Home

ଆଜି ରାଜ୍ୟରୁ ୨୫ ପଜିଟିଭ୍‌ ଚିହ୍ନଟ, ୧୨,୮୮,୭୬୨ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୭୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଚିହ୍ନଟ ହୋଇଥିବା…

ଜୀବିତ ୧୧ଜଣଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ହଡ଼ପ

ରାଜନଗର, ୧୭ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୁରୁଣ୍ଟି ପଞ୍ଚାୟତରେ ବଞ୍ଚତ୍ଥିବା ୧୧ ଜଣ ଲୋକଙ୍କୁ ସରକାରୀ ଦସ୍ତାବିଜରେ ଚଞ୍ଚକତା କରି ମୃତ ଦର୍ଶାଇ ଶବ ସଂସ୍କାର ବାବଦ ହରିଶ୍ଚନ୍ଦ୍ର ଟଙ୍କାକୁ ସରକାରୀ କର୍ମଚାରୀ ନେଇଯାଇଛନ୍ତି। ଏହି ଘଟଣା ଲୋକଲୋଚନକୁ ଆସିବା…

୬୨ବର୍ଷରେ ୪୨ ବଙ୍ଗଭାଷୀ ରାଜସ୍ବ ଗାଁ

କେନ୍ଦ୍ରାପଡ଼ା ଅଫିସ,୧୭ା୬: ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି ଆଶାଲତା ଓ ବିଧାନ ରାୟଙ୍କ ପୁଅ ଅମିତ ରାୟ(୨୯)। ଢାକାର ବାଂଲାଦେଶ ଟେକ୍ନିକାଲ ଏଜୁକେଶନ ବୋର୍ଡ ଅଧୀନରେ ୨୦୦୯ରେ ସେକେଣ୍ଡାରୀ ସ୍କୁଲ ପାସ୍‌ ସହ…

ଉତ୍ପାଦିତ ଚାରାକୁ ଜଙ୍ଗଲରେ ଫୋପାଡ଼ି ଦେଲେ

ନୂଆଗାଁ,୧୭।୬ (ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ମହୀପୁର ବନ ବିଭାଗର ପ୍ରତି କ୍ଷେତ୍ରରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ସେହିଭଳି ଚାରା ଉତ୍ପାଦନ କ୍ଷେତ୍ରରେ ମଧ୍ୟ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଛି। ମହୀପୁର ବନାଞ୍ଚଳର ବିଭିନ୍ନ ସ୍ଥାନରେ ଚାରା ଉତ୍ପାଦନ କରିବା ନାଁରେ…

୫ ଏକର ଜଙ୍ଗଲ କାଟିଦେଲା ବନ ବିଭାଗ

ନୟାଗଡ଼ ଅଫିସ,୧୭।୬: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ ପକ୍ଷରୁ ଖେଡପଡ଼ା ସେକ୍ସନ କୋସକା ବିଟ୍‌ର ରାଜଗିରି ଡୁବୁରି ମୁଣ୍ଡିଆରୁ ୨ ଏକର ଓ ମାଳିସାହି ଜାଆଡା ଜଙ୍ଗଲରୁ ୩ ଏକର ଏପରି ମୋଟରେ ୫ ଏକାର ଜଙ୍ଗଲ ସଫା କରାଯାଇଛି। ସିଭିଲି…

ଚିଠି ଲେଖି ସରକାର ନୀରବ

ଭୁବନେଶ୍ୱର,୧୭ା୬(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦ (ଆଇସିସିଆର୍‌) ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରରୁ ଆସନ୍ତା ୧ ତାରିଖରେ ସ୍ଥାନାନ୍ତର ହୋଇଯିବ। ଏହି କାର୍ଯ୍ୟାଳୟ କୋଲକାତା ସ୍ଥିତ ଜୋନ୍‌ କାର୍ଯ୍ୟାଳୟରେ ମିଶାଇ ଦିଆଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

୧୦ କିଓସ୍କ ସିଲ୍‌ କଲା ବିଏସ୍‌ସିଏଲ୍‌

ଭୁବନେଶ୍ୱର, ୧୭।୬ (ବ୍ୟୁରୋ):ନିୟମ ଉଲ୍ଲଂଘନ ନେଇ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ୧୦ କିଓସ୍କ ଉପରେ ଗୁରୁବାର କାର୍ଯ୍ୟାନୁଷ୍ଠାନ ହୋଇଛି। ମାଷ୍ଟରକ୍ୟାଣ୍ଟିନ ଛକଠାରୁ ପଦ୍ମାଳୟ ବୁକ୍‌ଷ୍ଟୋର ପର୍ଯ୍ୟନ୍ତ ୭ଟି ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଥିବା ୩ଟି ବୁକ୍‌…

୩୦୦ କୋଟି ବଜେଟ୍‌ରେ ନିର୍ମାଣ ହେବ ଫିଲ୍ମ ‘ଶକ୍ତିମାନ’

୯୦ ଦଶକର ପିଲାମାନଙ୍କର ସବୁଠାରୁ ପ୍ରିୟ ଶୋ’ ଥିଲା ‘ଶକ୍ତିମାନ’। ୧୯୯୭ରେ ଡିଡି ନ୍ୟାଶନାଲରେ ଆରମ୍ଭ ହୋଇଥିବା ଏହି ଶୋ’ ଦେଖିବା ପାଇଁ ପିଲାମାନେ ସମୟ ପୂର୍ବରୁ ଟିଭି ଆଗରେ ଅପେକ୍ଷା କରି ରହୁଥିଲେ। ଏବେ ୧୭ ବର୍ଷ ପରେ ଏହି…

ମା’ଙ୍କ ଜନ୍ମଦିନରେ ଖାସ୍‌ ଫଟୋ ଶେୟାର କଲେ ପ୍ରିୟଙ୍କା

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ କନ୍ୟା ସନ୍ତାନର ମା’ ହୋଇଛନ୍ତି। ସେବେଠାରୁ ପ୍ରଶଂସକମାନେ ତାଙ୍କ ଝିଅର ଟିକେ ଝଲକ ପାଇବାକୁ ଅପେକ୍ଷା କରିଥାନ୍ତି। ପ୍ରିୟଙ୍କା ମା’ ମାଳତୀ ଚୋପ୍ରାଙ୍କ ଜନ୍ମଦିନ ଅବସରରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ପ୍ରିୟଙ୍କାଙ୍କ…

ଭାରତ ପାଇଁ କର ବା ମର ମ୍ୟାଚ୍‌

ରାଜକୋଟ,୧୭।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଚତୁର୍ଥ ମ୍ୟାଚ ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଶୁକ୍ରବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ ଜିତି ଟିମ ଇଣ୍ଡିଆ ସିରିଜ ସମାନ…

ଚର୍ଚ୍ଚାରେ ଟି-୨୦ ନକଲି ପାସ୍‌

କଟକ ଅଫିସ, ୧୭ା୬:ବାରବାଟୀରେ ଗତ ୧୨ତାରିଖରେ ଅନୁଷ୍ଠିତ ଭାରତ-ଦକ୍ଷିଣଆଫ୍ରିକା ଟି-୨୦ ମ୍ୟାଚରେ ନକଲି ପାସ୍‌ କାରବାର ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ନକଲି ପାସ୍‌ ଧରି ବହୁ ଲୋକ ଷ୍ଟାଡିୟମ୍‌ ଭିତରେ ପଶିଥିବା ଦେଖିବାକୁ ମିଳିଥିଲା। ଏପରି କି କଡ଼ା…

ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପ୍ଲାନ୍‌

ପୁରୀ ଅଫିସ,୧୭।୬:ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଗୁରୁବାର ପୁରୀ ଜିଲା ପୋଲିସ କାର୍ଯ୍ୟାଳୟରେ ପୋଲିସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍‌. କେ. ଶର୍ମା ଅଧ୍ୟକ୍ଷତା କରିଥିଲେ। ସ୍ନାନଯାତ୍ରା ଭଳି ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?