ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ
ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏହା ଚଳିତ ସିଜିନ୍ରେ ତୃତୀୟ ବିଜୟ। ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ ଅଫ ଦୌଡ଼ରୁ ପୂର୍ବରୁ ବାହାରି ସାରିଛି।…
ପୂର୍ବତନ ତହସିଲଦାରଙ୍କ ନାଁରେ ମାମଲା: କୋର୍ଟ ପକ୍ଷରୁ ସମନ ଜାରି
ଦିଗପହଣ୍ଡି,୧୩ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲର ପୂର୍ବତନ ତହସିଲଦାର ଅଦୈତ୍ୟ କୁମାର ସ୍ବାଇଁଙ୍କ ବିରୋଧରେ ୧୪/୨୧ ଅନୁଯାୟୀ ଏକ ଫୌଜଦାରୀ ମାମଲା ରୁଜୁ ହୋଇଥିବା ଜଣାପଡିଛି। ମାମଲାର ଆବେଦନକାରୀଙ୍କ ଯାଚିକା ଅନୁଯାୟୀ, ଦିଗପହଣ୍ଡି କୋର୍ଟର ମାଜିଷ୍ଟ୍ରେଟ୍ ସାକ୍ଷ୍ୟ ଗ୍ରହଣ ପରେ ତହସିଲଦାରଙ୍କ…
ଝିଅ ବାହାଘର ଚାଲିଥିବା ବେଳେ ମା’ଙ୍କୁ ହତ୍ୟା
ବରଗଡ଼ ଅଫିସ,୧୩ା୫: ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ସାଲେପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବାହାଘର ଚାଲିଥିବା ସମୟରେ ମା’ଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ଆଶାକର୍ମୀ…
ଆଜି ଦେଶରେ ୨,୮୪୧ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ଶୁକ୍ରବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…
ସଡ଼କ ଦୁର୍ଘଟଣାରେ ଚାଲିଗଲା ଏମ୍ପି ପ୍ରତିନିଧିଙ୍କ ଜୀବନ
ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ମୁକଚେରୀଠାରେ ଏକ ସଡ଼କ ଦୁର୍ଘଟଣାରେ କନ୍ଧମାଳ ଏମ୍ପି ଅଚ୍ୟୁତ ସାମନ୍ତଙ୍କ ସ୍ଥାନୀୟ ପ୍ରତିନିଧି କ୍ଷେତ୍ରୀବଳ ନାୟକଙ୍କ ପ୍ରାଣହାନି ଘଟିଛି। ବ୍ରହ୍ମପୁର ବଡ଼ମେଡିକଲରେ ମୃତ୍ୟୁ ହୋଇଥିବା ତାଙ୍କ ସମ୍ପର୍କୀୟଙ୍କ ଠାରୁ ଜଣାପଡ଼ିଛି। ପ୍ରକାଶଯେ, ମୃତ କ୍ଷେତ୍ରୀବଳ ଗୁରୁବାର…
ଏସ୍ପିଓଙ୍କୁ ଗୁଳି ମାରିଲେ ଆତଙ୍କବାଦୀ
ଶ୍ରୀନଗର,୧୩।୫:ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ ଘଟଣା ବଢିବାରେ ଲାଗିଛି। ଗତକାଲି କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କ ହତ୍ୟା ପରେ ଆତଙ୍କବାଦୀମାନେ ଶୁକ୍ରବାର ପୋଲିସ କନଷ୍ଟେବଳ ରିୟାଜ ଅହମ୍ମଦ ଠୋକରଙ୍କୁ ଗୁଳି ଚଳାଇ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି।…
ଓଲଟିଲା ବରଯାତ୍ରୀ ଗାଡ଼ି, ୨ ଗୁରୁତର
ରାଇରଙ୍ଗପୁର,୧୩ା୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଷୋୟୀ ମୁଖ୍ୟରାସ୍ତା ବିଜାତଳା ଛକରେ ଏକ ବରଯାତ୍ରୀ ଗାଡ଼ି ଶୁକ୍ରବାର ଭୋର୍ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୧୩ ବରଯାତ୍ରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଥିବା ବେଳେ ୧୧…
ଗୋଟିଏ ଆଇଟମ୍ ନମ୍ବର ପାଇଁ କେତେ ଟଙ୍କା ନିଅନ୍ତି ସନ୍ନି ଲିଓନି
ବଲିଉଡ ଅଭିନେତ୍ରୀ ସନ୍ନି ଲିଓନି ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ଜଣେ ଅଭିନେତ୍ରୀ ହେବା ବ୍ୟତୀତ ସନ୍ନି ମଧ୍ୟ ଜଣେ ଭଲ ନୃତ୍ୟଶିଳ୍ପୀ। ସେ ଅନେକ ଆଇଟମ ନମ୍ବର ମାଧ୍ୟମରେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ସଲମାନ…
ଡାକ୍ତରଙ୍କ ଆତ୍ମହତ୍ୟା
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରୁ ଜଣେ ଡାକ୍ତରଙ୍କ ମୃତଦେହ ଜବତ କରାଯାଇଛି। ମୃତ ଡାକ୍ତର ଜଣକ ହେଲେ ସୁଶୀଲ ସାହୁ। ସେ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ଡାକ୍ତର କାହିଁକି ଆତ୍ମହତ୍ୟା କଲେ ତା’ର ତଦନ୍ତ କରୁଛି ପୋଲିସ।…
ରାହୁଲ ଗାନ୍ଧୀଙ୍କ ଟ୍ରେନ୍ ଯାତ୍ରା
ଉଦୟପୁର,୧୩।୫: କଂଗ୍ରେସର ତିନି ଦିନିଆ ନବ ସଙ୍କଳ୍ପ ଚିନ୍ତନ ଶିବିର ଶୁକ୍ରବାରଠାରୁ ରାଜସ୍ଥାନର ଉଦୟପୁରରେ ଆରମ୍ଭ ହେଉଛି। କଂଗ୍ରେସର ଚିନ୍ତିନ ଶିବିର ମେ ୧୩ରୁ ୧୫ ପର୍ଯ୍ୟନ୍ତ ଚାଲିବ। ନିର୍ବାଚନରେ କ୍ରମାଗତ ପରାଜୟର ସମ୍ମୁଖୀନ ହେଉଥିବା କଂଗ୍ରେସ ଦଳକୁ ଦୃଢ କରିବା…
ଆଜି ରାଜ୍ୟରୁ ୧୯ ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୭୨ରେ ପହଞ୍ଚିଲା
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧ ଜଣ ଚିହ୍ନଟ ହୋଇଥିବା…
ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ ବୋମା
ମାଲକାନଗିରି,୧୩ା୫(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏକ ବଡ଼ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି। ଫଳରେ ଅଳ୍ପଳେ ବର୍ତ୍ତି ଯାଇଛନ୍ତି ଯବାନ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ୫ କିଲୋ ଓଜନର ପ୍ରେସର…
Archives


