ମଧୁର ସମ୍ପର୍କର ମାଧ୍ୟମ
ମଧୁର ସମ୍ପର୍କରେ ପରସ୍ପରକୁ ବାନ୍ଧି ହସଖୁସିରେ ପରିବାର ଚଳାଇନେବାକୁ ସ୍ବପ୍ନ ଦେଖିଥାନ୍ତି ସମସ୍ତେ । କିନ୍ତୁ ଏଇ କାମକୁ ବେଶ୍ ସହଜ କରିପାରେ ଫୋନ୍ । ହଁ, ଅଯଥା ସମୟ ନଷ୍ଟ ନୁହେଁ ସମ୍ପର୍କ ବାନ୍ଧିବା ପାଇଁ ବି ବ୍ୟବହାର କରିହେବ…
ଘରେ ଏସି ଲଗାଉଥିଲେ…
ଖରାଦିନେ ଗରମରୁ ମୁକ୍ତି ପାଇଁ ଅଧିକାଂଶ ଏସି ବ୍ୟବହାର କରନ୍ତି। କିନ୍ତୁ ଅଧିକ ବିଜୁଳି ଖର୍ଚ୍ଚ ହେଉଥିବାରୁ ବିଲ୍ ପାଇଁ ସମସ୍ତଙ୍କର ଚିନ୍ତା ରହିଥାଏ। ତେଣୁ କିପରି ବ୍ୟବହାର କଲେ ଶକ୍ତି ସଂରକ୍ଷଣ କରିହେବ ଜାଣିରଖନ୍ତୁ… ଆଜିକାଲି ପ୍ରାୟ ସବୁ ପ୍ରକାର…
ଖରାଦିନିଆ ଫ୍ୟାଶନ
ଖରାଦିନେ ଏମିତି ଡ୍ରେସ୍ ଚୟନ କରନ୍ତୁ ଯାହା ଷ୍ଟାଇଲିଶ୍ ଦେଖାଯିବା ସହିତ ଆରାମ ଅନୁଭବ ଦେବ। ତେଣୁ ସମର ଫ୍ୟାଶନରେ ଜାଣିରଖନ୍ତୁ କିଛି ଡ୍ରେସ୍ ସମ୍ପର୍କରେ… – ସମର ଫ୍ୟାଶନରେ ଏବେ ପୁଣି ଥରେ କାଫତାନ୍ର ଲୋକପ୍ରିୟତା ବଢ଼ିବାରେ ଲାଗିଛି। ମାର୍କେଟରେ…
ଦୂରାନ୍ତୁ କଳା ଦାଗ
ସୂର୍ଯ୍ୟକିରଣ ପ୍ରଭାବରେ ହାତଗୋଡ଼ ତଥା ମୁହଁର ତ୍ୱଚାରେ ବି ଟାନିଂ ବା କଳାଦାଗ ହୋଇଯାଏ। ତେଣୁ ତ୍ୱଚା କଳା ପଡ଼ି ବହୁତ ଖରାପ ଦେଖାଯାଏ। ଏହି ସମସ୍ୟାରୁ ମୁକ୍ତି ପାଇଁ ଜାଣି ରଖନ୍ତୁ କିଛି ଘରୋଇ ଉପାୟ… ଖରା ପ୍ରଭାବରୁ ତ୍ୱଚାରେ…
ପରଲୋକରେ ପ୍ରସିଦ୍ଧ ସନ୍ତୁର ବାଦକ
ନୂଆଦିଲ୍ଲୀ,୧୦।୫: ଲୋକପ୍ରିୟ ଭାରତୀୟ ସଙ୍ଗୀତଜ୍ଞ ତଥା ସନ୍ତୁର ବାଦକ ପଣ୍ଡିତ ଶିବକୁମାର ଶର୍ମାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିବା ବେଳେ ମୁମ୍ବାଇରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ୬ମାସରୁ ସେ କିଡନୀ ରୋଗରେ ଆକ୍ରାନ୍ତ…
ବଗ୍ଗାଙ୍କୁ ମିଳିଲା ଆଶ୍ୱସ୍ତି
ଚଣ୍ଡିଗଡ,୧୦।୫: ଭାଜପା ଯୁବ ନେତା ତେଜିନ୍ଦର ପାଲ୍ ସିଂ ବଗ୍ଗାଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଗିରଫ ୱାରେଣ୍ଟ ମାମଲାରେ ପଞ୍ଜାବ-ହରିୟାଣା ହାଇକୋର୍ଟ ମଙ୍ଗଳବାର ଶୁଣାଣି କରି ତାଙ୍କ ଗିରଫଦାରୀକୁ ଜୁଲାଇ ୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଦିଲ୍ଲୀର ଭାଜପା ନେତା…
ସିଙ୍ଗାପୁରରେ ‘ଦ କଶ୍ମୀର ଫାଇଲ୍ସ’ ଉପରେ ଲାଗିଲା ପ୍ରତିବନ୍ଧକ
କଶ୍ମୀର ପଣ୍ଡିତଙ୍କ ନରସଂହାର ଉପରେ ଆଧାରିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ଧମାଲ କରିଛି। ସାରା ବିଶ୍ୱରେ ୩୩୭ କୋଟି ଟଙ୍କା ଆୟ କରିଥିବା ଏହି ଫିଲ୍ମଟି ରିଲିଜ ହେବା ପରଠାରୁ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି।…
ଦକ୍ଷିଣ କୋରିଆର ନୂଆ ରାଷ୍ଟ୍ରପତି ଭାବେ ଶପଥ ନେଲେ ୟୁନ ସୁକ-ୟୋଲ
ସିଓଲ୍,୧୦।୫: ଦକ୍ଷିଣ କୋରିଆର ରକ୍ଷଣଶୀଳ ନେତା ୟୁନ ସୁକ ୟୋଲ ମଙ୍ଗଳବାର ଦେଶର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମଙ୍ଗଳବାର ଦିନ ସିଓଲରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ୟୁନ ସୁକ ୟୋଲ କହିଛନ୍ତି, ଯଦି ଉତ୍ତର କୋରିଆ ପରମାଣୁ…
କାହିଁକି ବ୍ୟାଟ୍ କାମୁଡନ୍ତି ଧୋନୀ
ମୁମ୍ବାଇ,୧୦।୭: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ୟତମ ଶ୍ରେଷ୍ଠ ଫିନିସର। ଧୋନୀଙ୍କ ବ୍ୟାଟ ଆଇପିଏଲ ୨୦୨୨ରେ ମଧ୍ୟ ଚାଲିଛି। ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ସେ ଛୋଟ କିନ୍ତୁ ବିସ୍ଫୋରକ ଇନିଂସ ଖେଳିଥିଲେ।…
ବିବାହବେଳେ ହଠାତ୍ ବିଦ୍ୟୁତ କାଟ୍ ଯୋଗୁ ବର ଅଦଳବଦଳ
ଭୋପାଳ,୧୦।୫: ବିଦ୍ୟୁତ ବିଭ୍ରାଟ ହେତୁ ମଧ୍ୟପ୍ରଦେଶର ଉଜୈନ ଜିଲାରେ ଏକ ଅଜବ ଘଟଣା ଘଟିଛି। ଅନ୍ଧାର ଯୋଗୁ ବିବାହ ସମାରୋହରେ ବର ଅଦଳବଦଳ ହୋଇଯାଇଥିବା ଘଟଣା ସାମ୍ନାକୁ ଆସିଛି। ବିଜୁଳି ଆସିବା ପରେ ବର ଏବଂ ତାଙ୍କ ପରିବାର ଅଦଳବଦଳ ଦେଖି…
ଭାଜପା କାର୍ଯ୍ୟକ୍ରମରେ ସାମିଲ ହେବେ ରାହୁଲ ଦ୍ରାବିଡ
ଶିମ୍ଲା,୧୦।୫: ଚଳିତ ବର୍ଷ ଶେଷ ସୁଦ୍ଧା ହେବାକୁ ଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଛି। ଏହି ପରିପ୍ରେକ୍ଷୀରେ, ଆସନ୍ତା ୧୨ ରୁ ୧୫ ତାରିଖ ପର୍ଯ୍ୟନ୍ତ ଧର୍ମଶାଳାରେ ଭାଜପା ଯୁବା ମୋର୍ଚ୍ଚାର ଜାତୀୟ କାର୍ଯ୍ୟକାରିଣୀ…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣ…
Archives


