Home

ଖସିଲା କରୋନା ଗ୍ରାଫ୍‌, ଆଜି ୫୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୭୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୨ ଜଣ ଚିହ୍ନଟ ହୋଇଥିବା…

୧୦ ହଜାର ହେକ୍ଟର ଜମିରେ ତରଭୁଜ ଚାଷ

କେନ୍ଦ୍ରାପଡ଼ା ଅଫିସ, ୨୫ା୩: ଖରା ବଢ଼ିବା ସାଙ୍ଗକୁ ତରଭୁଜର ଚାହିଦା ବଢ଼ିଛି। ପ୍ରତି ଛକ ବଜାରରେ ଏବେ ତରଭୁଜ ଦେଖିବାକୁ ମିଳୁଥିବା ବେଳେ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାରେ ୧୦ ହଜାରରୁ ଅଧିକ ହେକ୍ଟର ଅଞ୍ଚଳରେ ଚାଷ ହୋଇଛି। ଚାଷ ପାଇଁ ସରକାରୀ…

ଏମ୍‌ଏଲ୍‌ୟୁରେ ପରୀକ୍ଷା ସ୍ଥଗିତ

କଟକ ଅଫିସ,୨୫ା୩: କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ରେ ୫ ବର୍ଷିଆ ବିଏ ଏଲ୍‌ଏଲ୍‌ବି ଏବଂ ୩ ବର୍ଷିଆ ଏଲ୍‌ଏଲ୍‌ବି ପାଠ୍ୟକ୍ରମର ପ୍ରଥମ ସେମିଷ୍ଟର ପରୀକ୍ଷା ସ୍ଥଗିତ ରଖାଯାଇଛି। ଏଥିସହ ଉକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୨୪ଟି ଆଇନ ମହାବିଦ୍ୟାଳୟରେ ମଧ୍ୟ…

ସରିଲା ନିର୍ବାଚନ, ବଢ଼ିଲା ଉତ୍କଣ୍ଠା

ଖୋର୍ଦ୍ଧା ଅଫିସ,୨୫ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟଗ୍ରହଣ ସରିଛି। ଚଳିତ ବର୍ଷ ପୌର ଅଧ୍ୟକ୍ଷ ପାଇଁ ସିଧାସଳଖ ଭୋଟ ଗ୍ରହଣ କରାଯାଇଛି। ଭୋଟରମାନେ ନିଜ ପସନ୍ଦର କାଉନସିଲର ଏବଂ ପୌରାଧ୍ୟକ୍ଷା ପ୍ରାର୍ଥୀଙ୍କୁ ବାଛିଛନ୍ତି। ବିଜେଡି ପୌରାଧ୍ୟକ୍ଷା ପ୍ରାର୍ଥୀ କନକଲକ୍ଷ୍ମୀ…

ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌

ଖୋର୍ଦ୍ଧା ଅଫିସ/ ବାଲୁଗାଁ/ଜଟଣୀ,୨୫ା୩ (ଡି.ଏନ୍‌.ଏ.)ଖୋର୍ଦ୍ଧା ଜିଲାରେ ଗୁରୁବାର ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ ସମେତ ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ଭୋଟଗ୍ରହଣ କରାଯାଇଛି। କାଁ ଭାଁ  ଉତ୍ତେଜନାକୁ ବାଦ୍‌ ଦେଲେ ମତଦାନ ଶାନ୍ତିଶୃଙ୍ଖଳାରେ ଶେଷ ହୋଇଛି। ଖୋର୍ଦ୍ଧା ପୌରାଞ୍ଚଳରେ…

ନିର୍ଦ୍ଦିଷ୍ଟ ତାରିଖରେ ଯୁଦ୍ଧ ଶେଷ କରିବାକୁ ଚାହୁଁଛି ରୁଷିଆ: ୟୁକ୍ରେନ୍‌

କ୍ୱିଭ୍‌,୨୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩୦ ଦିନ ପୂରଣ ହୋଇଛି । ହେଲେ ଏପର୍ଯ୍ୟନ୍ତ ଦୁଇ ଦେଶଙ୍କ ମଧ୍ୟରେ ଯୁଦ୍ଧ ବିରତିକୁ ନେଇ କୌଣସି ସମାଧାନ ବାହାରି ପାରି ନାହିଁ । ରୁଷିଆ ପକ୍ଷରୁ ପ୍ରତିଦିନ ୟୁକ୍ରେନର ବଡ ବଡ ସହର…

ତୃତୀୟ ବିଶ୍ୱଯୁଦ୍ଧର ଚେତାବନୀ ଦେଲା ବେଲାରୁଷ

ମିନ୍ସକ,୨୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହୋଇଛି । ଏହାରି ଭିତରେ ରୁଷିଆର ଆକ୍ରମଣ ଲଗାତାର ଜାରି ରହିଥିବା ବେଳେ ୟୁକ୍ରେନ ବି ଏହାର ସାମ୍ନା କରି ଚାଲିଛି । ଇତିମଧ୍ୟରେ ବେଲାରୁଷର ଜଣେ ପ୍ରମୁଖ ନେତା କହିଛନ୍ତି…

ଜି-୨୦ରୁ ରୁଷିଆକୁ ବିଦା କରିବାକୁ ଚାହୁଁଛନ୍ତି ବାଇଡେନ୍‌

ନ୍ୟୁୟର୍କ,୨୫।୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ନେଇ ଆମେରିକା ଲଗାତାର ରୁଷିଆ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ରୁଷିଆକୁ ଜି-୨୦ରୁ ବାଦ୍‌ ଦେବାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସମ୍ପର୍କରେ ଜରୁରୀକାଳୀନ ନାଟୋ ବୈଠକ…

ବୁଥ୍‌ ଖୋଜି ଖୋଜି ଭୋଟର ନୟାନ୍ତ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ୭ ବର୍ଷ ପରେ ପୌର ନିର୍ବାଚନ ହୋଇଛି। ଏହା ଭିତରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଭୋଟର ଓ ପରିସୀମା ମଧ୍ୟ ବଢ଼ିଛି। ଏଥିପାଇଁ ପୂର୍ବରୁ ଓ୍ବାର୍ଡ ପୁନର୍ଗଠନ ସହ ନୂଆ ଭୋଟର ସଂଯୋଗ ଓ ସଂଶୋଧନ କରାଯାଇଥିଲା। ଏପରିକି…

ଟ୍ରଲି ଭଡ଼ା କରି ଭୋଟ ଦେବାକୁ ଆସିଲେ ୧୨୦ ବର୍ଷିୟା ଭୋଟର

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୋଟ ଦେବା ପାଇଁ ଟ୍ରଲି ଭଡ଼ା କରି ଆସିଥିଲେ ୧୨୦ବର୍ଷର ମହିଳା ଭୋଟର ଭାବମଣି ବେହେରା। ଭୁବନେଶ୍ୱର ୟୁନିଟ୍‌-୨ ବସ୍ତିର ବାସିନ୍ଦା ଭାବମଣି ବୟସର ଅପରାହ୍ନରେ ଉପନୀତ ହୋଇ ମଧ୍ୟ ଆଗ୍ରହର ସହ ଗଣତନ୍ତ୍ରର ମହାନ୍‌ ପର୍ବରେ ସାମିଲ ହୋଇ…

ପୂର୍ବତନ କର୍ପୋରେଟରଙ୍କୁ ମାଡ଼ ଅଭିଯୋଗ

ଭୁବନେଶ୍ୱର ୨୫।୩ (ବ୍ୟୁରୋ): ବିଏମ୍‌ସି ପାଇଁ ମତଦାନ ଚାଲିଥିବାବେଳେ ୫୮ ନଂ ୱାର୍ଡର ସ୍ବାଧୀନ ପାର୍ଥିନୀ ନମିତା ମହାପାତ୍ରଙ୍କ ଭାଇ ତଥା ପୂର୍ବତନ କର୍ପୋରେଟର ମଳୟ କୁମାର ମହାପାତ୍ରଙ୍କୁ ବ୍ରହ୍ମେଶ୍ୱରପାଟଣାସ୍ଥିତ ବୁଥ୍‌ ପରିସରରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସେ…

ପୁଣି ବଢିଲା ପେଟ୍ରୋଲ-ଡିଜେଲ୍‌

ନୂଆଦିଲ୍ଲୀ,୨୫।୩: ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ୍‌ର ଦାମ୍‌। ଶୁକ୍ରବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୮୦-୮୦ ପଇସା ମହଙ୍ଗା ହୋଇଛି। ଏହାପୂର୍ବରୁ ବହୁଳବ୍ୟବହାରକାରୀ ଗ୍ରାହକଙ୍କ ପାଇଁ ଡିଜେଲ ମୂଲ୍ୟ ଲିଟର ପିଛା ୨୫ ଟଙ୍କା ବୃଦ୍ଧି କରାଯାଇଥିଲା। ଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri