Home

କଂଗ୍ରେସକୁ ଆଶ୍ୱସ୍ତି, ଚିନ୍ତନ ଶିବିରରେ ଜି୨୩ର ସମସ୍ତ ସମସ୍ୟାର ସମାଧାନ!

ନୂଆଦିଲ୍ଲୀ,୧୫ ।୫: ଏବେ ବୁଡିଯାଉଥିବା ଡଙ୍କାକୁ କୂଳରେ ଲଗାଇବାକୁ ଚେଷ୍ଟା କରୁଛି କଂଗ୍ରେସ । ବେଶ କିଛି ବର୍ଷ ହେବ ପ୍ରାୟ ସମସ୍ତ ନିର୍ବାନରେ ଶୋଚନୀୟ ପରାଜୟ ପରେ ଏବେ ଦଳକୁ ମଜଭୁତ ଚିନ୍ତା କରାଯାଇଛି । ସେଥିପାଇଁ ରାଜସ୍ଥାନର ଉଦୟପୁରରେ…

ଗାଁଠୁ ଛୋଟ ଦେଶ

ଏଇ ପୃଥିବୀରେ ଏମିତି ବି ଦେଶ ରହିଛି ଯାହାର କ୍ଷେତ୍ରଫଳ ଗୋଟିଏ ଛୋଟ ଗାଁଠାରୁ ବି କମ୍‌। ସେଭଳି ଏକ ଦେଶ ହେଉଛି ମୋନାକୋ। ଜାଣିବା ଏହି ଦେଶ ସମ୍ପର୍କରେ କିଛି ରୋଚକ ତଥ୍ୟ…ବିକାଶ ସୂଚୀ ୧ରୁ ଅଧିକ ଥିବାରେ ଏହା…

ସମୁଦ୍ରକୁ ଗଲେ ୨ କୋଟି କଇଁଛ ଶାବକ

ରାଜନଗର, ୧୫ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥାରେ ୫ ଦିନ ହେଲା ବିରଳ ଦୃଶ୍ୟ ଦେଖିବାକୁ ମିଳୁଛି। ଗାତରୁ ବାହାରି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଯାଇ ବିଚରଣ କରୁଛନ୍ତି। ୫ ଦିନ ମଧ୍ୟରେ ୨ କୋଟି ୨ ଲକ୍ଷ…

ବଡ଼ ପ୍ରତିଷ୍ଠାନର ଅଗ୍ନି ନିରାପତ୍ତା ଅଡିଟ୍‌ ହେବ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଦିଲ୍ଲୀ ଅଗ୍ନିକାଣ୍ଡରେ ୨୭ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏହି ଘଟଣା ପରେ ଓଡ଼ିଶା ସରକାରଙ୍କ ଚେତା ପଶିଛି । ଓଡ଼ିଶା ଅଗ୍ନି ନିରୋଧକ ଏବଂ ଅଗ୍ନି ନିରାପତ୍ତା ରୁଲ୍‌ସ-୨୦୧୭କୁ କଡ଼ାକଡ଼ି ପାଳନ କରିବାକୁ ଅଗ୍ନିଶମ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।…

ମାଟି ଅନୁକୂଳ, ବ୍ୟବସ୍ଥା ଦୁର୍ବଳ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ବଜାରରେ ଖାଇବା ତେଲର ଅହେତୁକ ଦରବୃଦ୍ଧି ଖାଉଟିଙ୍କୁ କଲବଲ କରୁଛି। ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ତୈଳବୀଜ ଚାଷ ଏବଂ ସେଥିରୁ ତେଲ ଉତ୍ପାଦନ ଆଶାନୁରୂପ ହୋଇ ନ ପାରିବାରୁ ଏଭଳି ସ୍ଥିତି ଉପୁଜିଛି। ଓଡ଼ିଶା କଥା ଦେଖିଲେ, ଦିନକୁ…

ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟ ଖେଳାଳୀ ଆଣ୍ଡ୍ରିୟୁ ସାଇମଣ୍ଡସଙ୍କ ପରଲୋକ

କାନବେରା,୧୫ ।୫: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କର କାର ଦୁର୍ଘଟଣାରେ ୪୬ ବର୍ଷ ବୟସରେ ପରଲୋକ ହୋଇଛି । ଶନିବାର ରାତିରେ ଟାଉନସଭିଲେରେ ଏହି ଦୁର୍ଘଟଣା ଘଟିଛି । ପୋଲିସର ସୂଚନା ଅନୁଯାୟୀ, ସାଇମଣ୍ଡସଙ୍କୁ ବଞ୍ଚାଇବାକୁ ସତ ଚେଷ୍ଟା କରାଯାଇଥିଲେ…

କେକେଆରର ସହଜ ବିଜୟ…

ମୁମ୍ବାଇ, ୧୪।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୭୮ ରନ୍ ଲକ୍ଷ୍ୟର ପିଛା କରି ଏସଆରଏଚ ୨୦ ଓଭରରେ…

ଗହମ ରପ୍ତାନୀ ବନ୍ଦ, ଦୋଷୀ କିଏ ? ସରକାର ନା ବ୍ୟବସାୟୀ…

ନୂଆଦିଲ୍ଲୀ, ୧୪।୫ : ଶନିବାର ସକାଳେ ଭାରତ ସରକାର ଅନ୍ୟ କୌଣସି ଦୋକୁ ଗହମ ରପ୍ତାନୀ କରିବେନି ବୋଲି ନିଷ୍ପତ୍ତି ନିଆଯାଇଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭାରତ ଗହମ ଉତ୍ପାଦନରେ ପୃଥିବୀର ଦ୍ୱିତୀୟ ବୃହତ୍ତମ ଦେଶ। ସରକାରଙ୍କ…

ଫିଲ୍ମରେ ଡେବ୍ୟୁ ପୂର୍ବରୁ ଝିଅଙ୍କୁ ଏହି ପରାମର୍ଶ ଦେଲେ କିଙ୍ଗ୍‌ ଖାନ୍‌

ମୁମ୍ବାଇ: ଶାହାରୁଖଙ୍କ ଝିଅ ସୁହାନା ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ଝିଅଙ୍କ ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି କିଙ୍ଗ୍‌ଖାନ୍‌। ଏଥିରେ ସେ ଲେଖିଛନ୍ତି, ଜୟା ଅଖତରଙ୍କ ଫିଲ୍ମ ‘ଦି ଆର୍ଚିଜ’ରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସୁନ୍ଦର…

ଶାଗୁଣା ବଂଶ ରକ୍ଷା ଲାଗି କେନ୍ଦ୍ର ସରକାରଙ୍କୁ ହାଇକୋର୍ଟଙ୍କ ପରାମର୍ଶ… 

ନୂଆଦିଲ୍ଲୀ, ୧୪।୫ : ପ୍ରାଣୀମାନଙ୍କ ଚିକିତ୍ସାରେ ବ୍ୟବହୃତ କେତେକ ଔଷଧ କାରଣରୁ ଶାଗୁଣାଙ୍କ ସଂଖ୍ୟା ହ୍ରାସ ପାଉଥିବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଏନେଇ ଦାଖଲ ହୋଇଥିବା ଏକ ଆବେଦନ ଉପରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ଶୃଙ୍ଖଳାର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ…

ଅକ୍ଷୟ କୁମାର କରୋନା ପଜିଟିଭ୍‌, କେନ୍ସ୍‌ ଫିଲ୍ମ ଫେଷ୍ଟିଭାଲରେ ଦେବେନି ଯୋଗ…

ମୁମ୍ବାଇ, ୧୪।୫ : ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ମେ’ ୧୭ରେ ହେବାକୁ ଥିବ ାକେନ୍ସ୍‌ ଫିଲ୍ମ ଫେଷ୍ଟିଭାଲ୍‌ରେ ଯୋଗ ଦେବେନି ବୋଲି ଶନିବାର ଟୁଇଟ୍‌ କରି ଜଣାଇଛନ୍ତି। କିଛି ଦିନ ଧରି…

ଭାରତୀୟ ମତ୍ସ୍ୟଜୀବୀଙ୍କୁ ଧରିଲା ପାକିସ୍ତାନ

ନୂଆଦିଲ୍ଲୀ,୧୪ା୫: ପାକିସ୍ତାନର ସାମୁଦ୍ରିକ ସୁରକ୍ଷା ବାହିନୀ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭାରତୀୟ ମତ୍ସ୍ୟଜୀବୀ ଡଙ୍ଗା ଧରିଛି। ଏହି ଡଙ୍ଗାରେ ୮ ଜଣ ସଦସ୍ୟ ଥିଲେ। ଏହି ଡଙ୍ଗାର ନାମ ‘ଅଲ କିର୍ମାନି’। ସରକାରୀ ସୂତ୍ରରୁ ପ୍ରକାଶ ଯେ, ଭାରତୀୟ ମତ୍ସ୍ୟଜୀବୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri