Home

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯ା୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ ନକଲି…

୩୦% ମହିଳା ଶାରୀରିକ ହିଂସାର ଶିକାର

ନୂଆଦିଲ୍ଲୀ,୯।୫: ଭାରତର ପ୍ରାୟ ଏକତୃତୀୟାଂଶ ମହିଳା ଶାରୀରିକ ଏବଂ ଯୌନହିଂସାର ଶିକାର ହୋଇଥାନ୍ତି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ-୫ (ଏନ୍‌ଏଫ୍‌ଏଚ୍‌ଏସ୍‌-୫) ରିପୋର୍ଟରେ ଏହା କୁହାଯାଇଛି। ଦେଶରେ ମହିଳାମାନଙ୍କ ପ୍ରତି ଘରୋଇ ହିଂସା ୩୧.୨ ପ୍ରତିଶତରୁ ୨୯.୩ ପ୍ରତିଶତକୁ ହ୍ରାସ ପାଇଛି। ଅନ୍ୟପକ୍ଷରେ…

ବେଜିଂ ଅନୁଗତ ହଂକଂ ନେତା

ହଂକଂ,୯ା୫: ଚାଇନା ସମର୍ଥତ୍ତ ପ୍ରାର୍ଥୀ ଜନ୍‌ ଲି ନିର୍ଦ୍ୱନ୍ଦ୍ୱରେ ହଂକଂର ନୂଆ ନେତା ନିର୍ବାଚିତ ହୋଇଛନ୍ତି। ସେ କେରି ଲାମ୍‌ଙ୍କ ସ୍ଥାନରେ ଦାୟିତ୍ୱ ତୁଲାଇବେ ବୋଲି ରବିବାର ହଂକଂ ପ୍ରଶାସନ ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ…

ବାତ୍ୟା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୯।୫: ଆଇଏମ୍‌ଡିର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ ରବିବାର ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାରେ ରୂପାନ୍ତରିତ ହେବାର ଆଶା କରାଯାଉଛି। ବାତ୍ୟା ସ୍ଥିତି ଉପତ୍ନ୍ନ ହେଲେ ଏହାର ମୁକାବିଲା କରିବା…

ଜଗନ୍ନାଥ ବନ ପ୍ରକଳ୍ପ ବିଫଳ

ପୁରୀ ଅଫିସ, ୯।୫: ଶ୍ରୀମନ୍ଦିର ପ୍ରଶାସନ ପ୍ରଚେଷ୍ଟାରେ ନୟାଗଡ଼ ଜଙ୍ଗଲରେ ଗଢ଼ିଉଠିଥିଲା ଜଗନ୍ନାଥ ବନ ପ୍ରକଳ୍ପ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଏହି ପ୍ରକଳ୍ପରୁ କାଠ ଅଣାଯାଇ କାମରେ ଲଗାଯିବାକୁ ଯୋଜନା ହୋଇଥିଲା। ତେବେ ପ୍ରଶାସନର ଆନ୍ତରିକତା ଓ ରକ୍ଷଣାବେକ୍ଷଣ…

ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ମାମଲା: ଆଜି ହାଇକୋର୍ଟରେ ଶୁଣାଣି

ପୁରୀ ଅଫିସ,୯।୫: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ଅଧୀନରେ ମେଘନାଦ ପାଚେରି ଚୌହଦୀରେ ହେଉଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ହାଇକୋର୍ଟରେ ହୋଇଥିବା ମାମଲା ଏବେ ବିଚାରାଧୀନ ଅଛି। ସୋମବାର ଏନେଇ ଶୁଣାଣି ହେବ। ହାଇକୋର୍ଟ ମେ ୭ତାରିଖ…

ଏଫ୍‌ପିଆଇ ମାଲିକାନା ୧୯.୫%କୁ ହ୍ରାସ

ନୂଆଦିଲ୍ଲୀ,୯ା୫: ଘରୋଇ ଶେୟାର ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ର ମାଲିକାନା ଗତ ମାର୍ଚ୍ଚରେ ୧୯.୫%କୁ ହ୍ରାସ ପାଇ ୬୧୯ ବିଲିୟନ ଡଲାରରେ ପହଞ୍ଚିଛି। ନ୍ୟାଶନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ (ଏନ୍‌ଏସ୍‌ଇ)-୫୦୦ କମ୍ପାନୀଗୁଡ଼ିକର ବିଶ୍ଲେଷଣ ପରେ ବ୍ରୋକରେଜ୍‌ ଫାର୍ମ ବ୍ୟାଙ୍କ୍‌ ଅଫ୍‌ ଆମେରିକା…

୧୫୦ରୁ ଊର୍ଦ୍ଧ୍ୱ ଆସନ ଲକ୍ଷ୍ୟରେ ଭାଜପା

ଅହମଦାବାଦ,୯।୫: ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଏଥିପାଇଁ ଭାଜପା ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ହୋଇଛି। ରାଜ୍ୟ ଭାଜପା ସଭାପତି ସି.ଆର୍‌. ପାଟିଲ ଏବଂ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ନିର୍ବାଚନ ଦାୟିତ୍ୱ ଦିଆଯାଇଛି। ୧୮୨…

ପୁଣି ରିମାଣ୍ଡରେ ଆସିବେ ମାଷ୍ଟରମାଇଣ୍ଡ୍‌ ଦୁଷ୍ମନ୍ତ

ଭୁବନେଶ୍ୱର,(ବ୍ୟୁରୋ),୯ା୫: ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଣ ମାମଲାରେ କ୍ରାଇମବ୍ରାଞ୍ଚ ଖିଅ ଖୋଜିବାକୁ ଚେଷ୍ଟା ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡ ଦୁଷ୍ମନ୍ତ କୁମାର ସାହୁଙ୍କ ସହ ସାଇ ପ୍ରକାଶ ଦାସ…

‘ମାଗ ନାହିଁ, ପଡ଼ି ରହିଥିବା ଅର୍ଥ ଉପଯୋଗ କର’

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମ୍‌ସି)କୁ ଆର୍ଥିକ ସହାୟତା ମାଗିଛନ୍ତି ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଏହାକୁ ନେଇ ବିଶ୍ୱବିଦ୍ୟାଳୟ ଉପରେ ଅସନ୍ତୋଷ ପ୍ରକାଶ କରିବା ସହ ତାଗିଦ କରିଛି ଉଚ୍ଚ ଶିକ୍ଷା ବିଭାଗ। ଅଧିକ ସହାୟତା ନ ମାଗି…

ନେଲ୍‌ କ୍ୟୁଆର୍‌ କୋଡ୍‌ ପ୍ରସ୍ତୁତ କରି ଚର୍ଚ୍ଚାରେ ଶିଶିର

ଟିକିରି,୯ା୫(ଡି.ଏନ୍‌.ଏ.): ଟେକ୍ନୋଲୋଜି ଯୁଗରେ ମନୁଷ୍ୟ ନିଜର ଆବଶ୍ୟକତାକୁ ପୂରଣ କରିବା ଦିଗରେ ପ୍ରତ୍ୟେକ ଜିନିଷକୁ ସରଳ କରିବାକୁ ଉଦ୍ୟମ ଚଳାଇଛି। ସେହିପରି ଏବେକା ସମୟରେ ବିଭିନ୍ନ ସ୍ଥାନରେ କ୍ୟୁଆର୍‌ କୋଡ୍‌(କ୍ୱିକ୍‌ ରେସ୍‌ପନ୍ସ କୋଡ୍‌) ବିଭିନ୍ନ କ୍ଷେତ୍ରରେ ବ୍ୟବହାର ହେଉଛି। ପ୍ରାୟ ସମସ୍ତ…

ଯୌନ ଶୋଷଣ ଅଭିଯୋଗ ମାମଲା: ଝରିଗାଁ ବିଧାୟକଙ୍କୁ ଗିରଫ ଦାବି ତେଜୁଛି

ଉମରକୋଟ,୯ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri