ଆଉ ମାତ୍ର ଗୋଟିଏ ଦିନ ପାଇଁ ରହିଛି। ଏହି ଦ୍ୱୀପଦେଶର ଅର୍ଥନୀତି ଅନିଶ୍ଚିତ ସ୍ଥିତିରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେ କହିଛନ୍ତି। ଦେବାଳିଆ ହୋଇପଡ଼ିଥିବା ଦେଶକୁ ଆଗାମୀ ଦିନରେ ଅଧିକ କଠିନ…

ଦିଲ୍ଲୀକୁ ୧୫୯ରେ ଅଟକାଇଲା ପଞ୍ଜାବ

ମୁମ୍ବାଇ,୧୬।୫: ସ୍ଥାନୀୟ ଡି ଓ୍ବାଇ ପାଟିଲ ସ୍ପୋଟର୍‌ସ ଏକାଡେମୀରେ ସୋମବାର ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ମିଚେଲ ମାର୍ଶ(୬୩) ଅର୍ଦ୍ଧଶତକ ହାସଲ କରିଛନ୍ତି। ତାଙ୍କ ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୭ ଉଇକେଟ ହରାଇ ୧୫୯ ରନ୍‌…

ରାଜଧାନୀରେ କମୁଛି କରୋନା ମାମଲା

ନୂଆଦିଲ୍ଲୀ,୧୬।୫: ରାଜଧାନୀ ଦିଲ୍ଲୀରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଗତ କିଛି ଦିନରୁ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୭୭ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାଜନିତ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୯୧୦…

ଲକ୍ଷ୍ନୌରେ ପହଞ୍ଚିଲେ ମୋଦି

ଲକ୍ଷ୍ନୌ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉତ୍ତରପ୍ରଦେଶ ଗସ୍ତ କରିଛନ୍ତି। ସନ୍ଧ୍ୟାରେ କୁଶୀନଗରରୁ ପ୍ରଧାନମନ୍ତ୍ରୀ ମୋଦି ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସେ ସିଧାସଳଖ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନକୁ ଯିବେ। ସେଠାରେ ମୋଦି ଯୋଗୀ ସରକାରଙ୍କ ମନ୍ତ୍ରୀମାନଙ୍କ…

୯ବର୍ଷର ରେକର୍ଡ ଭାଙ୍ଗିଲା ଦିଲ୍ଲୀ

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଚଳିତ ବର୍ଷ ସବୁ ବର୍ଷଠାରୁ ଅତ୍ୟଧିକ ଗରମ ହେବା ସହ ଗୁଳଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଇତିମଧ୍ୟରେ ରବିବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଥିବା…

ଟସ୍‌ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି

ମୁମ୍ବାଇ,୧୬।୫: ମୁମ୍ବାଇର ଡି ଓ୍ବାଇ ପାଟିଲ ସ୍ପୋଟର୍‌ସ ଏକାଡେମୀରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୪ତମ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ପଞ୍ଜାବ କିଙ୍ଗ୍ସ ଅଧିନାୟକ ମୟାଙ୍କ ଅଗ୍ରଓ୍ବାଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri