Home

ଅଧିନାୟକ ଭାବେ ପ୍ରଥମ ବିଜୟକୁ ନେଇ ପନ୍ତ କହିଲେ ଏମିତି

ବିଶାଖାପାଟଣା,୧୫।୬: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ରେ ଭାରତ ୪୮ ରନ୍‌ରେ ବିଜେତା ହୋଇଛି। ଉଭୟ ବୋଲିଂ ଏବଂ ବ୍ୟାଟିଂରେ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଟିମ୍‌ ଇଣ୍ଡିଆ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଛି। ତେବେ ଏହି ବିଜୟ ଭାରତୀୟ ଅଧିନାୟକ ଭାବେ ଋଷଭ…

ଅଗ୍ନିବୀରଙ୍କୁ ସିଏପିଏଫ୍‌-ଆସାମ ରାଇଫଲ୍ସ ନିଯୁକ୍ତିରେ ଅଗ୍ରାଧିକାର…

ନୂଆଦିଲ୍ଲୀ, ୧୫।୬ : ଅଗ୍ନିପଥ ଯୋଜନା ଅନ୍ତର୍ଗତ ଚାରି ବର୍ଷ ଚାକିରି ପୂରଣ କରିଥିବା ଅଗ୍ନିଶମ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ଖୁସି ଖବର ଆଣିଛନ୍ତି। ଏହି ଯୋଜନା ଅନ୍ତର୍ଗତ ସିଏପିଏଫ ଏବଂ ଆସାମ ରାଇଫଲ୍ସରେ ନିଯୁକ୍ତିରେ ୪ ବର୍ଷ…

ଉର୍ଫିଙ୍କ ପ୍ରଶଂସାରେ ଶତମୁଖ ହେଲେ ଅନ୍ତର୍ଜାତୀୟ ଫ୍ୟାଶନ ଡିଜାଇନର

ବମ୍ବେ: ନିଜର ଅଜବ ଡ୍ରେସ୍‌ ପରିଧାନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ବିଗ୍‌ ବସ୍‌ ଫେମ୍‌ ଉର୍ଫି ଜାଭେଦ। ସେ କେବେ ସେପ୍ଟିପିନ୍‌ ତ କେବେ ଭଙ୍ଗା କାଚ, କେବେ ଚେନ୍‌, ନଚେତ କିଛି ଅଦରକାରୀ ଜିନିଷକୁ ନେଇ ନିଜର ପୋଷାକ…

ପାରାଦୀପ ବନ୍ଦରରୁ ଉଠିଲା ମାଛଧରା କଟକଣା

ପାରାଦୀପ,୧୫।୬(ସ୍ବ.ପ୍ର.): ଦୀର୍ଘ ୨ ମାସ ପରେ ପାରାଦୀପ ବନ୍ଦରରୁ ଉଠିଛି ମାଛଧରା କଟକଣା। ଫଳରେ ବୁଧବାରଠାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବାକୁ ବାହାରିଛନ୍ତି। ଟ୍ରଲରରେ ବରଫ, ଡିଜେଲ, ପିଇବା ପାଣି ଓ ରାସନ ସାମଗ୍ରୀ ଧରି ସମୁଦ୍ର ମୁହାଁ ହୋଇଛନ୍ତି ମତ୍ସଜୀବୀ। ତେବେ…

ସକ୍ରିୟ ମାମଲା ୬୦ ହଜାର ମୁହାଁ …

ନୂଆଦିଲ୍ଲୀ, ୧୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ପ୍ରେମିକା ରାଗିଥିଲେ ଭୁଲରେ ବି କୁହନ୍ତୁ ନାହିଁ ଏହି ୫ କଥା, ନହେଲେ ହୋଇଯିବ ବ୍ରେକ୍‌ଅପ୍‌!

ଯେଉଁ ସମ୍ପର୍କରେ ଝଗଡ଼ା, ବାଦ ବିବାଦ ନ ଥାଏ, ତାହା ହୃଦୟରୁ ନୁହେଁ କେବଳ ମନରୁ ବୋଲି କହିପାରିବା। ହେଲେ ଅନେକ ସମୟରେ ପ୍ରେମିକଙ୍କ କିଛି କଥାକୁ ନେଇ ପ୍ରେମିକା ଅତ୍ୟଧିକ ରାଗି ଯାଇଥାନ୍ତି। ଏହାପରେ ପ୍ରେମିକ ତାଙ୍କୁ ବୁଝାଇବାରେ ଲାଗି…

୩୯ଟି ଦେଶରେ ୧୬୦୦ମଙ୍କିପକ୍ସ ମାମଲା: ଘୋଷଣା କରାଯାଇପାରେ ସ୍ବାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି, ଜରୁରୀ ବୈଠକ ଡକାଇଲା ‘ହୁ’

ଜେନେଭା,୧୫।୬: କରୋନା ପରେ ଏବେ ସାରା ବିଶ୍ୱରେ ଚିନ୍ତା ବଢ଼ାଉଛି ମଙ୍କିପକ୍ସ। ସାରା ବିଶ୍ୱରେ ମଙ୍କିପକ୍ସର ବୃଦ୍ଧି ଓ ବିସ୍ତାରକୁ ନେଇ ବିଶ୍ୱ ସୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) ଏବେ ଚିନ୍ତା ପ୍ରକଟ କରିଛି। ମଙ୍କିପକ୍ସ ବିଶ୍ୱବ୍ୟାପି ବିସ୍ତାର ଅସ୍ବାଭାବିକ ଏବଂ ଚିନ୍ତାଜନକ ବୋଲି…

ମୁଁ କାର୍ତ୍ତିକଙ୍କୁ ଟି୨୦ ବିଶ୍ୱକପ୍‌ ଟିମ୍‌ରେ ରଖିବି ନାହିଁ: ଗମ୍ଭୀର

ନୂଆଦିଲ୍ଲୀ,୧୫।୬: ଆଇପିଏଲ୍‌ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଏକ ଫିନିଶର ଭାବେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ ଦୀନେଶ କାର୍ତ୍ତିକ। ଏହାକୁ ନେଇ ତାଙ୍କୁ ଟି-୨୦ ବିଶ୍ୱକପ୍‌ରେ ଫିନିଶର ଭାବେ ଚୟନ କରାଯିବା ଉଚିତ ବୋଲି ପ୍ରଶଂସକମାନେ ଦାବି କରି ଆସୁଛନ୍ତି।…

୧୩ଦିନରେ ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ: ବ୍ୟାଙ୍କ ମ୍ୟାନେଜରଙ୍କ ହତ୍ୟାକାରୀଙ୍କ ସମେତ ୨ଆତଙ୍କବାଦୀ ନିପାତ

ଶ୍ରୀନଗର,୧୫।୬: ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିପଡ଼ିଲେ କଶ୍ମୀରରେ ଟାର୍ଗେଟ କିଲିଂ ସମୟରେ ଜଣେ ବ୍ୟାଙ୍କ ମ୍ୟାନେଜରଙ୍କୁ ଦିନ ଦ୍ୱିପ୍ରହରରେ ହତ୍ୟା କରିଥିବା ଆତଙ୍କବାଦୀ। ଜମ୍ମୁ-କଶ୍ମୀର ଶୋପିଆନ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ହତ୍ୟାକାରୀ ଆତଙ୍କବାଦୀଙ୍କ ସମେତ ୨ଜଣ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଗୁଳିକରିଛନ୍ତି। ଏହି…

ଛୁଟି ନେଇ ଚାଷ କର

କଲମ୍ବୋ, ୧୫ା୬: ଅର୍ଥ ଓ ଖାଦ୍ୟ ସଙ୍କଟ ଦେଇ ଗତି କରୁଥିବା ରାଷ୍ଟ୍ରଦ୍ୱୀପ ଶ୍ରୀଲଙ୍କା ସରକାର ପ୍ରଶାସନିକ ଅଧିକାରୀଙ୍କୁ ଏବେ ଚାଷ କରିବା ପାଇଁ ପ୍ରୋତ୍ସହିତ କରୁଛନ୍ତି। ଅତିରିକ୍ତ ଛୁଟି ନେଇ ସେମାନେ ନିଜ ବାଡ଼ି ବଗିଚାରେ ଚାଷ କରି ଫସଲ…

ସପ୍ତାହେ ହେଲାଣି ଶୋଇନାହାନ୍ତି ଆଲିଆ, ନିଦ ହଜିଛି..

ବମ୍ବେ: ଚୁଲବୁଲି ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଆଖିରେ ନିଦ ନାହିଁ। ଦିନେ କି ଦୁଇ ଦିନ ନୁହେଁ ସେ ଗତ ସପ୍ତାହେ ହେଲାଣି ଶୋଇ ନାହାନ୍ତି। ଆପଣ ଭାବୁଥିବେ ରଣବୀର କପୁରଙ୍କ ପାଇଁ। ହେଲେ ନା। ଜୁନ ୧୫ ଅର୍ଥାତ ବୁଧବାର…

ବୁଲ୍‌ଡୋଜର ଆକ୍ସନ ଆଇନର ପରିହାସ

ନୂଆଦିଲ୍ଲୀ, ୧୫ା୬: ପ୍ରଫେଟ ବିବାଦକୁ କେନ୍ଦ୍ର କରି ହିଂସାକାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କ ଘର ଉତ୍ତରପ୍ରଦେଶ ପ୍ରଶାସନ ବୁଲ୍‌ଡୋଜରରେ ଭାଙ୍ଗିବାକୁ ନେଇ କେତେଜଣ ପୂର୍ବତନ ବିଚାରପତି ଏବଂ ଆଇନଜୀବୀ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମନାଙ୍କୁ ଚିଠି ଲେଖିଛନ୍ତି। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?