Home

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ଏକଚାଟିଆ କାର୍ଯ୍ୟକୁ ଅନ୍ୟ ଦୁଇ ନିର୍ବାଚନ ଆୟୁକ୍ତ ସୁଖବୀର ସିଂହ ସାନ୍ଧୁ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ୬ ଜିଲାରେ ଆଉ ଗୋଟିଏ ଦିନ ଛୁଟି ବୃଦ୍ଧି…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ ତୀବ୍ର ବାଦ-ବିବାଦ ଦେଖିବାକୁ ମିଳିଥିଲା। ସ୍ଥାନ ଚୟନକୁ ନେଇ ଚାଇନାର ଫଟୋଗ୍ରାଫର, ହ୍ବାଇଟ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେବା ଯୋଗୁ ଲୋକେ ଘରୁ ବାହାରି ପାରୁନାହାନ୍ତି। ନଦୀଗୁଡ଼ିକର ଜଳସ୍ତର…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ। ଆମେରିକା ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଉଦବୋଧନ ଦେଇ ସେ କହିଥିଲେ ଯେ ଚାଇନା ଏବଂ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ହୋଇ ନ ଥିଲେ ବି, ନ୍ୟୁଜିଲ୍ୟାଣ୍ଡରେ ଭାରତର ୧୫ ବର୍ଷୀୟ ଯୁବ ସେନ୍‌ସେସନ୍…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ ହୋଇଯାଇଛି। ‘ୱେଲକମ୍’, ‘ଗଦର: ଏକ ପ୍ରେମ କଥା’ ଏବଂ ‘ଜୋଡ଼ି ନମ୍ବର ୧’…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ଜିଲାରେ ୨୯୪.୧ ମିମି ବର୍ଷା ହୋଇଥିବାବେଳେ ଥୁଆମୂଳ ରାମପୁର…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ। ୨୭ଟି ନକ୍ଷତ୍ର…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ ଭସାଣି ଶୋଭାଯାତ୍ରାର ସିଧା ପ୍ରସାରଣ (ଲାଇଭ୍ ଷ୍ଟ୍ରିମିଂ) କରାଯିବ। ଏ ସମ୍ପର୍କରେ କଟକ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ ସେହି ଗ୍ରାମର ପର୍ଶୁରାମ ହରିଜନଙ୍କ ସ୍ତ୍ରୀ ରାଧିକା ହରିଜନ। ଶୁକ୍ରବାର ସକାଳ ୮ଟା…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ କାର୍ଯ୍ୟରେ ନିୟୋଜିତ ସମସ୍ତ BLOଙ୍କୁ ଏହି ସମ୍ମାନ ଭତ୍ତା ପ୍ରଦାନ କରାଯିବ, ଯେଉଁଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?