Home

ମସ୍କ ହୋଇପାରନ୍ତି ଟୁଇଟର ସିଇଓ

ଓ୍ବାଶିଂଟନ୍‌, ୬ା୫: ସ୍ପେସ୍‌ଏକ୍ସ ମାଲିକ ଏଲନ ମସ୍କ ଟୁଇଟର କିଣିବା ପରେ ଏହାର ସିଇଓ କିଏ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏକ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଟୁଇଟର କିଣା ନେଇ ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ…

ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ପଦ୍ମ ପୁରସ୍କାର ନୋମିନେଶନ

ନୂଆଦିଲ୍ଲୀ, ୬ା୫: ପଦ୍ମ ପୁରସ୍କାର ୨୦୨୩ ନିମନ୍ତେ ଆସନ୍ତା ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଅନ୍‌ଲାଇନରେ ନୋମିନେଶନ ବା ନାଁ ସୁପାରିସ୍‌ କରାଯାଇପାରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆସନ୍ତା ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ଘୋଷଣା ହେବାକୁ ଥିବା ପଦ୍ମ…

ଠିକାଦାରଙ୍କ ସ୍ବାର୍ଥରେ ଏମ୍‌ଆଇପି

ଯାଜପୁର ଅଫିସ/ରଗଡ଼ି(ଡି.ଏନ.ଏ.),୬ା୫: ପାଣି ଅଭାବରୁ ଚାଷ କ୍ଷତିଗ୍ରସ୍ତ ହେଲେ ଚାଷୀଙ୍କ ଆଖିରୁ ଲୁହ ଝରେ। ଚାଷୀ ପରିବାରରେ ଆର୍ଥିକ ସଙ୍କଟ ଦେଖାଦିଏ। ଚାଷ ପାଇଁ ଜରୁରୀ ଆବଶ୍ୟକ ପାଣି। ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି…

ହିନ୍ଦୁ ଯୁବକଙ୍କୁ ହତ୍ୟାକଲେ ମୁସଲମାନ ସ୍ତ୍ରୀଙ୍କ ଭାଇ

ହାଇଦ୍ରାବାଦ, ୬ା୫:ଜଣେ ମୁସଲମାନ ଯୁବତୀଙ୍କୁ ବିବାହ କରିଥିବା ହାଇଦ୍ରାବାଦର ହିନ୍ଦୁ ଯୁବକଙ୍କୁ ବୁଧବାର ରାତିରେ ସର୍ବସାଧାରଣରେ ପିଟି ହତ୍ୟା କରାଯାଇଛି। ଯୁବତୀଙ୍କ ଦୁଇ ସମ୍ପର୍କୀୟ ଭାଇ ଲୁହାରଡ୍‌ରେ ସମ୍ପୃକ୍ତ ଯୁବକଙ୍କୁ ପିଟୁଥିବାର ଭିଡିଓ ସିସିଟିଭିରେ କଏଦ ହୋଇଛି। ଘଟଣାସ୍ଥଳରେ ବହୁସଂଖ୍ୟାରେ ଲୋକ…

ଭାବୀସ୍ବାମୀଙ୍କୁ ଗିରଫ କଲେ ମହିଳା ପୋଲିସ

ଗୁଆହାଟୀ, ୬ା୫: ଠକେଇ ଅଭିଯୋଗରେ ଆସାମର ଜଣେ ମହିଳା ପୋଲିସ ଅଧିକାରୀ ନିଜ ଭାବୀସ୍ବାମୀଙ୍କୁ ଗିରଫ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ନଅଗାଁ ଥାନାରେ ଜୁନମୋନି ରାଭା ସବ୍‌ଇନ୍ସପେକ୍ଟର ଅଛନ୍ତି। ରାନା ପୋଗାଗ୍‌ଙ୍କ ସହ ଗତ ଅକ୍ଟୋବରରେ…

କୋଭିଡ୍‌ ମୃତ୍ୟୁ ଦେଢ଼ କୋଟି

ଜେନେଭା,୬ା୫:କୋଭିଡ୍‌ ମହାମାରୀରେ ୨୦୨୦ ଏବଂ ୨୦୨୧ରେ ଦେଢ଼ କୋଟିରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଛନ୍ତି। ବିଭିନ୍ନ ଦେଶ ଦେଇଥିବା ତଥ୍ୟ ଠାରୁ ଏହି ସଂଖ୍ୟା ପ୍ରାୟ ୩ ଗୁଣ ଅଧିକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗୁରୁବାର ପ୍ରକାଶିତ…

ମହିଳାଙ୍କ ଡ୍ରାଇଭିଂ ଲାଇସେନ୍ସ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ

କାବୁଲ,୫।୫:ଆଫଗାନିସ୍ତାନରେ ତାଲିବାନୀ ଶାସନ ପରେ ସବୁଠାରୁ ଅଧିକ କ୍ଷତି ମହିଳାମାନେ ସହୁଛନ୍ତି। ମହିଳାଙ୍କ ଉପରେ ସମସ୍ତ ପ୍ରତିବନ୍ଧକ ଲଗାଇବା ପରେ ତାଲିବାନ ସେମାନଙ୍କ ବିରୋଧରେ ଆଉ ଏକ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ଆଫଗାନିସ୍ତାନର ମହିଳାମାନଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରିବା ଉପରେ…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ସନରାଇଜର୍ସ

ମୁମ୍ବାଇ,୫।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୫୦ତମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ୍‌ ଓ୍ବିଲିୟମ୍‌ସନ୍‌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦିଲ୍ଲୀ…

ନିଜ ଦୋକାନରୁ ବହି-ୟୁନିଫର୍ମ କିଣିବାକୁ ବାଧ୍ୟ କରିପାରିବେନି ଘରୋଇ ସ୍କୁଲ

ନୂଆଦିଲ୍ଲୀ,୫।୫: ଦିଲ୍ଲୀ ସରକାର ଘରୋଇ ସ୍କୁଲକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଦିଲ୍ଲୀର ଘରୋଇ ବିଦ୍ୟାଳୟଗୁଡ଼ିକ ସେମାନଙ୍କ ଦୋକାନରୁ ବହି କିମ୍ବା ୟୁନିଫର୍ମ କିଣିବାକୁ ବାଧ୍ୟ କରିପାରିବେ ନାହିଁ। ଏହାକୁ ନେଇ ଗୁରୁବାର ଏକ ସରକାରୀ ଆଦେଶ ଜାରି…

ହସ୍ପିଟାଲରେ ସ୍ବାମୀଙ୍କୁ ଦେଖି ଭାବୁକ ହେଲେ ନବନୀତ

ମୁମ୍ବାଇ,୫।୫: ହନୁମାନ ଚାଳିଶା ବିବାଦକୁ ନେଇ ଗିରଫ ହୋଇଥିବା ଅମରାବତୀର ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ଦୀର୍ଘ ୧୨ ଦିନ ପରେ ଗୁରୁବାର ଜେଲ୍‌ରୁ ମୁକୁଳିଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ସମୟ ପୂର୍ବରୁ ବାଏକୋଲା ମହିଳା ଜେଲ୍‌ରୁ ନବନୀତ…

୩ହଜାର କି.ମି. ପଦଯାତ୍ରା କରିବେ ପିକେ

ପାଟନା,୫।୫: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଗୁରୁବାର ବିହାର ରାଜଧାନୀ ପାଟନାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ପୂର୍ବରୁ ପ୍ରଶାନ୍ତ କିଶୋର ନୂଆ ଦଳ ଗଠନ କରିବେ ବୋଲି ଚର୍ଚ୍ଚା ଜୋର ଧରିଥିବା ବେଳେ ଗୁରୁବାର କିନ୍ତୁ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।…

ରୁଷିଆକୁ ଶସ୍ତାରେ ତୈଳ ଦେବାକୁ ଦାବି କଲା ଭାରତ

ନୂଆଦିଲ୍ଲୀ/ମସ୍କୋ,୫।୫: ଗତ ୨ମାସ ହେଲାଣି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ଏହି ଆକ୍ରମଣ ଯୋଗୁ ସମସ୍ତ ପଶ୍ଚିମ ଦେଶ ରୁଷିଆକୁ ବିରୋଧ କରିବା ସହ ଅନେକ ଆର୍ଥିକ ଓ ବ୍ୟବସାୟିକ ପ୍ରତିବନ୍ଧକ ଲଗାଇଛନ୍ତି। ଏହାର ପ୍ରତିଜବାବରେ ରୁଷିଆ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri