ରେଲଓ୍ବେର ବଡ଼ କାର୍ଯ୍ୟାନୁଷ୍ଠାନ, ୧୯ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର…
ନୂଆଦିଲ୍ଲୀ, ୧୨।୫ : ରେଲୱେ ବୋର୍ଡ ଗୋଟିଏ ଦିନରେ ୧୯ ଜଣ ବରିଷ୍ଠ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛି। ସେମାନଙ୍କୁ ସ୍ବେଚ୍ଛାକୃତ ଅବସର (ଭିଆର୍ଏସ୍) ପ୍ରଦାନ କରାଯାଇଛି । ସେମାନ କାର୍ଯ୍ୟର ସମୀକ୍ଷା କରିବା ପରେ, ଏହି ଅଧିକାରୀମାନେ…
୧୯ % ଘରେ ବ୍ୟବହାର ହେଉନି ଶୌଚାଳୟ
ନୂଆଦିଲ୍ଲୀ,୧୨।୫: ନ୍ୟାଶନାଲ୍ ଫ୍ୟାମିଲି ହେଲ୍ଥ ସର୍ଭେ (ଏନ୍ଏଫ୍ଏଚ୍ଏସ୍) ରିପୋର୍ଟ ଅନୁସାରେ ଦେଶରେ ୧୯ ପ୍ରତିଶତ ଲୋକ ଘରେ ଶୌଚାଳୟ ବ୍ୟବହାର କରୁନାହାନ୍ତି। ଅର୍ଥାତ୍ ସେମାନେ ବର୍ତ୍ତମାନ ସୁଦ୍ଧା ବାହାରେ ମଳତ୍ୟାଗ କରୁଛନ୍ତି। ୨୦୧୯ରୁ ୨୦୨୧ ମସିହାର ତଥ୍ୟ ଏହି ରିପୋର୍ଟରେ ଉଲ୍ଲେଖ…
ରୋଗୀ ସେବାରେ ବ୍ରତୀ
ଅନ୍ୟଙ୍କୁ ନିଷ୍ଠାପର ଭାବେ ସ୍ବାସ୍ଥ୍ୟସେବା ଯୋଗାଇବା ହିଁ ପ୍ରକୃତ ପୂଣ୍ୟ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କ କାର୍ଯ୍ୟ ଅତୁଳନୀୟ। ସେମାନଙ୍କ ମହାନ୍ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି ଏବଂ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମେ’ ୧୨ରେ ଅନ୍ତର୍ଜାତୀୟ ନର୍ସ…
ୟୁପି ଡିଜିପି ମୁକୁଲ ଗୋଏଲ ବହିଷ୍କୃତ
ଲକ୍ଷ୍ନୌ, ୧୨ା୫: ଉତ୍ତରପ୍ରଦେଶ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ମୁକୁଲ ଗୋଏଲଙ୍କୁ ବୁଧବାର ତାଙ୍କ ପଦରୁ ବହିଷ୍କୃତ କରାଯାଇଛି। କର୍ତ୍ତବ୍ୟରେ ହେଳା ଏବଂ ସରକାରୀ ନିର୍ଦ୍ଦେଶ ଅବମାନନା କରୁଥିବାରୁ ତାଙ୍କୁ ଏହି ପଦବୀରୁ ହଟାଯାଇଥିବା ୟୁପି ସରକାରଙ୍କ ପକ୍ଷରୁ କୁହାଯାଇଛି। ମୁକୁଲ ଗୋଏଲଙ୍କୁ…
ଇସ୍ରାଏଲ ଗୁଳିରେ ଟଳିଲେ ଖବରଦାତା
ଜେନିନ୍(ଓ୍ବେଷ୍ଟବ୍ୟାଙ୍କ), ୧୨ା୫: ପାଲେଷ୍ଟାଇନ କବ୍ଜାରେ ଥିବା ଓ୍ବେଷ୍ଟବ୍ୟାଙ୍କରେ ଅଲ୍-ଜଜିରା ସାମ୍ବାଦିକା ଶିରିନ୍ ଅବୁ ଅକ୍ଲେହ(୫୧) ଇସ୍ରାଏଲ ସେନା ଗୁଳିରେ ବୁଧବାର ପ୍ରାଣ ହରାଇଛନ୍ତି। ଜେନିନ୍ ସହରରେ ଇସ୍ରାଏଲ ପ୍ରତିରକ୍ଷା ବଳ (ଆଇଡିଏଫ୍) ଟାର୍ଗେଟ କରିବାବେଳେ ଶିରିନ୍ ଏହାର ରିପୋର୍ଟ କରିବାକୁ ଯାଇଥିଲେ।…
ଶତ୍ରୁ ଦେଶର ହନିଟ୍ରାପରେ ଭାରତୀୟ ବାୟୁସେନା ଯବାନ, ଗିରଫ କଲା ଦିଲ୍ଲୀ କ୍ରାଇମ ବ୍ରାଞ୍ଚ
ନୂଆଦିଲ୍ଲୀ,୧୨ ।୫: ଏବେ ଶ୍ରତୁ ଦେଶ ଉପରେ ଆକ୍ରମଣ କରିବାକୁ ଗୁପ୍ତଚରଙ୍କୁ ଅସ୍ତ୍ର ଭାବେ ବ୍ୟବହାର କରାଯାଉଛି । ଏଥିରେ କିଛି ଦେଶ ହନିଟ୍ରାପ ବ୍ୟବହାର କରି ଶତ୍ରୁ ଦେଶର ଯବାନମାନଙ୍କୁ ଟାର୍ଗେଟ କରିଛନ୍ତି । ଫଳରେ ସୁରକ୍ଷା ସହ ଜଡିତ…
ଥରେ ସ୍ତ୍ରୀଙ୍କ ପାଇଁ ଉପହାର ଆଣିବାକୁ ଯାଇଥିଲେ କୋହଲି, ଘଟିଥିଲା ଏମିତି
ମୁମ୍ବାଇ,୧୨।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମରେ ଅଛନ୍ତି। ଆଇପିଏଲ୍ ୨୦୨୨ରେ ମଧ୍ୟରେ କୋହଲି ଆରସିବି ଇନ୍ସାଇଡର୍କୁ ଦେଇଥିବା ଏକ ସାକ୍ଷାତକାରରେ ନିଜ ଫର୍ମ ଏବଂ ବ୍ୟକ୍ତିଗତ ଜୀବନୀକୁ ନେଇ ଅନେକ ଖୁଲାସା କରିଛନ୍ତି।…
ମିଚେଲ ମାର୍ସଙ୍କ ବିସ୍ଫୋରକ ବ୍ୟାଟିଂ: ୮ ଉଇକେଟରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ
ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୮ ଉଇକେଟରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ରାଜସ୍ଥାନ ରୟାଲ୍ସର ୧୬୧ ରନ୍ର ଟାର୍ଗେଟକୁ ପିଛା କରି ଦିଲ୍ଲୀ କ୍ୟାପିଟାଲ୍ସ ମାତ୍ର ୨ ଉଇକେଟ ହରାଇ ବିଜୟ ହାସଲ କରିଛି। ଦିଲ୍ଲୀ…
ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା
କୋକସରା,୧୧ା୫(ଡି.ଏନ୍.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍ ଟିମ୍ର ତଦନ୍ତ, ପାରିପାଶର୍ବିକ ଅବସ୍ଥା ଓ ମୃତଦେହ…
ଚେନ୍ନାଇକୁ ବଡ଼ ଝଟ୍କା
ମୁମ୍ବାଇ,୧୧।୫:ଆଇପିଏଲ୍ ୨୦୨୨ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ବଡ଼ ଝଟ୍କା ଲାଗିଛି। ଦଳର ପୂର୍ବତନ ଅଧିନାୟକ ରବିନ୍ଦ୍ର ଜାଡେଜା ଆହତ କାରଣରୁ ଚଳିତ ସିଜିନ୍ରୁ ବାଦ୍ ପଡ଼ିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଏନେଇ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ…
ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍ର ଟାର୍ଗେଟ୍
ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍ର ଟାର୍ଗେଟ୍ ଦେଇଛି। ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଖେଲାଯାଉଥିବା ଏହି ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬…
୪ ଜିଲାରେ ମିଳୁନି ପିଡିଏସ୍ ଗହମ, ରାଶନ ପାଇବାରୁ ବଞ୍ଚିତ ଅନ୍ୟ ଜିଲା
ଭୁବନେଶ୍ୱର,୧୧ା୫(ବ୍ୟୁରୋ)-ରାଜ୍ୟର ୪ ଜିଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଗହମ ମିଳୁନାହିଁ। ଭାରତୀୟ ଖାଦ୍ୟ ନିଗମ(ଏଫ୍ସିଆଇ) ଜଟଣୀ ଗୋଦାମରୁ ଗତ ୪ ମାସ ହେବ ଗହମ ଉଠିପାରୁ ନାହିଁ। ଫଳରେ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକର କିଛି ଅଞ୍ଚଳକୁ ଗହମ…
Archives


