ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରୁଥିବାରୁ ଏହି ନିର୍ବାଚନ…
ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୨।୫: ଗୁଜରାଟର ଭରୁଚଠାରେ ଗୁରୁବାର ଆୟୋଜିତ ‘ଉତ୍କର୍ଷ ସମରୋହ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ। ଏହି ସମୟରେ ସେ ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା ହୋଇ ଭାବପ୍ରବଣ ହୋଇପଡିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଜଣେ ହିତାଧିକାରୀଙ୍କ ସହ…
ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ-ଶ୍ୱଶୁର ଫେରାର
ଦିଗପହଣ୍ଡି,୧୨ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ମାମି ଗୌଡ଼ଙ୍କୁ ତାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁର ଯୌତୁକ ପାଇଁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ମାମିଙ୍କ ଏତଲା ଅନୁଯାୟୀ, କେ.ନୂଆଗାଁ ଥାନା ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ ଥାନାରେ…
ବଗିଚାରେ ବୁଲୁଛି ଗୋଲାପୀ ପାରା
ଦୁନିଆରେ ଏପରି ଅନେକ ବିରଳ ପ୍ରଜାତିର ପ୍ରାଣୀ ଅଛନ୍ତି, ଯାହା ଆମ ନଜର ଆଢୁଆଳରେ ରହିଯାଇଥାନ୍ତି। ଯାହା ବିଷୟରେ ବିଶେଷଜ୍ଞମାନେ ମଧ୍ୟ ଅବଗତ ନ ଥାନ୍ତି। ବ୍ରିଟେନରେ ଏପରି ଏକ ଅନନ୍ୟ ତଥା ବିରଳ ପକ୍ଷୀ ସାମ୍ନାକୁ ଆସିଛି। ଯାହା ସାଧାରଣ…
ଛାଡ଼ପତ୍ର ପରେ ଦ୍ୱିତୀୟ ବିବାହ କରୁଛନ୍ତି ମୁକେଶ ଅମ୍ବାନୀଙ୍କ ଭାଣେଜୀ
ନୂଆଦିଲ୍ଲୀ,୧୨।୫: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ମାଲିକ ମୁକେଶ ଅମ୍ବାନୀଙ୍କ ଭାଣେଜୀ ଇଶିତା ସାଲଗାଓକର ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ମୁକେଶଙ୍କ ଭଉଣୀ ଦୀପ୍ତି ସାଲଗାଓକର ଏବଂ ଦତ୍ତରାଜ ସାଲଗାଓକରଙ୍କ ଝିଅ ଇଶିତା ଅତୁଲ୍ୟ ମିତ୍ତଲଙ୍କ ହାତ ଧରିବେ। ଏବେ ଉଭୟଙ୍କ ପ୍ରି-ଓ୍ବେଡିଂ…
ନୂଆ ଇନିଂସ ଆରମ୍ଭ କରିବେ ଧୋନୀ
ଚେନ୍ନାଇ,୧୨।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ୍ ପରେ ଏବେ ଫିଲ୍ମ ଜଗତକୁ ପ୍ରବେଶ କରିବାକୁ ଯାଉଛନ୍ତି। ଧୋନୀ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିର୍ମାତା ଭାବରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏଥିପାଇଁ ଧୋନୀ ଅଭିନେତା ରଜନୀକାନ୍ତଙ୍କ…
ଜ୍ଞାନବାପି ମସଜିଦ୍ ମାମଲା, ବଦଳିବେନି କମିଶନର, ୧୭ ମେ’ ପୂର୍ବରୁ ପୁଣି ସର୍ଭେ…
ଆହ୍ଲାବାଦ୍, ୧୨।୫ : ତିନି ଦିନ ଧରି ସମସ୍ତ ଦଳର ବିତର୍କ ପରେ କାଶୀ ବିଶ୍ୱନାଥ ଧାମ-ଜ୍ଞାନବାପିରେ ଅବସ୍ଥିତ ମା ଶୃଙ୍ଗାର ଗୌରୀ ଏବଂ ଅନ୍ୟାନ୍ୟ ଦେବତାଙ୍କ ସର୍ଭେ ପ୍ରସଙ୍ଗ ଶେଷ ହୋଇଛି। ଦୁଇ ଘଣ୍ଟା ଧରି ଚାଲିଥିବା ଯୁକ୍ତି ଶୁଣିବା…
ବଲ୍ ଷ୍ଟମ୍ପରେ ବାଜିଲା, ହେଲେ ଆଉଟ୍ ହେଲେ ନାହିଁ ଓ୍ବାର୍ନର
ମୁମ୍ବାଇ,୧୨।୫: ଚଳିତ ଆଇପିଏଲ୍ରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ର ଏକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ମ୍ୟାଚ୍ରେ ଡେଭିଡ୍ ଓ୍ବାର୍ନର ଉଲ୍ଲେଖନୀୟ ପ୍ରଦର୍ଶନ ସ୍ବରୂପ ୪୧ ବଲରେ ୫୨ ରନ୍ କରି…
ଭାଇଙ୍କୁ ହାଣିଲେ ଭାଇ
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ତଥା ସାବତ ଭାଇ…
ପିଆଇଏଲ୍ର ଅପବ୍ୟବହାର ନହେଉ, ତାଜମହଲ ୨୨ ବନ୍ଦ କୋଠରୀର ରହସ୍ୟ ନେଇ କହିଲେ ହାଇକୋର୍ଟ…
ଆଗ୍ରା, ୧୨।୫ : ତାଜମହଲର ୨୨ ବନ୍ଦ କୋଠରୀର ରହସ୍ୟ ଖୋଲିବା ନେଇ କରାଯାଇଥିବା ଆବେଦନର ଶୁଣାଣି ସମୟରେ ଆହ୍ଲାବାଦ ହାଇକୋର୍ଟ ଜନସ୍ବାର୍ଥ ମାମଲା(ପିଆଇଏଲ୍)ବ୍ୟବସ୍ଥାର ଅପବ୍ୟବହାର ନ କରିବାକୁ କହିଛନ୍ତି। ଏହା ସହିତ କୋର୍ଟ ଏହାର ଶୂଣାଣି ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ…
ଓଲଟିଲା ଯାତ୍ରାପାର୍ଟି ବସ୍, ୧୦ରୁ ଅଧିକ ଆହତ
କାମାକ୍ଷାନଗର,୧୨ା୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ମହାବିରୋଡ୍ ଫାଣ୍ଡି ଜରଡ଼ା ଘାଟିରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍ ଓଲଟି ପଡ଼ିବାରୁ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ…
ଶିକ୍ଷାନୁଷ୍ଠାନକୁ ଗାଡି ଆଣିବା ଉପରେ ଲାଗିଲା କଟକଣା
ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜ଼ିଲାରେ ଥିବା ଶିକ୍ଷାନୁଷ୍ଠାନକୁ ଦୁଇ ଚକିଆ ଯାନ ଆଣିବା ନେଇ ଗୁରୁବାର କେତେକ କଟକଣା ଲଗାଯାଇଛି। ଏଣିକି ସ୍କୁଲ ଓ କଲେଜକୁ ଦୁଇ ଚକିଆ ଯାନ ନେଇ ଆସିଲେ ସମସ୍ତ ଷ୍ଟାଫ ଓ ୧୮ ବର୍ଷରୁ ଊର୍ଦ୍ଧ୍ୱ ପିଲାମାନେ…
Archives


