Home

କେକେଆର୍‌ର ଶୋଚନୀୟ ପରାଜୟ…

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଶୋଚନୀୟ ପରାଜୟ ସ୍ୱୀକାର କରିଛି । ଧାର୍ଯ୍ୟ ୧୭୭ ରନ୍ ଲକ୍ଷ୍ୟର ପିଛା କରି କେକେଆର୍ ୧୪.୩…

୧୫ ଦିନ ହେବ ଟ୍ରାନ୍ସଫର୍ମର ଅଚଳ, ଅନ୍ଧାରରେ ଉପଭୋକ୍ତା

କୋକସରା,୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତର କରାଡଙ୍ଗରୀପଡ଼ା ଓ ଟେମେରା ପଞ୍ଚାୟତର ଖୁର୍ସେଲଗୁଡ଼ା ଗ୍ରାମରେ ଥିବା ବିପିଏଲ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ୧୫ ଦିନ ହେବ ପୋଡ଼ିଯାଇଛି। ଫଳରେ ଉଭୟ ଗ୍ରାମର ଉପଭୋକ୍ତା ଅନ୍ଧାରରେ ଦିନ କାଟୁଛନ୍ତି। କରାଡଙ୍ଗରୀ ପଡ଼ାରେ…

ଫଳ କିଣାକୁ ନେଇ ୨ ଗ୍ରାହକଙ୍କୁ ହାଣିଲେ ଦୋକାନୀ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଶନିବାର ଜଣେ ଫଳ ଦୋକାନୀଙ୍କ ଆକ୍ରମଣରେ ପୌରାଞ୍ଚଳ ଅନ୍ତର୍ଗତ ବୈଦ୍ୟରାଜପୁରର କେବୁଲ ବ୍ୟବସାୟୀ ସଞ୍ଜିତ୍‌ କୁମାର ସାହୁ ଓ ତାଙ୍କର ଜଣେ ସହଯୋଗୀ ପ୍ରମୋଦ ପରିଡ଼ା ଗୁରୁତର ହୋଇଛନ୍ତି। ସଞ୍ଜିତ୍‌ଙ୍କ ବେକକୁ…

ଅପରାଧିଙ୍କୁ ସୁରକ୍ଷା ଦେଉଛନ୍ତି ଭାଜପା ସରକାର, ସିସୋଦିଆଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୭।୫ : ଆମ୍‌ ଆଦ୍‌ମୀ ପାର୍ଟି ପକ୍ଷରୁ ଭାଜପା ସରକାରଙ୍କ ଟାର୍ଗେଟ କରାଯାଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ ଶନିବାର କହିଛନ୍ତି ଯେ, ଭାଜପା ସରକାର ଅପରାଧିଙ୍କୁ ସୁରକ୍ଷା ଦେଉଛନ୍ତି। ପଞ୍ଜାବ ହିଂସାକାଣ୍ଡରେ ଭାଜପା ଏଭଳି କରିଥିବା ସିସୋଦିଆ ଅଭିଯୋଗ…

କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୭ …

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା…

ଶ୍ରୀଲଙ୍କାକୁ ଫସାଇବା ପାଇଁ ଚାଇନାର ଚାଲ୍‌

କଲମ୍ବୋ,୭ା୫: ଋଣ ପରିଶୋଧରୁ ମୁକ୍ତି ପାଇବାକୁ ଚେଷ୍ଟା କରୁଥିବା ଶ୍ରୀଲଙ୍କା ଉପରେ ଚାଇନା ପୁଣି ଥରେ ଚାଲ୍‌ ଆରମ୍ଭ କରିଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ସାହାଯ୍ୟ ନାମରେ ଅଧିକ ଋଣ ପ୍ରଦାନ କରି ଏକ ଅଦ୍ୱିତୀୟ ଅର୍ଥନୈତିକ ସଙ୍କଟ ଦେଇ…

ଟ୍ରେନ୍‌ ଧକ୍କାରେ ୩ ଗାଈଙ୍କ ଜୀବନ ଗଲା

କେନ୍ଦୁଝର,୭ା୫(ସ୍ବ.ପ୍ର.): ସ୍ଥାନୀୟ ନରଣପୁର ରେଲଓ୍ବେ ଷ୍ଟେଶନ ନିକଟରେ ରେଳ ଦୁର୍ଘଟଣା ଘଟି ୩ ଗାଈଙ୍କର ମୃତ୍ୟୁ ଘଟିଛି। ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂର ରେଲଓ୍ବେ ଓଭର ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ବାରମ୍ବାର ଦୁର୍ଘଟଣା ଘଟି ଗୃହପାଳିତ…

୪୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ରହୁଥିବାରୁ ତାତି ଗତ କିଛିଦିନ ହେବ ତାପମାତ୍ରା କମ୍‌ ରହିଛି। ଶନିବାର ୧୦ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ୩ଟି ସ୍ଥାନରେ ୪୧ ଡିଗ୍ରୀ ସେଲ୍‌ସିିୟସ ଉପରେ ରହିଛି। ଭୁବନେଶ୍ୱର…

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.): ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଶନିବାର ଶେଷ ହୋଇଛି। ସାଧାରଣତଃ ପରୀକ୍ଷା ସରିବା ପରେ ଭବିଷ୍ୟତକୁ ନେଇ ପିଲାମାନେ ଚିନ୍ତିତ ହୋଇପଡ଼ିବା ନଚେତ ସ୍କୁଲ ପଢ଼ା ଶେଷ ହେବା ନେଇ ଦୁଃଖରେ ଥିବା ଦେଖାଯାଏ। ହେଲେ ଏବର୍ଷ ଏହାର ବିପରୀତ…

କରୀନାଙ୍କୁ ମୋଟି କହି ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ଙ୍କୁ ମୋଟି କହି ଚର୍ଚ୍ଚାକୁ ଆସିଛନ୍ତି ପାକିସ୍ତାନୀ ଅଭିନେତ୍ରୀ ହୀରା ମଣି। ସୋସିଆଲ ମିଡିଆରେ ହୀରାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା। ଏକ ସାକ୍ଷାତକାରରେ ହୀରାମଣି କହିଛନ୍ତି, ‘ମୁଁ…

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ରବିବାର ଗଭୀର…

ଟସ୍‌ ଜିତିଲା କେକେଆର, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri