ବିଚାରପତିଙ୍କୁ ହତ୍ୟା ଧମକ ଦେଇଥିବା ଅଭିିଯୁକ୍ତ ଗିରଫ
ବେଙ୍ଗାଲୁରୁ,୨୩।୩: କର୍ନାଟକ ହିଜାବ ବିବାଦରେ ରାୟ ଶୁଣାଇଥିବା ହାଇକୋର୍ଟ ବିଚାରପତିଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କର୍ନାଟକ ପୋଲିସ ଉକ୍ତ ଅଭିଯୁକ୍ତଙ୍କୁ ତାମିଲନାଡୁରୁ ଗିରଫ କରିଛି। ଏନେଇ ମଙ୍ଗଳବାର ରାଜ୍ୟର ଗୃହ ମନ୍ତ୍ରୀ ଅରାଗା ଜ୍ଞାନେନ୍ଦ୍ର ସୂଚନା ଦେଇଛନ୍ତି।…
ବୋମା ବିସ୍ଫୋରଣରେ ଥରିଲା ମାରିୟୁପୋଲ: ଫସିରହିଛନ୍ତି ୨ଲକ୍ଷ ନାଗରିକ
କ୍ୱିଭ୍,୨୩।୩: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୨୮ଦିନରେ ପହଞ୍ଚିଛି। ଆଉ କିଛି ଦିନ ଗଲେ ଯୁଦ୍ଧକୁ ପ୍ରାୟ ମାସେ ହୋଇଯିବ ହେଲେ ୨ଦେଶ ମଧ୍ୟରେ କୌଣସି ସମାଧାନର ବାଟ ଫିଟିନି। ଯୁଦ୍ଧ ଯୋଗୁ ଏପର୍ଯ୍ୟନ୍ତ ୩୪ଲକ୍ଷ ନାଗରିକ…
ଚକୋଲେଟ ଖାଇ ୪ଶିଶୁ ମୃତ
କୁଶୀନଗର,୨୩।୩: ଉତ୍ତରପ୍ରଦେଶର କୁଶୀନଗରରେ ୪ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ଏକାସାଙ୍ଗରେ ୪ଜଣଙ୍କ ମୃତ୍ୟୁ ହେବା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଛି। ମୃତକ ମଧ୍ୟରେ ୨ଜଣ ପୁଅ ଓ ୨ଜଣ ଝିଅ ରହିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କସାୟା ଥାନା ଅଞ୍ଚଳର…
ହିରୋ ମୋଟୋକର୍ପ ଚେୟାରମ୍ୟୋନଙ୍କ ଘରେ ଆଇଟି ଚଢ଼ାଉ
ଗୁରଗାଓଁ,୨୩।୩: ହିରୋ ମୋଟୋକର୍ପ ଚେୟାରମ୍ୟାନ ତଥା ଏମ୍ଡି ପୱନ ମୁଞ୍ଜାଲଙ୍କ ଘରେ ଆୟକର ବିଭାଗ(ଆଇଟି) ଚଢ଼ାଉ କରିଛି। ବୁଧବାର ସକାଳୁ ତାଙ୍କ ବାସଭବନ ଓ ଗୁରୁଗାଓଁ ସ୍ଥିତ କାର୍ଯ୍ୟାଳୟରେ ଛାନ୍ଭିନ୍ ଜାରି ରହିଛି। ସୂଚନାଯୋଗ୍ୟ, ମୁଞ୍ଜାଲ ତାଙ୍କ ଆକାଉଣ୍ଟରୁ ଆବଶ୍ୟକତାଠାରୁ ଅଧିକ…
ହାଇଦ୍ରାବାଦ ଗୋଦାମରେ ଅଗ୍ନିକାଣ୍ଡ: ୧୧ଜୀବନ୍ତ ଦଗ୍ଧ
ହାଇଦ୍ରାବାଦ,୨୩।୩: ହାଇଦ୍ରାବାଦରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ବୋୟାଗୁଡ଼ା ଅଞ୍ଚଳରେ ଏକ କବାଡ଼ିଆ ଦୋକାନରେ ନିଆଁ ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ୧୧ଜଣ ଶ୍ରମିକ ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତ ବ୍ୟକ୍ତି ସମସ୍ତ ବିହାର ଛପରାର ଆଜମପୁରା ଗ୍ରାମର ହୋଇଥିବା ବେଳେ ଏଠାକାର…
ଥରିଲା ତାଇଓ୍ବାନ
ତାଇପେଇ,୨୩।୩: ତାଇଓ୍ବାନର ରାଜଧାନୀ ତାଇପେଇରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୭ ରହିଛି। ସୂଚନା ମୁତାବକ, ମଙ୍ଗଳବାର ବିଳମ୍ବିତ ରାତିରେ ତାଇପେଇରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ରାଜଧାନୀର ଦକ୍ଷିଣରୁ ପ୍ରାୟ ୧୮୨…
ସଂସଦରେ ଇନ୍ଧନ ତାତି
ନୂଆଦିଲ୍ଲୀ,୨୩ା୩: ପେଟ୍ରୋଲ, ଡିଜେଲ ଏବଂ ଏଲ୍ପିଜି ଦର ବୃଦ୍ଧିର ତାତି ମଙ୍ଗଳବାର ପାର୍ଲାମେଣ୍ଟର ଉଭୟ ଗୃହରେ ଅନୁଭୂତ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ, ତୃଣମୂଳ କଂଗ୍ରେସ (ଟିଏମ୍ସି) ଏବଂ ଅନ୍ୟ ବିରୋଧୀ ଦଳର ସଦସ୍ୟମାନେ ହୋହଲ୍ଲା କରିବାରୁ ଲୋକ ସଭା ଓ…
ପାକିସ୍ତାନରେ ହିନ୍ଦୁ ଯୁବତୀଙ୍କୁ ହତ୍ୟା
ଇସଲାମାବାଦ୍,୨୨।୩: ପାକିସ୍ତାନ ସୁକୁର ରୋହିରରେ ଜଣେ ହିନ୍ଦୁ ଯୁବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତ ଯୁବତୀଙ୍କ ନାମ ପୂଜା ଓଏଡ୍ ଓ ଘର ସିନ୍ଧରେ। ୧୮ ବର୍ଷୀୟା ପୂଜାଙ୍କୁ ଦୁର୍ବୃତ୍ତମାନେ ଅପହରଣ ଉଦ୍ୟମବେଳେ ସେ ପ୍ରତିବାଦ କରିବାରୁ ହତ୍ୟାର ଶିକାର…
ସୌରଜଗତ ବାହାରେ ୫ ହଜାର ବିଶ୍ୱ
ଓ୍ବାଶିଂଟନ୍, ୨୩ା୩: ସୌରମଣ୍ଡଳ ବାହାରେ ଆଉ ୬୫ ଗ୍ରହ ଠାବ କରିଛି ଆମେରିକା ମହାକାଶ ସଂସ୍ଥା ନାସା। ଏହାକୁ ମିଶାଇ ଆମ ସୌରଜଗତ ବାହାରେ ଏଭଳି ୫,୦୦୦ରୁ ଊର୍ଦ୍ଧ୍ୱ ବିଶ୍ୱ ରହିଥିବା ନାସା ସ୍ପଷ୍ଟ କରିଛି। ସେଗୁଡ଼ିକ ମଧ୍ୟରୁ କେତେକର ପ୍ରକୃତି…
ନଭାଲନିଙ୍କୁ ୯ ବର୍ଷ ଜେଲ
ମସ୍କୋ,୨୩ା୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ କଡ଼ା ସମାଲୋଚକ ଭାବେ ପରିଚିତ ବିରୋଧୀ ନେତା ଆଲେକ୍ସି ନଭାଲନି ଏକ ଠକେଇ ଏବଂ ଅଦାଲତ ଅବମାନନା ମାମଲାରେ ମଙ୍ଗଳବାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ୯ ବର୍ଷ ଜେଲ ଦଣ୍ଡ ସହ ୧.୨…
ୟୁକ୍ରେନ୍ ଛାଡ଼ିଲେଣି ୩୫ ଲକ୍ଷ
ଜେନେଭା, ୨୩ା୩: ରୁଷିଆ ଆକ୍ରମଣ ପରଠାରୁ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ୟୁକ୍ରେନ ଛାଡ଼ି ଶରଣାର୍ଥୀ ପାଲଟିଥିବା ଜାତିସଂଘ କହିଛି। ଏଥିଯୋଗୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ୟୁରୋପରେ ସବୁଠାରୁ ବଡ଼ ଶରଣାର୍ଥୀ ସଙ୍କଟ ଉପୁଜିଛି। ୟୁଏନ୍ଏଚ୍ସିଆର୍ ମଙ୍ଗଳବାର ପ୍ରକାଶ କରିଥିବା ରିପୋର୍ଟ…
ଭାରତ-ଆମେରିକା ଆଲୋଚନା
ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ ସୋମବାର ନୂଆଦିଲ୍ଲୀରେ ଭାରତର ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲାଙ୍କୁ ଭେଟି ଏ ବାବଦରେ କଥା…
Archives


