ରୁଷିଆକୁ ଲାଗିଲା ବଡ଼ ଝଟ୍କା
ଲଣ୍ଡନ,୧୮।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରିିରହିଥିବା ଯୁଦ୍ଧକୁ ଅନେକ ଦେଶ ବିରୋଧ କରୁଛନ୍ତି। ରୁଷିଆ ଉପରେ ପାଶ୍ଚାତ୍ୟ ଦେଶଗୁଡ଼ିକ ଅନେକ ପ୍ରତିବନ୍ଧକ ସହ ଆର୍ଥିକ କଟକଣା ମଧ୍ୟ ଲଗାଇଛନ୍ତି। ଇତିମଧ୍ୟରେ ୟୁରୋପୀୟ ସ୍ପେସ୍ ଏଜେନ୍ସି (ଇଏସ୍ଏ) ମଙ୍ଗଳ ଗ୍ରହ ମିଶନରୁ…
ବିବାହ ପରେ ପ୍ରଥମ ହୋଲି
ବମ୍ବେ: ବିବାହ ପରେ ପ୍ରଥମ ହୋଲି ପାଳିବେ ବି ଟାଉନ୍ର ଅନେକ କଳାକାର ଯୋଡ଼ି। ସେମାନଙ୍କ ମଧ୍ୟରେ ବିକ୍କି-କୌଶଲ-କଟ୍ରିନା କୈଫଙ୍କଠାରୁ ଆରମ୍ଭ କରି ଫରହାନ୍ ଅଖତର-ଶିବାନୀ ଦାଣ୍ଡେକର ରହିଛନ୍ତି। ରଙ୍ଗର ଏହି ପର୍ବକୁ ନେଇ ସମସ୍ତେ ବେଶ ଉତ୍ସାହିତ ଥିବା ବେଳେ…
ଢାକା ଇସ୍କନ ମନ୍ଦିରରେ ଆକ୍ରମଣ, ଭଙ୍ଗାରୁଜା
ଢାକା,୧୮।୩: ବଂଲାଦେଶରେ ପୁଣି ଥରେ ଆଉ ଏକ ହିନ୍ଦୁ ମନ୍ଦିରରେ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ବାଂଲାଦେଶ ରାଜଧାନୀ ଢାକା ସ୍ଥିତ ଇସ୍କନ ରାଧାକାନ୍ତ ମନ୍ଦିରରେ ଗୁରୁବାର ସନ୍ଧ୍ୟାରେ ଆକ୍ରମଣ ହେବା ସହ ଭଙ୍ଗାରୁଜା କରାଯାଇଛି। ଏଥିସହ ଅନେକ ମୂଲ୍ୟବାନ…
‘ଦ କଶ୍ମୀର ଫାଇଲ୍’ର ନିର୍ଦ୍ଦେଶକଙ୍କୁ ମିଳିଲା ଓ୍ବାଇ ସୁରକ୍ଷା
ମୁମ୍ବାଇ,୧୮।୩: ବଲିଉଡ୍ ଫିଲ୍ମ ‘ଦ କଶ୍ମୀର ଫାଇଲ’ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ବକ୍ସ ଅଫିସ୍ରେ ଧମାଲ୍ କରିଥିବା ଏହି ଫିଲ୍ମ ୬ଦିନରେ ପ୍ରାୟ ୮୦କୋଟି ଟଙ୍କା ଆୟ କରିସାରିଲାଣି। ଏହି ଫିଲ୍ମକୁ ଅନେକ ରାଜ୍ୟରେ ଟିକସମୁକ୍ତ କରାଯାଇଛି। କେବଳ ଏତିକି ନୁହେଁ…
୪୦ ବର୍ଷ ଧରି ପଥରଫଟା କାର୍ଯ୍ୟ କରୁଛନ୍ତି ଏହି ଦେଶର ଲୋକେ, କାରଣ ଜାଣିଲେ…
ଯେଉଁଠାରେ ଅନେକ ଦେଶ ଅଗ୍ରଗତି କରୁଥିବା ବେଳେ ଆଉ କିଛି ଦେଶର ଲୋକ ଆଜି ବି ନିଜର ମୌଳିକ ସୁବିଧା ପୂରଣ କରିବାରେ ଅସମର୍ଥ। ଜାଣି ଆଶ୍ଚର୍ଯ୍ୟ ହେବେ ଆଫ୍ରିକାରେ ମଧ୍ୟ ଏକ ଦେଶ ଅଛି, ଯେଉଁଠାରେ ଲୋକମାନେ ଗତ ୪୦…
ଦକ୍ଷିଣ କୋରିଆରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ
ସିଓଲ,୧୮ା୩: ମହାମାରୀ କରୋନା ଟିକେ କମିଥିବା ବେଳେ ଏବେ କିଛି ଦେଶରେ ପୁଣି କାୟା ବିସ୍ତାର କଲାଣି। ଚାଇନାରେ କରୋନା ହଇଚଇ ସୃଷ୍ଟି କରିଥିବାବେଳେ ଏବେ ଦକ୍ଷିଣ କୋରିଆ ଏହାର ସମ୍ମୁଖୀନ ହୋଇଛି। ଗୁରୁବାର ମଧ୍ୟରାତ୍ରି ସୁଦ୍ଧା ଦେଶରେ ୪,୦୭,୦୧୭ ନୂଆ…
ରାଜ୍ୟବାସୀଙ୍କୁ ଦୋଳପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଉତ୍ସବମୁଖର ହୋଇଛି ଗାଁଠୁ ସହର। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।…
ମହିଳାଙ୍କ ପ୍ରାଇଭେଟ୍ ପାର୍ଟ ହେଉଥିଲା ଦରଜ, ଅପରେଶନ ପରେ ଯାହା ବାହାରିଲା; ଜାଣିଲେ…
ଦୁନିଆରେ ଏପରି ଅନେକ ଅଦ୍ଭୁତ ଘଟଣା ଘଟୁଛି, ଯାହା ବିଷୟରେ ସମସ୍ତେ ଜାଣି ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ଏବେ ସେମିତି ଏକ ଘଟଣା ଗୋଟିଏ ଚର୍ଚ୍ଚାରେ ରହିଛି। ଆଫ୍ରିକାର ଜଣେ ମହିଳାଙ୍କ ପ୍ରାଇଭେଟ୍ ପାର୍ଟରେ ଦରଜ ହେଉଥିବାରୁ ସେ ଡାକ୍ତରଙ୍କ ନିକଟକୁ ଆସିଥିଲେ।…
ଏହି କାମ ପାଇଁ ସ୍ବାମୀଙ୍କୁ ୫ କୋଟି ଟଙ୍କାର କାର୍ ଉପହାର ଦେଲେ ସ୍ତ୍ରୀ
ଜଣେ ଗର୍ଭବତୀ ମହିଳା ପ୍ରଥମ ସନ୍ତାନର ଜନ୍ମ ପୂର୍ବରୁ ତାଙ୍କ ସ୍ବାମୀଙ୍କୁ ଲମ୍ବୋର୍ଗିନି ହୁରାକାନ ଇଭୋ (Lamborghini Huracan Evo) କାର୍ ଉପହାର ଦେଇଛନ୍ତି। ସେ ତାଙ୍କ ପିଲାଙ୍କ ସାହାଯ୍ୟ ପାଇଁ ସ୍ବାମୀଙ୍କୁ ଆଗୁଆ ପୁରସ୍କାର ଦେବାକୁ ଚାହୁଁଥିଲେ। ସେଥିପାଇଁ ଏହି…
ଭାଇ ବିପକ୍ଷରେ ଭାଇ
ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ପୌର ପରିଷଦର ଓ୍ବାର୍ଡ ନଂ.୫ରେ ଦୁଇ ଭାଇ ପରସ୍ପର ବିପକ୍ଷରେ କାଉନ୍ସିଲର ପ୍ରାର୍ଥୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ସପନ କୁମାର ତ୍ରିପାଠୀ (ବୁଲୁ), ବିଜେଡି ପ୍ରାର୍ଥୀ ଉତ୍ତମ ତ୍ରିପାଠୀ ସମ୍ପର୍କୀୟ ଭାଇ। ସୂଚନାନୁଯାୟୀ ଉତ୍ତମ ପୂର୍ବତନ ଏମ୍ପି ପ୍ରଦୀପ…
ଯାଜପୁର ପୌର ପରିଷଦ: କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ବ୍ୟାନର ପୋଡ଼ି ଅଭିଯୋଗ
ଯାଜପୁର ଟାଉନ,୧୮ା୩(ଡି.ଏନ.ଏ.): ଯାଜପୁର ପୌର ପରିଷଦର କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀ ପ୍ରିୟଦର୍ଶିନୀ ସାମନ୍ତଙ୍କ ଏକ ବ୍ୟାନର ଯାଜପୁର ଟ୍ୟାକ୍ସି ଷ୍ଟାଣ୍ଡ ନିକଟରେ ଲଗାଯାଇଥିଲା। ତେବେ ଉକ୍ତ ବ୍ୟାନରକୁ କେହି ଅସାମାଜିକ ବ୍ୟକ୍ତି ପୋଡ଼ି ଦେଇଥିବା ଗୁରୁବାର ସକାଳେ ଜଣାପଡ଼ିଛି। ଏହାପରେ ଯାଜପୁର…
ଆନ୍ଧ୍ର ସହ ରହିବାକୁ ୩ ସରପଞ୍ଚ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ, ୨୧ରେ ଶୁଣାଣି
ପଟ୍ଟାଙ୍ଗୀ,୧୮ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ କୌଣସି ସମାଧାନର ବାଟ ଏଯାଏ ବାହାରିପାରିନାହିଁ। ଏଭଳି ସ୍ଥିତିରେ ଆନ୍ଧ୍ର ସହ ରହିବାକୁ ଫାଟୁସିନେରି ସରପଞ୍ଚ କୁନେଟି କୁସଆମାଁଙ୍କ…
Archives


