Home

ଜୀବନ ନେବା ପରେ ବି ପଶୁନି ଚେତା

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ କାୟା ବିସ୍ତାର ଆରମ୍ଭ କଲାଣି। ସରକାରୀ ଭାବେ ସହରରୁ ମାତ୍ର ୫/୬ଜଣ ରୋଗୀ ଚିହ୍ନଟ ହୋଇଥିବା କୁହାଯାଉଥିବାବେଳେ ବେସରକାରୀ ସଂଖ୍ୟା ଶତକ ପାର୍‌ କରିଥିବା ଜଣାପଡିଛି। ବିଶେଷକରି ବସ୍ତି ଅଞ୍ଚଳରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଛି।…

ଘରେ ଝୁଲୁଛି ମୃତଦେହ, ଚଟାଣରେ ଲେଖାହୋଇଛି ଆମେ ବିଷ ପିଇଛୁ

ଢେଙ୍କାନାଳ ଅଫିସ,୧୦ା୬: ଢେଙ୍କାନାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ପରସ୍ପର ଏକାଠି ପ୍ରଥମେ ବିଷ ପିଇବା ପରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପାରିପାର୍ଶ୍ୱିକ ପରିସ୍ଥିତିରୁ ଜଣାପଡୁଛି। ଢେଙ୍କାନାଳ ଜିଲା ସଦରଥାନା…

ପୁଣି ଅନୁଭବଙ୍କ ନାଁରେ ଏକ ମାମଲା ରୁଜୁ କଲେ ବର୍ଷା

କଟକ ଅଫିସ,୧୦ା୬: ଥମୁନି ବର୍ଷା-ଅନୁଭବଙ୍କ ବିବାଦ। ଅନୁଭବଙ୍କ ନାଁରେ ପୁଣି ଏକ ମାମଲା ରୁଜୁ କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ଏହି ମାମଲା ରୁଜୁ କରିଛନ୍ତି। ସୋସିଆଲ ମିଡିଆରେ ଅନୁଭବ ବିଭିନ୍ନ ପୋଷ୍ଟ ଜରିଆରେ ତାଙ୍କ ସମ୍ମାନ…

ଇନ୍‌ଷ୍ଟାରେ ଗୋଟିଏ ଫୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ସାମନ୍ଥା

ସାଉଥ ସିନେମାର ଶ୍ରେଷ୍ଠ ଅଭିନେତ୍ରୀମାନଙ୍କ ମଧ୍ୟରେ ସାମନ୍ଥା ରୁଥ ପ୍ରଭୁ ଅନ୍ୟତମ। ପରଦାରେ ଚମତ୍କାର ଅଭିନୟ ଜରିଆରେ ସେ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ତାଙ୍କ ପ୍ରଶଂସକଙ୍କ ତାଲିକା ମଧ୍ୟ ବହୁତ ଲମ୍ବା। ସୋସିଆଲ ମିଡିଆରେ ସାମନ୍ଥା ବେଶ୍‌ ସକ୍ରିୟ। ପ୍ରାୟତଃ ସେ…

ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ୫ ଅସୁସ୍ଥ

ଆରଡ଼ି,୧୦ା୬(ଡି.ଏନ୍‌.ଏ.): ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଆରଡି ଫାଣ୍ଡି ଅନ୍ତର୍ଗତ ଡିହସାହି ଗାଁରେ। ଅସୁସ୍ଥମାନେ ହେଲେ ଅନିମା ମଲିକ, ନିରୁପମା ମଲିକ, ନେରିମା ମଲିକ, ଲକି…

ବିଭିନ୍ନ ଦାବିରେ ରେଳରୋକୋ

ପାରଳାଖେମୁଣ୍ଡି,୧୦ା୬(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ରେଳ ଷ୍ଟେଶନରେ ଶୁକ୍ରବାର ସକାଳୁ ସ୍ଥାନୀୟ ଲୋକେ ବିଭିନ୍ନ ଦାବି ନେଇ ରେଳରୋକୋ କରିଛନ୍ତି। ଦାବିଗୁଡ଼ିକ ମଧ୍ୟରେ ଷ୍ଟେଶନର ଦୋହରୀକରଣ, ପାନୀୟ ଜଳ ବ୍ୟବସ୍ଥା, ଷ୍ଟେଶନରେ ପ୍ରେକ୍ଷାଳୟ ବ୍ୟବସ୍ଥା ଆଦି ଅନ୍ତର୍ଭୁକ୍ତ। ୩୦ ମିନିଟ୍‌ ଧରି…

ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୫୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ଜମ୍ମୁ-କଶ୍ମୀରର ଭଦ୍ରୱାହରେ କର୍ଫ୍ୟୁ ପରେ ଇଣ୍ଟରନେଟ ସେବା ବନ୍ଦ

ଶ୍ରୀନଗର,୧୦ ।୬: ଜମ୍ମୁ-କଶ୍ମୀରରେ କିଛିଦିନ ହେବ ଲାଗି ରହିଥିବା ଟାର୍ଗେଟ କିଲିଂକୁ ନେଇ ପରିବେଶ ଗରମ ଥିବା ବେଳେ ଏବେ ସାଂପ୍ରଦାୟିକ ଉତ୍ତେଜନାକୁ ଦେଖି ଜମ୍ମୁ-କଶ୍ମୀର ପୋଲିସ ଡୋଡା ଜିଲାର ଭଦ୍ରୱାହ ସହରରେ ଫ୍ଲାଗ ମାର୍ଚ୍ଚ କରିବା ପରେ ସେଠାରେ କର୍ଫ୍ୟୁ…

ରାଜ୍ୟରୁ ୨୦ ପଜିଟିଭ୍‌ ଚିହ୍ନଟ, ୧୨,୮୮,୫୯୬ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ଚିହ୍ନଟ ହୋଇଥିବା…

ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ ହରାଇଲା ଭାରତ

ନୂଆଦିଲ୍ଲୀ,୧୦।୬: ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟିମ ଇଣ୍ଡିଆକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ଲଜ୍ଜାଜନକ ପରାଜୟ ସହିତ ଟିମ ଇଣ୍ଡିଆ ଏକ ବଡ଼ ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ…

ଚମକାଇଲା ଓୱାଇସିଙ୍କ ଦଳ, ଭାଜପାକୁ ହରାଇବାକୁ ଶିବସେନା ନେତୃତ୍ୱ ଏମଭିଏକୁ ଦେବ ଭୋଟ

ମୁମ୍ବାଇ,୧୦ ।୬: ମହାରାଷ୍ଟ୍ରର ୬ ରାଜ୍ୟ ସଭା ଆସନ ଲାଗି ଶୁକ୍ରବାର ନିର୍ବାଚନ ହେବାକୁ ଯାଉଛି । ଠିକ୍ ଏହା ପୂର୍ବରୁ ଅସଦୁଦ୍ଦିନ ଓୱାଇସିଙ୍କ ଦଳ ଏଆଇଏମ୍‌ଆଇଏମ୍ ଶିବସେନା ନେତ୍ୟତ୍ୱ ମହାବିକାଶ ଅଘାଡି ପ୍ରାର୍ଥୀଙ୍କୁ ଭୋଟ ଦେବ ବୋଲି କହିଛି ।…

ଭାରତୀୟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି

ନୂଆଦିଲ୍ଲୀ,୧୦।୬: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୭ ଉଇକେଟ ନେଇ ଭାରତକୁ ପରାସ୍ତ କରିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ଚାରି ଉଇକେଟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?