Home

ବଜ୍ରପାତରେ ୧୬ ଛେଳିଙ୍କ ଜୀବନ ଗଲା

କେନ୍ଦୁଝର,୧୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ତଳ ଚମ୍ପେଇ ପଞ୍ଚାୟତର ସାରକୁଦର ଗାଁରେ ଶନିବାର ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ଫଳରେ ବଜ୍ରପାତରେ ୧୬ ଛେଳିଙ୍କ ମୃତ୍ୟୁ ଘଟିଛି। ଛେଳିମାନେ ପାଖ ଜଙ୍ଗଲରେ ଚରୁଥିବା ବେଳେ ହଠାତ୍‌ ବଜ୍ରପାତ…

ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ଫାରୁକ ଅମଙ୍ଗ

ଶ୍ରୀନଗର,୧୮ା୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଗୁଡ଼ିକ ମିଳିତ ପ୍ରାର୍ଥୀ ଦେବା ଲାଗି ଉଦ୍ୟମ ଚଳାଇଛନ୍ତି। ତେବେ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବଦ୍ଦୁଲାଙ୍କ ନାଁ ଚର୍ଚ୍ଚା ହେଉଥିଲା। କିନ୍ତୁ…

୭୩୧ ସମବାୟ ସମିତିରେ ନିର୍ବାଚନ, ୨୪୪ ବୁଥ୍‌ ସମ୍ବେଦନଶୀଳ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ୨ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧ ପ୍ରାଥମିକ…

ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବାଟବଣା: ମହିଳା ଶ୍ରମିକଙ୍କୁ ଗାଁ ସାଥୀଙ୍କ ଧମକ, ଥାନାରେ ଏତଲା

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କାମ ପାଇବାକୁ ଦାବି ଜଣାଇଥିବା ଜଣେ ମହିଳା ଶ୍ରମିକଙ୍କୁ ଗାଁ ସାଥୀ କାମ ଦେବାକୁ ମନା କରିବା ସହ ଦୁର୍ବ୍ୟବହାର କରିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି।…

କରଣଙ୍କ ଗୋଲ୍‌ଡେନ୍‌ ଲୁକ୍‌

ମୁମ୍ବାଇ: ଫିଲ୍ମ ପ୍ରଯୋଜକ ତଥା ନିର୍ଦ୍ଦେଶକ କରଣ ଜୋହର ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ତାଙ୍କର ଫ୍ୟାଶନ ଇନ୍ସ ଏବଂ ଷ୍ଟାଇଲ ଦେଖିବାକୁ ମିଳିଛି। ଫଟୋରେ ସେ ଖୁବ୍‌ ସୁନ୍ଦର ଦିଶୁଛନ୍ତି। କରଣ ଏକ…

୩୬୯ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୧୮ା୬: ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳ ବିଭାଗ ପକ୍ଷରୁ ଟ୍ରେନ୍‌ ସେବା ପ୍ରଭାବିତ ହୋଇଛି। କେତେକ ରୁଟ୍‌ରେ ଟ୍ରେନ ସମ୍ପୂର୍ଣ୍ଣ ବାତିଲ କରାଯାଇଥିବାବେଳେ ଆଉ କେତେକ ରୁଟ୍‌ରେ ଆଂଶିକ ବାତିଲ କରାଯାଇଛି। କେତେକ ଟ୍ରେନ୍‌ର ଗତିପଥ ବଦଳାଇ ଯାତ୍ରା କରିବାର ବ୍ୟବସ୍ଥା…

ଯୁବକଙ୍କୁ ନିର୍ମମ ହତ୍ୟା, ଜଣେ ଗୁରୁତର

ସିମୁଳିଆ,୧୮ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ତହସିଲ ରାସ୍ତାରେ ଶନିବାର ଭୋର୍‌ ସମୟରେ ପ୍ରଦୀପ କୁମାର ନାୟକ ଓରଫ ବଳିଆ(୩୫) ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଦୁର୍ବୃତ୍ତମାନେ ତାଙ୍କ ବେକ ଓ ମୁଣ୍ଡକୁ କୌଣସି ଧାରୁଆ ଅସ୍ତ୍ରରେ ହାଣି…

ବାଂଲାଦେଶରେ ପ୍ରବଳ ବନ୍ୟା, ୨୫ ମୃତ

ଢାକା,୧୮ା୬: ବାଂଲାଦେଶରେ ପ୍ରବଳ ବନ୍ୟା ଯୋଗୁ ୨୫ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଦେଶର ବିଭିନ୍ନ ସହରରେ ୪୦ ଲକ୍ଷରୁ ଅଧିକ ଲୋକ ବନ୍ୟାପାଣିରେ ଫସି ରହିଛନ୍ତି। ଗତ ବୁଧବାର ଏହି ବନ୍ୟା ଉତ୍ତର-ପୂର୍ବ ଅଞ୍ଚଳରେ ହୋଇଥିଲା। ଭାରତର ମେଘାଳୟ ଏବଂ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୪୩୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ ଥିଲେ କେହି ରଥଯାତ୍ରା ଦେଖିବାକୁ ଆସନ୍ତୁ ନାହିଁ ନିବେଦନ କରିଛନ୍ତି। ଆଜି ପୁରୀ ଟାଉନ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ବଗାଁ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମ ଖତାଡ଼ି ସାହିର ଭୋଳା ସ୍ବାଇଁ (୩୫) । ଏ ନେଇ ହିଞ୍ଜିଳି ଥାନାରେ କେସ୍‌…

‘ସମସ୍ତ ବିଭାଗ ସଜାଗ ରୁହନ୍ତୁ’

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ କରାଯିବ ସେନେଇ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ଜୋରଦାର ପ୍ରୟାସ ଚଳାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?