ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୋଦି: ବିଜେତା ଦଳକୁ ମିଳିବ ୧ କୋଟି ଟଙ୍କା
ନୂଆଦିଲ୍ଲୀ,୧୫।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲରେ ଶକ୍ତିଶାଳୀ ଇଣ୍ଡୋନେସିଆ ଦଳକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତିଛି। ଏହି ବିଜୟ ପରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରୁଷ…
ମୁକେଶ ଅମ୍ବାନୀଙ୍କ ପାଇଁ ପ୍ରତିବନ୍ଧକ ସାଜିଛନ୍ତି ଦୁଇ ଭାଇ
ନୂଆଦିଲ୍ଲୀ: ବ୍ରିଟିଶ କମ୍ପାନୀ ବୁଟ୍ସ କାରବାର ପାଇଁ ପ୍ରାୟ ୬୫,୮୬୫ କୋଟି ଟଙ୍କା (୮.୫ ବିଲିୟନ ଡଲାର)ର ମୂଲ୍ୟ ରଖାଯାଇଛି। ଏହି ଡିଲ୍ ଦୁନିଆର ସବୁଠୁ ବଡ଼ ବ୍ୟବସାୟ ହେବାକୁ ଯାଉଛି। ଏହି କାରଣରୁ ମୁକେଶ ଅମ୍ବାନୀଙ୍କ ପରି ଅନେକ ଭେଟେରାନ…
ଗୁଣିଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ବାନ୍ଧି ବାଡ଼େଇଲେ ଗ୍ରାମବାସୀ, ଭାଙ୍ଗିଦେଲେ ଦାନ୍ତ
ଗଞ୍ଜାମ,୧୫ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନ ଗଡ଼ହୁମାରେ ରବିବାର ଗୁଣିଗାରେଡ଼ି ସନ୍ଦେହରେ ଗ୍ରାମବାସୀ ଦୁଇଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗି ଦେବା ଘଟଣା ସହରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ସୂଚନାନୁଯାୟୀ, ଶନିବାର ରାତିରେ ଦେବୀମନ୍ଦିରରେ ତାନ୍ତ୍ରିକ ପୂଜାପାଠ…
କାର୍ରେ କଳା କାଚ ଲଗାଇଲେ ଗଣିବେ ତଣ୍ଡ
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜଧାନୀରେ କଳା କାଚ ଥିବା କାର୍ ଦେଖିଲେ ପୋଲିସ ନେବ ଜରିମାନା। ଅପରାଧ ରୋକିବାକୁ କମିଶନରେଟ ପୋଲିସ ଏପରି ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। କାର୍ରେ ଯଦି କଳା କାଚ ଲାଗିଥାଏ, ତେବେ ମାଲିକ ୫୦୦ ଟଙ୍କା ତଣ୍ଡ ଗଣିବେ।…
ମୋଦି ସରକାର ଦେଶର ଯୁବବର୍ଗଙ୍କ ଭବିଷ୍ୟତ ନଷ୍ଟ କରୁଛନ୍ତି, କହିଲେ ରାହୁଲ…
ଉଦୟପୁର, ୧୫।୫ : ରାଜସ୍ଥାନର ଉଦୟପୁରରେ ଚାଲିଥିବା କଂଗ୍ରେସର ଚିନ୍ତନ ଶିବିରର ତୃତୀୟ ଦିନରେ ରାହୁଲ ଗାନ୍ଧୀ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଭାଜପାରେ ଏସ୍ସି/ଏସ୍ଟିମାନେ ଅପମାନିତ ହୋଇଛନ୍ତି। ସେଠାରେ ତାଙ୍କ କଥା କେହି ଶୁଣନ୍ତି ନାହିଁ। କଂଗ୍ରେସ ହେଉଛି…
ବଡ଼ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନଭାଇ
କେସିଙ୍ଗା,୧୫ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧିନସ୍ଥ କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ପଣ୍ଡି ଗାଁରେ ରବିବାର ଅଭାବନୀୟ କାଣ୍ଡ ଘଟିଛି। ପ୍ରକାଶ ଯେ, ରବିବାର ସକାଳୁ ପଣ୍ଡି ଗାଁର ବଡ଼ ବାପାଙ୍କ ପୁଅ ଘାସିରାମ ଟାକରିଆ ଓ ମାରାଦେଭ ଟାକରିଆଙ୍କ…
ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ଶୁଭାରମ୍ଭ
ପୁରୁଷୋତ୍ତମ ପୁର, ୧୫/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣି ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟ ରବିବାର ଶୁଭାରମ୍ଭ ହୋଇଛି। ଏଥିରେ ମନ୍ଦିରଟ୍ରଷ୍ଟ…
ବ୍ରଜରାଜନଗର ଉପନିର୍ବାଚନ: ରଣନୀତି ପ୍ରସ୍ତୁତିରେ ଲାଗିଛନ୍ତି ରାଜନେତା
ଝାରସୁଗୁଡ଼ା ଅଫିସ,୧୫ା୫: ବ୍ରଜରାଜନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି । ଏନେଇ ବିଜେଡି ପକ୍ଷରୁ ନେତୃବୃନ୍ଦମାନେ କର୍ମୀମାନଙ୍କୁ ନେଇ ମାରାଥନ ବୈଠକ କରୁଛନ୍ତି। ବିଜେଡି ମହିଳା ମୋର୍ଚ୍ଚାର ରାଜ୍ୟ…
ଇତିହାସ ରଚିଲା ଭାରତ, ପ୍ରଥମ ଥର ପାଇଁ ଜିତିଲା ଥୋମାସ୍ କପ୍…
ନୂଆଦିଲ୍ଲୀ, ୧୫।୫ : ଥୋମାସ କପ୍ର ଅନ୍ତିମ ମ୍ୟାଚରେ ଇଣ୍ଡୋନେସିଆକୁ ପରାସ୍ତ କରି ଭାରତ ଇତିହାସ ସୃଷ୍ଟି କରିଛି। ଏହି ଟୁର୍ନାମେଣ୍ଟରେ ୧୪ ଥର ଜିତିଥିବା ଦଳକୁ ଭାରତ ପରାସ୍ତ କରିଛି। ପ୍ରଥମ ମ୍ୟାଚରେ ଲକ୍ଷ୍ମୀ ସେନ ଏବଂ ସତଭିକ ଚିରାଗଙ୍କ…
ଟସ୍ ଜିତିଲା ସିଏସ୍କେ, ବ୍ୟାଟିଂ ନିଷ୍ପତ୍ତି…
ମୁମ୍ବାଇ, ୧୫।୫: ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୬୨ତମ ମ୍ୟାଚ୍ରେ ରବିବାର ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ଗୁଜରାଟ ଟାଇଟନ୍ସ୍୍(ଜିଟି୍) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ସିଏସ୍କେ…
କେବଳ ସାଇମଣ୍ଡ୍ସ ନୁହନ୍ତି, ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଭାରତର ଏହି ପ୍ରସିଦ୍ଧ ବ୍ୟକ୍ତି
ସଡ଼କ ଦୁର୍ଘଟଣାରେ ଅଷ୍ଟ୍ରେଲୀୟ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡ୍ସଙ୍କ ମୃତ୍ୟୁ ହୋଇଛି। ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କେବଳ ଆଣ୍ଡ୍ରିୟୁ ନୁହନ୍ତି, ଭାରତର ଅନେକ ପ୍ରସିଦ୍ଧ ବ୍ୟକ୍ତି ମଧ୍ୟ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସାନପୁଅ ସଞ୍ଜୟ ଗାନ୍ଧୀ ବିମାନ…
ସରକାର ବଦଳିବା ପରେ ବି ସୁଧୁରିଲାନି ପାକିସ୍ତାନର ଅବସ୍ଥା
ଇସଲାମାବାଦ,୧୫ା୫: ପାକିସ୍ତାନରେ ନୂତନ ସରକାର କ୍ଷମତାକୁ ଆସିବା ପରେ ମଧ୍ୟ ସ୍ଥିତିରେ ସୁଧାର ଆସୁନାହିଁ। ଅନ୍ତର୍ଜାତୀୟ ମୂଲ୍ୟ ବୃଦ୍ଧି ହେତୁ ଦେଶର ଅର୍ଥନୀତି ଦ୍ରୁତଗତିରେ ହ୍ରାସ ପାଉଛି। ଏଥି ସହିତ ଏପ୍ରିଲ ମାସ ପର୍ଯ୍ୟନ୍ତ ପାକିସ୍ତାନର ତେଲ ଏବଂ ଖାଦ୍ୟ ଆମଦାନୀ…
Archives


