Home

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା ଆଦି ଘଟଣା ଘଟୁଥିବାରୁ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଏହି…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଜୟପୁର ଗଡିଆ ଧୋବା ସାହିର ଲାଲୁ ଖରା ଓ ପିତୁ ଜାନୀ…

୨ ଗୁଣା ତରଳୁଛି ହିମାଳୟ ଗ୍ଲେସିୟର

କାଠମାଣ୍ଡୁ,୨୩ା୩(ପି.ଟି.): ହିନ୍ଦୁକୁଶ ହିମାଳୟରେ ଥିବା ଗ୍ଲେସିୟର ୨୦୦୦ରୁ ପୂର୍ବାପେକ୍ଷା ୨ ଗୁଣ ହାରରେ ତରଳୁଛି। ୧୯୯୦ରୁ ୨୦୨୦ ମଧ୍ୟରେ ୧୨ ପ୍ରତିଶତ ଅଞ୍ଚଳ ଗ୍ଲେସିୟର ହରାଇଲାଣି ବୋଲି ଆଇସିଆଇଏମ୍‌ଓଡି ( ଅନ୍ତର୍ଜାତୀୟ ସମନ୍ବିତ ପର୍ବତ ବିକାଶ କେନ୍ଦ୍ର) ଦ୍ୱାରା ପ୍ରସ୍ତୁତ ୨ଟି…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା ତଳେ ଚାପିହୋଇ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଗଣ୍ଡବେରେଣା ଗ୍ରାମର…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ ଖେଳିପାରିବେ, ଏହି ମନ୍ତବ୍ୟ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ସୃଷ୍ଟି କରିଥିଲା।…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ ଠିକ ଭାବେ ହେଉନାହିଁ। ତେଣୁ ଦେଶରେ ଏହାର ସଙ୍କଟ କିଛିଟା ଦେଖାଦେଇଛି। ଯାହାର…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି) ଶୁଳ୍କ ଆଦାୟ କରିବାକୁ ନିଷ୍ପତ୍ତି ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ପରିବହନ ଲେନ…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ ଆକ୍ରମଣ କରନ୍ତି, ତେବେ ଏହା ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ବନ୍ଦ କରିଦେବ। ଏହି…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଚେତାବନୀ ଦେଇଥିଲେ ଯେ ଯଦି ୪୮ ଘଣ୍ଟା ମଧ୍ୟରେ ହର୍ମୁଜ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ ଉଦାହରଣ, ଏଥିରେ ଅଣୁମାତ୍ର ସନ୍ଦେହ ନାହିଁ। ଭାରତର ସ୍ବାଧୀନତା ଲାଭ ପାଇଁ ଯେଉଁ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର ଆମେରିକା ଓ ଇସ୍ରାଏଲ୍‌ ବନାମ ଇରାନ୍‌ ଯୁଦ୍ଧ। ଏଥିରେ ଆମେରିକା ସହ ସୁସମ୍ପର୍କ…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ପୋଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଗୀତର ଲିଙ୍କ୍‌ ଶେୟାର କରି ହିନ୍ଦୀରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?