ଖୋଲିପାରୁନି ୟୁନିଟ୍-୨ ଫଳ ବଜାର
ଭୁବନେଶ୍ୱର,୧୬।୫ (ବ୍ୟୁରୋ): ରାସ୍ତାରେ ଠେଲାଗାଡ଼ିର ଲମ୍ବା ଧାଡ଼ି। ବିଶେଷକରି ୟୁନିଟ-୧, ଯୁନିଟ-୨, ରାଜମହଲ ଛକ ଆଦି ସ୍ଥାନରେ ବ୍ୟବସାୟୀମାନେ ଠେଲାଗାଡ଼ିରେ ବେପାର ଜମାଉଛନ୍ତି। ସେମାନଙ୍କ ମଧ୍ୟରେ ପ୍ରାୟ ୯୦ ପ୍ରତିଶତ ଫଳ ବ୍ୟବସାୟୀ ରହିଛନ୍ତି। କେବଳ ଏହି ଛକ ନୁହେଁ, ସହରର…
ଝିଅ ପାଇଁ ୩୬ ବର୍ଷ ହେବ ପୁରୁଷ ବେଶରେ ରହିଆସୁଛନ୍ତି ମା’
ଚେନ୍ନାଇ,୧୬।୫:ତାମିଲନାଡୁ ଥୁତୁକୁଡି ଜିଲାର ଜଣେ ମହିଳା ନିଜ ଝିଅକୁ ପାଳିପୋଷି ବଡ କରିବା ପାଇଁ ୩୬ ବର୍ଷ ଧରି ପୁରୁଷ ବେଶରେ ରହିଆସୁଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଥୁତୁକୁଡି ଜିଲା କାଟୁନାୟକ୍କାନପତ୍ତି ଗାଁର ୫୭ ବର୍ଷୀୟା ପେଚିୟାମ୍ମଲ ମାତ୍ର…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଲେ ସୌମ୍ୟରଞ୍ଜନ
ରାଜନଗର,୧୬ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଶ୍ରୀଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ଛାତ୍ର ସୌମ୍ୟରଞ୍ଜନ ବଳ ପାଟିରେ କଲମ ମାଧ୍ୟମରେ ଭାରତ ମାନଚିତ୍ର ଆଙ୍କି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ମାତ୍ର ୧ ମିନିଟ୍ ୩୩ ସେକେଣ୍ଡ ମଧ୍ୟରେ ଭାରତ ମାନଚିତ୍ର ଆଙ୍କି ଇଣ୍ଡିଆ…
ଡାକ୍ତରଖାନା ଉଭାନ, କର୍ମଚାରୀ ନେଉଛନ୍ତି ଦରମା
କେନ୍ଦ୍ରାପଡ଼ା ଅଫିସ, ୧୬ା୫: ଚିକିତ୍ସା କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାଦ୍ୱାରା ଲୋକଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା ସହ ରୋଗରୁ ମୁକ୍ତି ପାଇବେ। ହେଲେ କେନ୍ଦ୍ରାପଡ଼ା ଜିଲା ସହର ମଧ୍ୟସ୍ଥଳ ଫକୀରାବାଦ୍ରେ…
ମାର୍ଶାଘାଇ, ରାଜକନିକାରେ ଜେଏମ୍ଏଫ୍ସି କୋର୍ଟ ଦାବି
କେନ୍ଦ୍ରାପଡ଼ା ଅଫିସ,୧୬ା୫: କେନ୍ଦ୍ରାପଡ଼ା ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ଏହି ଲୋକ ଅଦାଲତରେ ଅନ୍ତର୍ଭୁକ୍ତ ୭୮୩ଟି ଦେୱାନୀ, ଫୌଜଦାରି, ପାରିବାରିକ ଓ ମୋଟରଯାନ ଦୁର୍ଘଟଣା ମଧ୍ୟରୁ ୧୭୨ଟିର ଫଏସଲା ହୋଇଥିଲା। ଏଥିସହ ୪୫୭୬…
ମହଙ୍ଗା ହେବ ବିମାନ ଯାତ୍ରା…
ନୂଆଦିଲ୍ଲୀ, ୧୬।୫ : ବିମାନ ଯାତ୍ରା ବର୍ତ୍ତମାନ ଅଧିକ ମହଙ୍ଗା ହେବାର ଆଶଙ୍କା ରହିଛି। ସରକାରୀ ତୈଳ କମ୍ପାନୀଗୁଡିକ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଟିଏଫ ଦାମରେ ୫ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ବୃଦ୍ଧି ପରେ…
ରାଜ୍ୟରୁ ଆଜି ୭ ପଜିଟିଭ୍ ଚିହ୍ନଟ: ୧୨,୮୮,୩୧୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟରୁ ସୋମବାର ୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୧୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫ ଜଣ ଚିହ୍ନଟ ହୋଇଥିବା…
ଚଢ଼ାଉ ସତ୍ତ୍ୱେ ଚାଲିଛି ଖଣିଜ ସମ୍ପଦ ଲୁଟ୍
ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଲୁଟ୍ ଚାଲିଛି। ଦୈନିକ ଶହ ଶହ ଟ୍ରକରେ ମୋରମ, ବାଲି, କଳାମୁଗୁନି ପଥର, ବଉଳାମାଳା (ମନ୍ଦିର ନିର୍ମାଣରେ ବ୍ୟବହାର ହେଉଥିବା ମୂଲ୍ୟବାନ ପଥର) ଓ ମାଙ୍କଡ଼ା ପଥର ଚାଲାଣ କରାଯାଉଛି। ବେଆଇନ…
ମୃତ୍ୟୁ ସଂଖ୍ୟା ୨୭, ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍…
ନୂଆଦିଲ୍ଲୀ, ୧୬।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ୍ର…
ସହଯୋଗୀଙ୍କୁ ବେଲ୍ରେ ନେବାକୁ ଆସି ଧରାପଡ଼ିଲେ
ଭୁବନେଶ୍ୱର,୧୬।୫(ବ୍ୟୁରୋ): ଗ୍ରାହକଙ୍କୁ ଆପ୍ ଦ୍ୱାରା ଲୋନ୍ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ନେଉଥିବା ମାମଲାରେ ନୂଆ ନୂଆ ତଥ୍ୟ ଆସିବାରେ ଲାଗିଛି। ତଦନ୍ତ ସମୟରେ ସମ୍ପୃକ୍ତ କମ୍ପାନୀ ‘ମହାଗ୍ରାମ ପେମେଣ୍ଟ୍ସ ପ୍ରାଇଭେଟ୍ ଲିମିଟେଡ’ର ଗୁମର…
ଓଡ଼ିଆ ଭାଷା ପୁସ୍ତକରେ ପିଲା ପଢ଼ୁଛନ୍ତି ଇଂଲିଶ
ଭୁବନେଶ୍ୱର,୧୬।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପିଲାଙ୍କୁ ଗୁଣବତ୍ତାର ଶିକ୍ଷା ପ୍ରଦାନ କରିବା ଲାଗି ସବୁ ପ୍ରକାର ଚେଷ୍ଟା କରୁଥିଲେ ମଧ୍ୟ ଅନେକଥର ତ୍ରୁଟି ପରିଲକ୍ଷିତ ହେଉଛି। କେଉଁଠି ନା କେଉଁଠି ନିଜ କାର୍ଯ୍ୟଦକ୍ଷତାକୁ ନେଇ ଲୋକହସା ହେଉଛି। ଏବେ ତୃତୀୟ…
ଘନେଇଲା କୋଇଲା ସଙ୍କଟ, ଚିନ୍ତାରେ ମନ୍ତ୍ରଣାଳୟ …
ନୂଆଦିଲ୍ଲୀ, ୧୬।୫ : ଘରୋଇ କୋଇଲା ଚାହିଦା ପୂରଣ କରିବାରେ ଦେଶ ଅସୁବିଧାର ସମ୍ମୁଖୀନ ହେଉଛି ବୋଲି କୋଇଲା ମନ୍ତ୍ରଣାଳୟ କହିଛି। କୋଇଲା ଅଭାବକୁ ଦୂର କରିବାରେ ଉଭୟ ବ୍ୟବସାୟୀ ଏବଂ କୋଇଲା ବ୍ଲକଧାରୀଙ୍କ ପ୍ରମୁଖ ଭୂମିକା ରହିଛି ବୋଲି ମନ୍ତ୍ରଣାଳୟ…
Archives


