ଶୁଦ୍ଧତାକୁ ସୁନିଶ୍ଚିତ କରେ ହଲ୍ମାର୍କ: ସୌରଭ ରାୟ
କଟକ ସହରରେ ୧୨ ଦଶନ୍ଧି ଧରି ସୁନା ଗହଣା ବ୍ୟବସାୟରେ ବେଶ୍ ସୁନାମ ଅର୍ଜିଛି ରାଧାଗୋବିନ୍ଦ ରାୟ ଆଣ୍ଡ୍ କୋ ଜୁଏଲର୍ସ (ଆର୍ଜିଆର୍)। ଏହାକୁ ସୁନା ଗହଣାର ପ୍ରଥମ ଷ୍ଟୋର ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଥାଏ। ବଜାରରେ ସୁନା ମୂଲ୍ୟ ବୃଦ୍ଧି…
ଗ୍ରାହକଙ୍କ ସନ୍ତୁଷ୍ଟିକୁ ଗୁରୁତ୍ୱ: ଅଚ୍ୟୁତାନନ୍ଦ ମେହେର
ବଲାଙ୍ଗୀରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଯାତ୍ରା ଅତ୍ୟନ୍ତ ରୋମାଞ୍ଚକର ଥିଲା। ଏହି ସଫଳତାର ଶ୍ରେୟ ‘ହିରୋ’ ବ୍ରାଣ୍ଡ୍ ଏବଂ ଆମ କର୍ମଚାରୀ ଟିମ୍କୁ ଯିବ। ଆଗକୁ ମଧ୍ୟ ନିଶ୍ଚିତ ଭାବେ ଆମ ବ୍ୟବସାୟକୁ ବଢ଼ାଇବୁ। ରାଜ୍ୟର ବିଭିନ୍ନ ସ୍ଥାନରେ ଶୋ’ରୁମ୍ ଖୋଲିବା ସହ…
୨୦୨୪ ଯାଏ ବଢ଼ିବ ‘କାଳିଆ’ ଅବଧି
ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଚାଷୀ ଓ ଚାଷକୁ ପ୍ରୋତ୍ସାହିତ କରିବାକୁ ଓଡ଼ିଶା ସରକାର ୨୦୧୯ରେ ଆରମ୍ଭ କରିଥିଲେ ‘କାଳିଆ’ ଯୋଜନା। ୨୦୨୧-୨୨ ଆର୍ଥିକ ବର୍ଷର ମାର୍ଚ୍ଚ ୩୧ରେ ଏହାର ଅବଧି ଶେଷ ହେଉଥିବାବେଳେ ରବିବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ରାଜ୍ୟ ସରକାର ଏହାକୁ…
୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪ ମାସ ପାଇଁ ୧ ଲକ୍ଷ ୪ ହଜାର କୋଟି ଟଙ୍କାର କାମଚଳା ବଜେଟ ରାଜ୍ୟ…
ଭୋଟ ହାରରେ ବିଜେଡି ଆଗରେ
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନର ଫଳାଫଳ ଆସିବା ପରେ ସହରାଞ୍ଚଳ ବାସିନ୍ଦା ମଧ୍ୟ ଅଧିକ ମାତ୍ରାରେ ବିଜେଡି ସପକ୍ଷରେ ରହିଥିବା ସ୍ପଷ୍ଟ ହୋଇଯାଇଛି। କାଉନ୍ସିଲର ନିର୍ବାଚନ ଫଳାଫଳ ଅନୁଯାୟୀ ବିଜେଡି ଭୋଟ ହାର ତୁଳନାରେ ଭାଜପା, କଂଗ୍ରେସ ଏବଂ ସ୍ବାଧୀନ ବହୁ…
ଆଜିଠୁ ୨ ଦିନିଆ ଭାରତ ବନ୍ଦ: ସ୍ଥିତି ଦେଖି ନିଷ୍ପତ୍ତି
ଭୁବନେଶ୍ୱର, ୨୮।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଏକପାଖିଆ ନିଷ୍ପତ୍ତି ସାଙ୍ଗକୁ ଅନେକ ଜନବିରୋଧୀ ଆଇନ ଓ ଦରବୃଦ୍ଧିକୁ ନେଇ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ସୋମବାରଠାରୁ ୨ଦିନିଆ ଭାରତ ବନ୍ଦର ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଂଘ ଓ ଆସୋସିଏଶନ ମଧ୍ୟ…
‘୫ ବର୍ଷ ପୂରଣ କରିବି, ଇସ୍ତଫା ଦେବିନି’
ଇସଲାମାବାଦ୍,୨୭।୩: ପାକିସ୍ତାନରେ ଏବେ ରାଜନୈତି ସଙ୍କଟ ଚାଲିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗାଦିରୁ ହଟାଇବା ପାଇଁ ବିରୋଧୀ ଲାଗିପଡିଛନ୍ତି। ମାର୍ଚ୍ଚ ୨୮ରେ ସଂସଦରେ ଇମ୍ରାନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ରବିବାର…
ରାକେଶ ଟିକାଏତଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ,୨୭।୩: କୃଷକ ନେତା ରାକେଶ ଟିକାଏତଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ଏକ ମାମଲା ରୁଜୁ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ରବିବାର ସକାଳ ପ୍ରାୟ ୧୧ଟା ସମୟରେ ରାକେଶଙ୍କ ମୋବାଇଲକୁ ଏକ କଲ ଆସିଥିଲା। ଯୁବକ…
ବହୁପ୍ରତିକ୍ଷୀତ ଫିଲ୍ମ ‘କେଜିଏଫ୍-୨’ର ଟ୍ରେଲର୍ ରିଲିଜ୍
ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଫିଲ୍ମ କେଜିଏଫ୍-ଚାପ୍ଟର-୧ର ସଫଳତା ପରେ, ଦର୍ଶକମାନେ ଏହି ଫିଲ୍ମର ଦ୍ୱିତୀୟ ଭାଗକୁ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ଦର୍ଶକଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ଫିଲ୍ମର ଦ୍ୱିତୀୟ ଭାଗର ଟ୍ରେଲର ରିଲିଜ ହୋଇଛି। ଅଭିନେତା ୟଶଙ୍କ…
‘ମୁଁ କାହାକୁ ଡରେ ନାହିଁ’
ଭୋପାଳ,୨୭।୩: ପ୍ରାୟ ଏକ ଦଶନ୍ଧି ପୁରୁଣା ମାମଲାରେ ଇନ୍ଦୋରର ଏକ ସ୍ବତନ୍ତ୍ର ଅଦାଲତ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗ୍ବିଜୟଙ୍କୁ ଏକ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦିଗ୍ବିଜୟ ତାଙ୍କ ଦଣ୍ଡାଦେଶ ବିରୋଧରେ ହାଇକୋର୍ଟରେ ଆବେଦନ କରିବେ।…
ଆଶ୍ୱାସନା ଦେଲେ ଅନୁଷ୍କା
ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା କ୍ରିକେଟ୍ର ଜଣେ ବଡ଼ ପ୍ରଶଂସକ। ଭାରତୀୟ ପୁରୁଷ ହେଉ କିମ୍ବା ମହିଳା କ୍ରିକେଟ ଦଳର ପ୍ରତ୍ୟେକ ମ୍ୟାଚ୍ ସେ ଦେଖନ୍ତି। ମହିଳା ଦିନିକିଆ ବିଶ୍ୱକପ୍ରେ ଭାରତୀୟ କ୍ରିକେଟ୍ ଦଳ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହୋଇ ସେମିଫାଇନାଲ୍…
ଇମ୍ରାନ ଖାନ୍ଙ୍କୁ ଲାଗିଲା ବଡ଼ ଝଟ୍କା
ଇସଲାମାବାଦ,୨୭।୩: ସରକାର ବଞ୍ଚାଇବାକୁ ସଂଘର୍ଷ କରୁଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଆଉ ଏକ ଝଟ୍କା ଲାଗିଛି। ସୋମବାର ସଂସଦର ଇମ୍ରାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ସହଯୋଗୀ ଜମୁହୁରୀ…
Archives


