Home

ଅଧିକ ଦିନ ‘ଲିଭ୍‌ ଇନ୍‌’ ରହିବା ବିବାହ ସହ ସମାନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୬: ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ଦୀର୍ଘ ସମୟ ଧରି ଏକାଠି ରୁହନ୍ତି, ତେବେ ଆଇନ ଅନୁଯାୟୀ ଏହାକୁ ବିବାହ ଭଳି ଧରାଯିବ ଏବଂ ସେମାନଙ୍କ ସନ୍ତାନ ପୈତୃକ ସମ୍ପତ୍ତିରେ ଭାଗରୁ ବଞ୍ଚିତ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ…

‘ମୁସଲମାନଙ୍କୁ କ୍ଷମା ମାଗନ୍ତୁ ଭାରତ ସରକାର’

ମୁମ୍ବାଇ,୧୪।୬: ମୁମ୍ବାଇ ନିକଟରେ ଥିବା ଠାଣେ ପୋଲିସର ଅଫିସିଆଲ ୱେବ୍‌ସାଇଟ ହ୍ୟାକ୍‌ ହୋଇଛି। ୱେବ୍‌ସାଇଟ ହ୍ୟାକ୍‌ କରିଥିବା ହ୍ୟାକର୍‌ ଭାରତ ସରକାରଙ୍କ ପାଇଁ ଏକ ବାର୍ତ୍ତା ଲେଖିଛି। ଏହି ବାର୍ତ୍ତାରେ ହ୍ୟାକର୍‌ ମୁସଲମାନମାନଙ୍କୁ କ୍ଷମା ମାଗିବାକୁ ଭାରତ ସରକାରଙ୍କୁ କହିଛନ୍ତି। ୱେବ୍‌ସାଇଟ…

ମୋଦି ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ଦେଢ ବର୍ଷରେ ମିଳିବ ୧୦ ଲକ୍ଷ ଚାକିରି

ନୂଆଦିଲ୍ଲୀ,୧୪।୬: ମୋଦି ସରକାର ଲୋକଙ୍କୁ ଚାକିରି ଦେବା ଦିଗରେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ମୋଦି ସରକାର ଆସନ୍ତା ଦେଢ ବର୍ଷରେ ୧୦ ଲକ୍ଷ ଚାକିରି ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କାଲି ରାତିରୁ ଆଉ ଖାଉନାହାନ୍ତି ରାହୁଲ

ରାୟପୁର,୧୪।୬: ଛତିଶଗଡରେ ଆଜିକୁ ପ୍ରାୟ ୫ ଦିନ ହେବ ବୋରୱେଲ ଭିତରେ ୧୧ ବର୍ଷର ବାଳକ ରାହୁଲ ସାହୁ ଫସିଯାଇଛନ୍ତି। ତାଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉଦ୍ଧାରକାରୀ ଦଳ ରାହୁଲଙ୍କ ଖୁବ ନିକଟରେ ଅଛନ୍ତି। କିନ୍ତୁ କଠିନ…

‘ମୁଁ ରାଷ୍ଟ୍ରପତି ଦୌଡରେ ନାହିଁ’

ନୂଆଦିଲ୍ଲୀ,୧୪।୬: ଦେଶରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ଏବେ ସମସ୍ତ ରାଜନୈତିକ ଦଳ ପ୍ରାର୍ଥୀ ଉପରେ ବିଚାର କରୁଛନ୍ତି। ରାଷ୍ଟ୍ରପତି ପ୍ରାର୍ଥୀ କାହାକୁ ପ୍ରାର୍ଥୀ କରାଯିବ ସେନେଇ ସମସ୍ତ ପ୍ରକାର କଳ୍ପନାଜଳ୍ପନା କରାଯାଉଛି। ଏହି ସମୟରେ ଏନସିପି ମୁଖ୍ୟ…

୧୬ ବର୍ଷ ବିତିଲା, କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା ଅଫିସ,୧୪ା୬:କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତର କଣ୍ଠିଆ ସେତୁ ନିର୍ମାଣ ୧୬ ବର୍ଷ ତଳେ ଆରମ୍ଭ ହୋଇଥିଲା। ଅଦ୍ୟାବଧି ନିର୍ମାଣ ଶେଷ ହୋଇନି। ଆଗକୁ ବର୍ଷାଋତୁ ଆସୁଥିବା ବେଳେ ଏହି ପଞ୍ଚାୟତର ୩ ରାଜସ୍ବ ଗ୍ରାମବାସୀ ମୌଳିକ ସୁବିଧାରୁ…

ଜନଶୁଣାଣିରେ ୧୦୭ ଅଭିଯୋଗ

ବିଞ୍ଝାରପୁର,୧୪ା୬(ଡି.ଏନ.ଏ.):ବିଞ୍ଝାରପୁର ବ୍ଲକ୍‌ ସମ୍ମିଳନୀ ଗୃହରେ ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ମିନତି ଜଗଦେବଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ମୁଖ୍ୟଅତିଥି ଭାବେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗ ଦେଇଥିଲେ। ଏଥିସହିତ ସେ ଶିବିରକୁ ଆସୁଥିବା…

ଚାର୍ଜଶିଟ୍‌ ଦାଖଲ କଲା ପୋଲିସ

ଭୁବନେଶ୍ୱର,୧୪।୬(ବ୍ୟୁରୋ):ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ ମହିଳା ଥାନା ପୋଲିସ ସୋମବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଚାର୍ଜଶିଟ୍‌ ଦାଖଲ…

କାରିଗର, ବୁଣାକାରଙ୍କ ପାଇଁ ‘ନୀଳାଚଳ ହାଟ’ ଉତ୍ସର୍ଗୀକୃତ

ଭୁବନେଶ୍ୱର, ୧୪।୬(ବ୍ୟୁରୋ):ପୁରୀରେ ଥିବା ନୀଳାଚଳ ହାଟକୁ କାରିଗର ଓ ବୁଣାକାରଙ୍କ ପାଇଁ ଉତ୍ସର୍ଗୀକୃତ କରାଯାଇଛି। ନୂତନ ଭାବେ ପ୍ରସ୍ତୁତ ହୋଇଥିବା ଏହି ହାଟକୁ ସୋମବାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱରରେ ଥିବା ଏକାମ୍ର…

ପୁଣି ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୦୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୪।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ…

ସ୍ନାନବେଦୀରେ ଶ୍ରୀଜୀଉ

ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା ୩୦ରେ ମଙ୍ଗଳାର୍ପଣ କରାଯାଇଥିଲା। ପରେ ଶ୍ରୀଜୀଉଙ୍କ ପହଣ୍ଡି ନୀତିି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?