Home

ଆଇପିଏଲ୍‌ରେ ଟସ୍‌ ଜିତି ବୋଲିଂ ଧାରା ଜାରି

ମୁମ୍ବାଇ,୧୩।୫: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମ୍‌ରେ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୦ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଫାଫ୍‌ ଦୁ ଫ୍ଲେସିସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି…

୨୪ ଘଣ୍ଟାରେ ଭାରତୀୟ ସେନାର ପ୍ରତିଶୋଧ: କଶ୍ମୀରୀ ପଣ୍ଡିତ ରାହୁଲଙ୍କୁ ହତ୍ୟା କରିଥିବା ଆତଙ୍କବାଦୀ ସଫା

ନୂଆଦିଲ୍ଲୀ,୧୩।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟଙ୍କୁ ହତ୍ୟାର ୨୪ ଘଣ୍ଟା ନ ପୁରୁଣୁ ୩ ଆତଙ୍କବାଦୀଙ୍କୁ ନିପାତ କରିଛି ଭାରତୀୟ ସେନା। ସେମାନଙ୍କ ମଧ୍ୟରୁ ୨ଜଣ ଆତଙ୍କବାଦୀ ରାହୁଲଙ୍କ ହତ୍ୟାରେ ସମ୍ପୃକ୍ତ ଥିଲେ। ତୃତୀୟଜଣଙ୍କ ଗୁଲଜାର ଅହମ୍ମଦ ବୋଲି ଜଣାପଡ଼ିଛି। ଶୁକ୍ରବାର…

୭୩ ବର୍ଷରେ ୟୁଏଇ ରାଷ୍ଟ୍ରପତିଙ୍କ ପରଲୋକ

ଦୁବାଇ,୧୩।୫: ପରଲୋକରେ ୟୁଏଇ ରାଷ୍ଟ୍ରପତି ଶେଖ ଖଲିଫା ବିନ ଜାୟେଦ ଅଲ ନାହାନ। ଶୁକ୍ରବାର ୭୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ନେଇ ତାଙ୍କ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଅଯାଇଛି। ଏଥିସହ ଦେଶରେ ୪୦ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା…

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସ ଅଧିକାରୀ। କଥାଟି ଅଡୁଆ ଲାଗିଲେ ବି ସତ। ସମ୍ବଲପୁର ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା ଏକ ମାମଲା ବନ୍ଦ ଲାଗି ୧୦ ଲକ୍ଷ ଟଙ୍କା ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ…

ରୋହିତଙ୍କ ଭବିଷ୍ୟବାଣୀ: ଖୁବ୍‌ଶୀଘ୍ର ଭାରତ ପାଇଁ ଖେଳିବେ ଏହି କ୍ରିକେଟର…

ମୁମ୍ବାଇ,୧୩।୫: ଆଇପିଏଲ୍‌ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା ଯୁବ ବ୍ୟାଟ୍ସମ୍ୟାନ ତିଳକ ବର୍ମାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଅଧିନାୟକ ରୋହିତ ଶର୍ମା। ସେ ଖୁବ୍‌ଶୀଘ୍ର ଜାତୀୟ ଦଳରେ ସାମିଲ ହୋଇ ସମସ୍ତ ଫର୍ମାଟରେ ଖେଳିବେ ବୋଲି ଭବିଷ୍ୟବାଣୀ କରିଛନ୍ତି। ବାମହାତୀ…

ଟୁଇଟର ଡିଲ୍‌କୁ ସ୍ଥଗିତ ରଖିଲେ ମସ୍କ

ଓ୍ବାଶିଂଟନ୍‌,୧୩।୫: ବିଶ୍ୱର ଧନଶାଳୀ ବ୍ୟକ୍ତି ତଥା ଟେସଲାର ସିଇଓ ଏଲୋନ ମସ୍କ ନିକଟରେ ଟୁଇଟର କିଣିବା ନେଇ ଘୋଷଣା କରିବା ପରେ ଚର୍ଚ୍ଚାକୁ ଆସିଥିଲେ। ପୁଣି ଏଲୋନ ମସ୍କ ତାଙ୍କର ଆଉ ଏକ ଟୁଇଟକୁ ନେଇ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।…

ବିନା ସୂଚନା ଫଳକରେ ଚାଲିଥିଲା କୋଟି କୋଟି ଟଙ୍କାର କାମ: ଖବର ପ୍ରକାଶ ପରେ ତଦନ୍ତ ଆରମ୍ଭ

କେସିଙ୍ଗା,୧୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବିଦ୍ୟାପୀଠ ପଛପଟେ ନିର୍ମାଣଧୀନ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମ୍‌ ଓ କେସିଙ୍ଗା ମହାବିଦ୍ୟାଳୟ ପରିସରରେ ବିନା ସୂଚନା ଫଳକରେ ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ଏନେଇ ଶୁକ୍ରବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ…

ଯମୁନେତ୍ରୀ ଧାମରୁ ଫେରିବା ବେଳେ ୨ଯାତ୍ରୀଙ୍କ ମୃତ୍ୟୁ

ଡେରାଡୁନ,୧୩।୫: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ଯାତ୍ରା ଗତ କିଛି ଦିନରୁ ଆରମ୍ଭ ହୋଇଛି। ଯାତ୍ରା ଆରମ୍ଭରୁ କେତେକ ଯାତ୍ରୀଙ୍କ ମୃତ୍ୟୁ ଖବର ମଧ୍ୟ ସାମ୍ନାକୁ ଆସୁଛି। ଇତିଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ଯମୁନେତ୍ରୀ ଧାମରୁ ଫେରୁଥିବା ଜଣେ ତୀର୍ଥଯାତ୍ରୀଙ୍କ ହୃଦ୍‌ଘାତରେ ପରଲୋକ…

ରାତିଅଧିଆ ଢାବା-ହୋଟେଲରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ବିଦେଶୀ ମଦ ଜବତ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଜିଲା ପୋଲିସ ଏବଂ ପ୍ରଶାସନ ତରଫରୁ ଗୁରୁବାର ରାତିରେ ଜିଲାର ବିଭିନ୍ନ ଢାବା ଓ ହୋଟେଲରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଦେଶୀ ମଦ ଜବତ କରାଯାଇଛି। ଏଥିମଧ୍ୟରେ ବିଅର, ହ୍ୟୁସ୍କି, ନିବ୍‌ ଆଦି ବ୍ରାଣ୍ଡର…

ଆକ୍ସନ ମୁଡରେ ସ୍ବରାଷ୍ଟ ମନ୍ତ୍ରଣାଳୟ: ରାହୁଲ ଭଟ୍ଟ ହତ୍ୟାକାଣ୍ଡର ଯାଞ୍ଚ କରିପାରେ ଏନ୍‌ଆଇଏ

ନୂଆଦିଲ୍ଲୀ,୧୩।୫: ଜମ୍ମୁ-କଶ୍ମୀରରେ କଶ୍ମୀର ପଣ୍ଡିତ ତଥା ତହସିଲ କାର୍ଯ୍ୟାଳୟରେ ରାଜସ୍ବ ବିଭାଗରେ କାର୍ଯ୍ୟକରୁଥିବା ରାହୁଲ ଭଟ୍ଟଙ୍କ ହତ୍ୟା ଘଟଣାରେ ସ୍ବରାଷ୍ଟ ମନ୍ତ୍ରଣାଳୟ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାର ଯାଞ୍ଚ ଏନ୍‌ଆଇଏକୁ ହସ୍ତାନ୍ତର କରାଯିବ ବୋଲି ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ଆସନ୍ତା ୨୧ରୁ ମାଟ୍ରିକ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୧ରୁ ଆରମ୍ଭ ହେବ। ଦଶମ ଶ୍ରେଣୀ ସହିତ ଏସ୍‌ଓଏସ୍‌ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ୨୦ ତାରିଖ…

କଂଗ୍ରେସ ଚିନ୍ତନ ଶିବିରରେ ଗୋଟିଏ ପରିବାର ଗୋଟିଏ ଟିକେଟକୁ ମିଳିଲା ସହମତି, ଦଳରେ ୫୦ ପ୍ରତିଶତ ଯୁବକ ହେବେ ସାମିଲ

ଉଦୟପୁର,୧୩ ।୫: ରାଜସ୍ଥାନ ଉଦୟପୁରରେ ଶୁକ୍ରବାର କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିର ଆୟୋଜନ କରାଯାଇଛି । ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି । ତେବେ ଏହି ଚିନ୍ତନ ଶିବିରରେ ସଙ୍ଗଠନରେ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri