Home

ବାନ୍ଧବୀ, ବୟଫ୍ରେଣ୍ଡଙ୍କୁ ବିବାହ କଲେ ଯୁବତୀ, ଆଉ ତା’ପରେ…

ଏବେ ବିବାହ ଋତୁ ଚାଲିଛି। ନିଆରା ବିବାହର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେଉଛି। ସେମିତି ଏକ ସ୍ବତନ୍ତ୍ର ବିବାହ ଆମେରିକାରେ ଅନୁଷ୍ଠିତ ହୋଇଯାଇଛି। ଏଠି ଦୁଇ ନୁହେଁ, ବରଂ ୩ ଜଣଙ୍କ ମଧ୍ୟରେ ବିବାହ…

‘ଚୁମ୍ବନ ଦେବା ଯୌନ ଅପରାଧ ନୁହେଁ’

ପୁଣେ,୧୫।୫: ଏକ ଯୌନ ଉତ୍ପୀଡ଼ନ ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଜଣେ ୧୪ ବର୍ଷର ବାଳକଙ୍କୁ ଯୌନ ନିର୍ଯାତନା ମାମଲାରେ କୋର୍ଟ ଜାମିନ ପ୍ରଦାନ କରି କହିଛନ୍ତି। ଚୁମ୍ବନ ଦେବା ଏବଂ ପ୍ରେମ କରିବା…

ଟସ୍‌ ଜିତିଲା ରାଜସ୍ଥାନ ରୟାଲ୍ସ

ପୁଣେ,୧୫।୫: ଆଇପିଏଲ ୨୦୨୨ରେ ଆଉ ଅଳ୍ପ କିଛି ଲିଗ ମ୍ୟାଚ ବାକି ଅଛି। ପ୍ଲେ ଅଫ ପାଇଁ ରେସ୍‌ ମଧ୍ୟ ରୋଚକ ସ୍ଥିତିରେ ପହଞ୍ଚିଛି। ଏହି ପରିସ୍ଥିତିରେ ରବିବାର ଆଇପିଏଲ୍‌ର ୬୩ତମ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ…

କଳା ଫିତା ବାନ୍ଧି ପଡ଼ିଆକୁ ଓହ୍ଲାଇଲେ ଖେଳାଳି

ମୁମ୍ବାଇ,୧୫।୫: ଆଇପିଏଲ୍‌ ୨୦୨୨ର ୬୨ତମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଉଭୟ ଦଳର ଖେଳାଳିମାନେ କାର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସଙ୍କ ସମ୍ମାନାର୍ଥେ…

ଫିନଲ୍ୟାଣ୍ଡକୁ ଚେତାବନୀ ଦେଲା ରୁଷିଆ

ହେଲସିଙ୍କି,୧୫।୫:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଯୁଦ୍ଧ ମଧ୍ୟରେ ଫିନଲ୍ୟାଣ୍ଡ ସରକାର ରବିବାର ଏକ ବଡ ଘୋଷଣା କରିଛନ୍ତି। ଫିନଲ୍ୟାଣ୍ଡ ନାଟୋର ସଦସ୍ୟତା ପାଇଁ ଆବେଦନ କରିବାକୁ ନିଷ୍ପତ୍ତି ନେଇଛି। ଏହାପୂର୍ବରୁ ଦୁଇ ୟୁରୋପୀୟ ଦେଶ ଫିନଲ୍ୟାଣ୍ଡ…

ଭାରତୀୟ କୃଷକ ସଂଗଠନରୁ ବିଦା ହେଲେ ରାକେଶ ଟିକାଏତ

ନୂଆଦିଲ୍ଲୀ,୧୫।୫: ବିବାଦୀୟ କୃଷି ଆଇନ ବିରୋଧରେ ଦୀର୍ଘ ଦିନ ଧରି ଚାଷୀଙ୍କ ଆନ୍ଦୋଳନର ସ୍ଥାପତ୍ୟ ରହିଆସିଥିବା ଭାରତୀୟ କୃଷକ ସଂଗଠନରେ ଫାଟ ଦେଖାଦେଇଛି। ଦେଶର ଏହି ବଡ କୃଷକ ସଂଗଠନ ଏବେ ଦୁଇ ଭାଗ ହୋଇଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ଆତ୍ମହତ୍ୟା କଲେ ଅଭିନେତ୍ରୀ

ବଙ୍ଗଳା ଟେଲିଭିଜନ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତ୍ରୀ ପଲ୍ଲବୀ ଦେ’ ଆତ୍ମହତ୍ୟା କରିଛନ୍ତି। କୋଲକତାର ଗାରଫାସ୍ଥିତ ଫ୍ଲାଟରେ ସେ ଫ୍ୟାନ୍‌ରେ ଝୁଲୁଥିବା ଦେଖିବାକୁ ମିଳିଛି। ବଙ୍ଗଳା ଟିଭି ଧାରାବାହିକ ‘ମୋନ ମାନେ ନା’ରେ ମୁଖ୍ୟ ଭୂମିକାରେ ଅଭିନୟ କରୁଥିବା ପଲ୍ଲବୀ କ’ଣ ପାଇଁ…

ଅକ୍ଟୋବର-୨ରୁ ଭାରତ ଯୋଡୋ ଯାତ୍ରା

ଜୟପୁର,୧୫।୫: ରାଜସ୍ଥାନର ଉଦୟପୁରରେ ଚାଲିଥିବା କଂଗ୍ରେସର ଚିନ୍ତନ ଶିବିରର ଶେଷ ଦିନରେ ଦଳର ଜାତୀୟ ସଭାପତି ସୋନିଆ ଗାନ୍ଧୀ ନେତାମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ଏହି ଶିବିରରେ ଅଂଶଗ୍ରହଣ କରିଥିବା ଦଳର ନେତାମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥି ସହିତ ସୋନିଆ କହିଛନ୍ତି,…

ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୋଦି: ବିଜେତା ଦଳକୁ ମିଳିବ ୧ କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲରେ ଶକ୍ତିଶାଳୀ ଇଣ୍ଡୋନେସିଆ ଦଳକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତିଛି। ଏହି ବିଜୟ ପରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରୁଷ…

ମୁକେଶ ଅମ୍ବାନୀଙ୍କ ପାଇଁ ପ୍ରତିବନ୍ଧକ ସାଜିଛନ୍ତି ଦୁଇ ଭାଇ

ନୂଆଦିଲ୍ଲୀ: ବ୍ରିଟିଶ କମ୍ପାନୀ ବୁଟ୍ସ କାରବାର ପାଇଁ ପ୍ରାୟ ୬୫,୮୬୫ କୋଟି ଟଙ୍କା (୮.୫ ବିଲିୟନ ଡଲାର)ର ମୂଲ୍ୟ ରଖାଯାଇଛି। ଏହି ଡିଲ୍‌ ଦୁନିଆର ସବୁଠୁ ବଡ଼ ବ୍ୟବସାୟ ହେବାକୁ ଯାଉଛି। ଏହି କାରଣରୁ ମୁକେଶ ଅମ୍ବାନୀଙ୍କ ପରି ଅନେକ ଭେଟେରାନ…

ଗୁଣିଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ବାନ୍ଧି ବାଡ଼େଇଲେ ଗ୍ରାମବାସୀ, ଭାଙ୍ଗିଦେଲେ ଦାନ୍ତ

ଗଞ୍ଜାମ,୧୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନ ଗଡ଼ହୁମାରେ ରବିବାର ଗୁଣିଗାରେଡ଼ି ସନ୍ଦେହରେ ଗ୍ରାମବାସୀ ଦୁଇଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗି ଦେବା ଘଟଣା ସହରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ସୂଚନାନୁଯାୟୀ, ଶନିବାର ରାତିରେ ଦେବୀମନ୍ଦିରରେ ତାନ୍ତ୍ରିକ ପୂଜାପାଠ…

କାର୍‌ରେ କଳା କାଚ ଲଗାଇଲେ ଗଣିବେ ତଣ୍ଡ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜଧାନୀରେ କଳା କାଚ ଥିବା କାର୍‌ ଦେଖିଲେ ପୋଲିସ ନେବ ଜରିମାନା। ଅପରାଧ ରୋକିବାକୁ କମିଶନରେଟ ପୋଲିସ ଏପରି ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। କାର୍‌ରେ ଯଦି କଳା କାଚ ଲାଗିଥାଏ, ତେବେ ମାଲିକ ୫୦୦ ଟଙ୍କା ତଣ୍ଡ ଗଣିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri