Home

ରାଜ୍ୟରେ ୧୨,୮୮,୨୧୦ ଛୁଇଁଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯ା୫(ବ୍ୟୁରୋ): ରାଜ୍ୟରୁ ସୋମବାର ୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା…

ଇମ୍ରାନଙ୍କୁ ଚେତାବନୀ ଦେଲେ ଶରିଫ୍‌

ଇସଲାମାବାଦ,୯।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ୍‌ ଶରିଫ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ଦେଶରେ ଗୃହଯୁଦ୍ଧ ପାଇଁ ଷଡଯନ୍ତ୍ର କରୁଥିବା ଅଭିଯୋଗ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଏହି ଚେତାବନୀ ଦେଇଛନ୍ତି। ଇମ୍ରାନ ଏବଟାବାଦ୍‌ରେ ଦେଇଥିବା ଭାଷଣ…

ବିଜୟ ଦିବସରେ ପୁଟିନ୍‌ଙ୍କ ଘୋଷଣା, ହିଟଲରଙ୍କ ପରି ପରାଜିତ ହେବ ୟୁକ୍ରେନ୍‌…

ମସ୍କୋ, ୯।୫ : ବିଜୟ ଦିବସ ପାଳନ ପୂର୍ବରୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରତିଶ୍ରୁତି ଦେଇଛନ୍ତି ଯେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ହିଟଲରଙ୍କ ନାଜି ସୈନ୍ୟବାହିନୀ ଭଳି ୟୁକ୍ରେନକୁ ମଧ୍ୟ ଆମେ ପରାଜିତ କରିବୁ ଯୁଦ୍ଧରେ ଆମେ ଜିତିବୁ। ୟୁକ୍ରେନ ଯୁଦ୍ଧରେ…

ଯେତେ ବଳ ଗୋଟାଇଲେ ବି ଉପକୂଳ ଛୁଇଁବନି ବାତ୍ୟା

ଭୁବନେଶ୍ୱର,୯ା୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂର ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ…

ଜି-୭ ହେଲେ ଏକଜୁଟ, ରୁଷିଆରୁ ତେଲ ଆମଦାନୀ ବନ୍ଦ ନିଷ୍ପତ୍ତି…

ଲଣ୍ଡନ, ୯।୫ : ୟୁକ୍ରେନ ବିରୁଦ୍ଧରେ ରୁଷିଆର ଆକ୍ରମଣ ଜାରି ରହିଛି। ଅପରପକ୍ଷରେ, ଆମେରିକା, ଜର୍ମାନୀ ସମେତ ଅନେକ ଦେଶ ରୁଷିଆ ଯୁଦ୍ଧ ଶେଷ ନକରିବାରୁ କ୍ରୋଧିତ ହୋଇ ପ୍ରତିବନ୍ଧକ ଲଗାଇଛନ୍ତି। ଏପରିସ୍ଥଳେ ଜି -୭ଦେଶର ନେତାମାନେ ରବିବାର ରୁଷିଆରୁ ତେଲ…

ରାସ୍ତାକାର୍ଯ୍ୟ ନିମ୍ନମାନର ଅଭିଯୋଗ

ପିପିଲି, ୯ା୫(ସ୍ବ.ପ୍ର.): ପିପିଲି ବ୍ଲକ ଅନ୍ତର୍ଗତ ୩୧୬ ନମ୍ବର ଜାତୀୟ ରାଜପଥଠାରୁ ବୀରପୁରୁଷୋତ୍ତମପୁର ଗ୍ରାମ୍ୟ ରାସ୍ତା ଆର୍‌ଡି ବିଭାଗ ଅଧୀନ ୫ କିଲୋମିଟର ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପ ପାଇଁ ୧କୋଟି ୬୨ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ତେବେ ଏହି ରାସ୍ତା…

ଚାଷ ପ୍ରତି ଭାଗଚାଷୀ ବିମୁଖ

କେନ୍ଦ୍ରାପଡ଼ା ଅଫିସ,୯ା୫: ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସରକାରଙ୍କ କୃଷି, କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ରାଜ୍ୟର ୪୦ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନା ମାଧ୍ୟମରେ ୮୦୪ କୋଟି ଟଙ୍କା ପ୍ରଦାନ କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ…

ପେଟ ପାଇଁ ମଞ୍ଜିତ୍‌ କରୁଛନ୍ତି ସଂଘର୍ଷ

ମହାକାଳପଡ଼ା,୯ା୫(ଡି .ଏନ୍‌ .ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ରାମନଗର ଗ୍ରାମ ଉତ୍ତରପଡ଼ାରେ ମଞ୍ଜିତ୍‌ ମଣ୍ଡଳ (୧୦)ଙ୍କ ଘର। ସେ ପେଟକୁ ଦାନା ସଂଗ୍ରହ ପାଇଁ ସଂଘର୍ଶ କରୁଥିବା ଜଣାପଡିଛି। ଯେଉଁ ସମୟରେ ମା’ର ପଣତ କାନିରେ ମୁଣ୍ଡ ଗୁଞ୍ଜି ଭବିଷ୍ୟତର…

ଅନାହାରରେ ବୃଦ୍ଧ ସୁଦର୍ଶନ

ନୟାଗଡ଼ ଅଫିସ,୯।୫: ନୟାଗଡ଼ ବ୍ଲକ ସୁନାଲଟି ଗାଁର ସୁଦର୍ଶନ ଲେଙ୍କା(୭୦) ଅନାହାରରେ ଦିନ କାଟୁଛନ୍ତି। ଖଣ୍ଡପଡା ବ୍ଲକ ଯୋଗିଆପଲ୍ଲୀ ଘାଟିର ଠାକୁରାଣୀ ପୀଠରେ ଠାକୁରଙ୍କ ଭୋଗ ଖାଇ ୫ଦିନ ହେଲା ଜୀବନ ବଞ୍ଚାଇଛନ୍ତି। ଆଉ ମନ୍ଦିର ଚଟାଣ ଆଶ୍ରୟ ପାଲଟିଛି। ସୁଦର୍ଶନଙ୍କର…

୪୯୧ ପାନୀୟ ଜଳ ପ୍ରକଳ୍ପରୁ ୨୭୨ ଅଚଳ

ନୟାଗଡ଼ ଅଫିସ,୯।୫: ନୟାଗଡ଼ ଜିଲାରେ ପାନୀୟ ଜଳ ପ୍ରକଳ୍ପ କାହିଁକି ଫେଲ୍‌ ହେଉଛି ତା’ର କାରଣ ଖୋଜାଯାଉନି। ପ୍ରକଳ୍ପ ପରେ ପ୍ରକଳ୍ପ କରାଯାଇ ସରକାରୀ ଅନୁଦାନକୁ ବିକାଶ ନାଁରେ ହଡ଼ପ କରାଯାଉଛି। ଏବେ ବୃହତ୍‌ ପାନୀୟ ଜଳ ପ୍ରକଳ୍ପ ପାଇଁ ୧୫୦୪…

ରାଷ୍ଟ୍ରପତି ନିର୍ବାଚନ, ଏମ୍‌ପିଙ୍କ ଭୋଟ ମୂଲ୍ୟ ୭୦୮ରୁ ୭୦୦କୁ ହ୍ରାସ…

ନୂଆଦିଲ୍ଲୀ, ୯।୫ : ଜୁଲାଇରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଏମ୍‌ପିଙ୍କ ଭୋଟର ମୂଲ୍ୟ ୭୦୮ରୁ ୭୦୦ କୁ ହ୍ରାସ ପାଇବାର ଆଶଙ୍କା ଦେଖାଦେଇଛି। ଏହାର କାରଣ ହେଉଛି ଜମ୍ମୁ-କଶ୍ମୀର ବିଧାନସଭା ଭଙ୍ଗ। ରାଜ୍ୟର ବିଧାୟକଙ୍କ ଭୋଟର ମୂଲ୍ୟ ଆଧାରରେ…

ନିର୍ମାଣ ହେଉନି ବଢ଼େଇପୁର ଗ୍ରାମ ରାସ୍ତା

ଆର.ଉଦୟଗିରି,୯ା୫(ଡି.ଏନ.ଏ.): ମୋହନା ବ୍ଲକ ଏକ ଆଦିବାସୀ ବହୁଳ ଅଞ୍ଚଳ। ଏହି ବ୍ଲକର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କାର ଅନୁଦାନ ଦେଇଥାନ୍ତି । କିନ୍ତୁ ସ୍ଥାନୀୟ ଅଧିକାରୀମାନଙ୍କ ଆନ୍ତରିକତା ଅଭାବରୁ ଉନ୍ନତିମୂଳକ ଯୋଜନାଗୁଡିକ ବାଟବଣା ହେଉଥିବା ଦେଖିବାକୁ ମିଳୁଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri