ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ
ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ ସୁରକ୍ଷା କମିଟି ପକ୍ଷରୁ ପାଟଣେଶ୍ୱରୀ ମହୋତ୍ସବ ଆୟୋଜିତ କରାଯାଇଥିଲା । ବୁଧବାର ଶେଷ…
ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା
ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ ଏହାକୁ ତୁରନ୍ତ ମୁଲତବୀ କରାଯାଇଥିଲା। ରାଜ୍ୟ ସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ…
ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ
କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ ପଶ୍ଚିମବଙ୍ଗ ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି । ୨୦୦୮ ରୁ…
ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ
ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ ନେବା ବେଳେ ଜିଲା ଯୋଗାଣ ଅଧିକାରୀ ଦୁର୍ଗା ଚରଣ ଭେସ୍ରାଙ୍କ ସହିତ ଯୋଗାଣ…
ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ
ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି ପନିପରିବା ବିକ୍ରି ପାଇଁ ନେଉଥିବା ବେଳେ (ଓଡି୦୧ ଏସି ୩୯୫୦) ନମ୍ବର୍ ବିଶିଷ୍ଟ…
ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା
କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…
ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର ବିମୁଦ୍ରିକରଣ ଘୋଷଣା କରିଥିଲେ। ଫଳରେ ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ ରାତାରାତି…
ଡାଉନ ହେଲା Instagram, ୟୁଜର୍ସ କହିଲେ…
ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ, ଆମେରିକାର ଯେଉଁ ବ୍ୟବହାରକାରୀମାନେ ୱେବ୍ ବ୍ରାଉଜର ମାଧ୍ୟମରେ ଇନଷ୍ଟାଗ୍ରାମରେ ଲଗ୍ ଇନ୍ କରିଥିଲେ…
ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି
ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ ସବୁଜ ନ୍ୟାୟାଧିକରଣ (ଏନ୍ଜିଟି)ଙ୍କ ନିର୍ଦ୍ଦେଶକ୍ରମେ ତତ୍ପର ଦେଖାଇଛି ତହସିଲ ପ୍ରଶାସନ। ଜବରଦଖଲକାରୀଙ୍କୁ କାରଣ…
ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…
ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା ରହିଛି । କହିରଖୁଛୁ କି, ତାଙ୍କର ନିର୍ବନ୍ଧ ସରିଥିବା ବେଳେ ଆଉ କିଛି…
ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ
ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ ୩ ଦିନିଆ ପ୍ରତିଯୋଗିତା ଓ ତାଲିମ ଶିବିର ଅନୁଷ୍ଠିତ ହେଉଛି। ଏଥିରେ ଜିଲାର…
ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ
ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ବିଭାଗଗୁଡ଼ିକରେ ପୁନର୍ଗଠନ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ସାମାଜିକ ସୁରକ୍ଷା…
Archives


