Home

ଅଗ୍ନିପଥ ଯୋଜନାକୁ ନେଇ ଭାରତ ବନ୍ଦ, ବିହାରର ୧୭ ଜିଲାରେ ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୦ ।୬: ସେନାରେ ଭର୍ତ୍ତି ହେବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ଲଗାତର ବିରୋଧ ପ୍ରଦର୍ଶନ ଜାରି ରହିବା ଫଳରେ କିଛି ରାଜ୍ୟରେ ହିଂସକ ପରିସ୍ଥିତି…

କମ୍ପ୍ୟୁଟରରେ ମିଛ ପ୍ରମାଣ ଭରିଥିଲା ପୋଲିସ

ଓ୍ବାଶିଂଟନ୍‌/ପୁଣେ,୨୦।୬: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ଭୀମା-କୋରେଗାଓଁ ହିଂସା ମାମଲାରେ ପୁଣେ ପୋଲିସ ୧୬ ଜଣ ସାମାଜିକ କର୍ମୀ ଓ ବୁଦ୍ଧିଜୀବୀଙ୍କୁ ଗିରଫ କରିବା ପୂର୍ବରୁ ସେମାନଙ୍କ କମ୍ପ୍ୟୁଟରରେ ମିଥ୍ୟା ଫାଇଲ ପ୍ଲାଣ୍ଟ୍‌ କରିଥିଲା। ସରକାର ଓ ଏକ ଟେକ୍ନୋଲୋଜି ସଂସ୍ଥାର ମିଳିତ ଉଦ୍ୟମରେ…

‘ମନ କି ବାତ’ର ୯୦ ତମ ଏପିସୋଡ ପାଇଁ ଜନତାଙ୍କ ମତାମତ ଲୋଡିଲେ ମୋଦି

ନୂଆଦିଲ୍ଲୀ,୨୦ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଆଗାମୀ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ପାଇଁ ଜନତାଙ୍କ ମତ ଲୋଡିଛନ୍ତି । ୨୬ ଜୁନରେ ପ୍ରଚାରିତ ହେବାକୁ ଯାଉଥିବା ଏହି କାର୍ଯ୍ୟକ୍ରମର ୯୦ ତମ ଏପିସୋଡ ପାଇଁ ଜନତା ସେମାନଙ୍କ…

୨-୨ରେ ସିରିଜ ଶେଷ

ବେଙ୍ଗାଲୁରୁ, ୧୯।୬: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜ ୨-୨ରେ ଶେଷ ହୋଇଛି। ପୂର୍ବରୁ ୪ଟି ମ୍ୟାଚ ଅନୁଷ୍ଠିତ ହୋଇ ହୋଇଥିବା ବେଳେ…

ଭାରତ-ଦକ୍ଷିଣ ଆଫ୍ରିକା ପଞ୍ଚମ ଟି-୨୦: ବର୍ଷା ସାଜିଛି ବାଧକ

ବେଙ୍ଗାଲୁରୁ,୧୯।୬: ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚରେ ବର୍ଷା ବାଧକ ସାଜିଛି। ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।…

ମିଥ୍ୟା ଖବର ପ୍ରସାରକୁ ନେଇ ସରକାରଙ୍କ ବଡ଼ ପଦକ୍ଷେପ: ୩୫ ହ୍ବାଟସଆପ ଗ୍ରୁପ ବ୍ୟାନ୍‌, ୧୦ ଗିରଫ

ନୂଆଦିଲ୍ଲୀ,୧୯।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶର ଅନେକ ରାଜ୍ୟରେ ଯୁବକମାନେ ବିରୋଧ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ୩ ସେନା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରି ସମସ୍ତ ସନ୍ଦେହ ଦୂର କରାଯାଇଥିଲା। ଏହାସତ୍ତ୍ୱେ ମଧ୍ୟ ସୋସିଆଲ ମିଡିଆରେ ମିଥ୍ୟା ଖବର…

ପନ୍ତଙ୍କ ନାଁରେ ଲଜ୍ଜାଜନକ ରେକର୍ଡ

ବେଙ୍ଗାଲୁରୁ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଆଜି ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତୀୟ ଅଧିନାୟକ ରିଷଭ ପନ୍ତ ପୁଣି ଟସ ହାରିଛନ୍ତି। ତାଙ୍କ…

ରାଷ୍ଟ୍ରପତି ନିର୍ବାଚନ: ଜୁନ ୨୧ରେ ବସିବ ବିରୋଧୀଙ୍କ ବୈଠକ, ଆସିବେ ନାହିଁ ମମତା

ନୂଆଦିଲ୍ଲୀ,୧୯।୬: ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ସମ୍ପର୍କରେ ବିରୋଧୀଙ୍କ ବୈଠକ ଜୁନ ୨୧ରେ ଅନୁଷ୍ଠିତ ହେବ। ଶରଦ ପାୱାରଙ୍କ ନେତୃତ୍ୱରେ ଏହି ବୈଠକରେ ୧୨ଟି ଦଳ ଅଂଶଗ୍ରହଣ କରିବେ। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠରେ ଅଂଶଗ୍ରହଣ କରିବେ ନାହିଁ ବୋଲି…

ରାଷ୍ଟ୍ରପତି ନିର୍ବାଚନ ପାଇଁ ନଡ୍ଡାଙ୍କ ଘରେ ଚାଲିଲା ମନ୍ଥନ: ଖୁବ୍‌ଶୀଘ୍ର ହୋଇପାରେ ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ,୧୯।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ନିର୍ବାଚନ ସମ୍ପର୍କରେ ବିରୋଧୀଙ୍କ ବୈଠକ ପରେ ଏବେ ଭାଜପା ମଧ୍ୟ ପ୍ରାର୍ଥୀ ନେଇ ବୈଠକ ଆରମ୍ଭ କରିଦେଇଛି। ରାଷ୍ଟ୍ରପତି ନିର୍ବାଚନ ଚର୍ଚ୍ଚା ଭିତରେ ରବିବାର ଭାଜପା ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଶାଶୁଙ୍କ ଉପରେ ବୋହୂ ପକାଇଲେ ଗରମ ପେଜ

କେନ୍ଦୁଝର,୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବନବିହାରୀପୁର ଗ୍ରାମରେ ଜଣେ ମହିଳାଙ୍କ ଉପରେ ତାଙ୍କର ବୋହୁ ଗରମ ପେଜ ପକାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗୁରୁତର ଅବସ୍ଥାରେ ଶାଶୁ ସୁକୁମତି ମୁଣ୍ଡାଙ୍କୁ ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…

ରେସ୍‌ ଲଗାଇଲେ ଅକ୍ଷୟ

ମୁମ୍ବାଇ: ସୁପରଷ୍ଟାର ଅକ୍ଷୟ କୁମାର ତାଙ୍କ ଫିଟ୍‌ନେସ୍‌ ପ୍ରତି ଖୁବ୍‌ ଧ୍ୟାନ ଦିଅନ୍ତି। ସେ ଭୋର୍‌ ୪ଟାରୁ ଉଠନ୍ତି। ତା’ପରେ ଜିମ୍‌ ଯାଆନ୍ତି। ଆଜି ଅର୍ଥାତ୍‌ ରବିବାର ସକାଳେ ଅକ୍ଷୟ ତାଙ୍କ ପ୍ରଶଂସକ ଏବଂ ମୁମ୍ବାଇ ପୋଲିସ ସହିତ ଆଇକନିକ ଲ୍ୟାଣ୍ଡମାର୍କ…

ନିର୍ଣ୍ଣାୟକ ମ୍ୟାଚରେ ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

ବେଙ୍ଗାଲୁରୁ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଆଜି ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ନିର୍ଣ୍ଣାୟକ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?