Home

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଚାଇନାର ବ୍ରେନ୍‌ ଡ୍ରେନ୍‌ ଯୋଜନା, ତାଇଓ୍ବାନ ଇଞ୍ଜିନିୟରଙ୍କୁ ଅଧିକ ଦରମାରେ ଦେଉଛି ନିଯୁକ୍ତି…

ବେଜିଂ, ୫।୫ : ପଡୋଶୀ ଦେଶଙ୍କୁ ହଇରାଣ କରିବା ପାଇଁ ଚାଇନା ବିଭିନ୍ନ ପ୍ରକାର ଯୋଜନା ପ୍ରସ୍ତୁତ କରିଥାଏ। ତାଇଓ୍ବାନକୁ ସମସ୍ୟାରେ ପକାଇବା ଲାଗି ଚାଇନା ଏବେ ନୂଆ ରଣନୀତି ଆପଣେଇଛି। ଚାଇନା କମ୍ପାନୀଗୁଡିକ ତାଇୱାନର ସେମିକଣ୍ଡକ୍ଟର ତିଆରି କରୁଥିବା ଇଞ୍ଜିନିୟର…

ବେକାରଙ୍କୁ ଲିଙ୍କ୍ଡଇନ୍‌ ମାଧ୍ୟମରେ ନିଯୁକ୍ତି ପ୍ରଦାନ କରିବାକୁ ସରକାରଙ୍କ ଯୋଜନା…

ନୂଆଦିଲ୍ଲୀ, ୫।୫ : ବୃତ୍ତିଗତ ସୋସିଆଲ ନେଟୱାର୍କିଂ ସାଇଟ ଲିଙ୍କ୍ଡଇନ୍‌ ମାଧ୍ୟମରେ ଦେଶର ବେକାର ଯୁବବର୍ଗଙ୍କୁ ନିଯୁକ୍ତି ପ୍ରଦାନ କରିବା ପାଇଁ ସରକାର ଖୁବ ଶୀଘ୍ର ବ୍ୟବସ୍ଥା କରିବାକୁ ଯାଉଛନ୍ତି। ଲିଙ୍କ୍ଡଇନ୍‌ ହେଉଛି ଏକ ସାଇଟ ଯାହା ବୃତ୍ତିଗତ ଲୋକଙ୍କ ସହ…

ଆମେରିକା ବିଦେଶମନ୍ତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ…

ଓ୍ବାଶିଂଟନ୍‌, ୫।୫ : ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ତାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କଠାରେ କରୋନାର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଛି। ସେ ଘରେ ଆଇସୋଲେଶନରେ ରହି ନିଜ କାମ…

୨୦୨୩ ଡିସେମ୍ବର ସୁଦ୍ଧା ୧୭ ସହରାଞ୍ଚଳରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌’

ଭୁବନେଶ୍ୱର,୫।୫(ବ୍ୟୁରୋ): ୨୦୨୩ ଡିସେମ୍ବର ସୁଦ୍ଧା ୧୭ ପ୍ରମୁଖ ସହରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍‌ ପାଇଁ ଲକ୍ଷ୍ୟ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାର ସହରାଞ୍ଚଳରେ ଆରମ୍ଭ କରିଥିବା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଡ୍ରିଙ୍କ୍‌ ଫ୍ରମ୍‌…

ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୫ା୫: ହାଇକୋର୍ଟଗୁଡ଼ିକରେ ବହୁ ଆପରାଧିକ ମାମଲାର ଅପିଲ ବିଚାର ନ ହୋଇ ପଡ଼ିରହିଥିବାରୁ ବୁଧବାର ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହ ଗତ ୩୦ରୁ ୪୦ ବର୍ଷ ମଧ୍ୟରେ କେଉଁ ହାଇକୋର୍ଟରେ ଅଧିକ ସଂଖ୍ୟକ ମାମଲା ଗଡ଼ୁଛି ବୋଲି ରିପୋର୍ଟ…

ସାମ୍ବାରେ ସୁଡ଼ଙ୍ଗ ଠାବ

ଶ୍ରୀନଗର,୫।୫: ଭାରତ-ପାକିସ୍ତାନ ସୀମାବର୍ତ୍ତୀ ଅଞ୍ଚଳ ସାମ୍ବାର ଚକ୍‌ ଫକିରା ବର୍ଡର ପୋଷ୍ଟରେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପକ୍ଷରୁ ବୁଧବାର ସନ୍ଧ୍ୟାରେ ଏକ ସୁଡ଼ଙ୍ଗ ଠାବ କରାଯାଇଛି। ସୀମାରେ କଡ଼ା ସୁରକ୍ଷାକୁ ଦେଖି ଆତଙ୍କବାଦୀମାନେ କଶ୍ମୀରକୁ ଅନୁପ୍ରବେଶ ପାଇଁ ଏହି ସୁଡ଼ଙ୍ଗ…

ରାଜ୍ୟକୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୫ା୫: ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିମାନଙ୍କ ପେନସନ୍‌ ସମୀକ୍ଷା ଲାଗି ପୂର୍ବରୁ ଦେଇଥିବା ନିର୍ଦ୍ଦେଶନାମାର ଅନୁପାଳନ ସମ୍ପର୍କିତ ରିପୋର୍ଟ ବୁଧବାର ଓଡ଼ିଶା ସମେତ ରାଜ୍ୟଗୁଡ଼ିକୁ ମାଗିଛନ୍ତି। ଜଷ୍ଟିସ୍‌ ଏଲ୍‌ ନାଗେଶ୍ୱର ରାଓ ଏବଂ ବି. ଆର୍‌ ଗବାଇଙ୍କୁ ନେଇ ଗଠିତ ଖଣ୍ଡପୀଠ…

ରୁଷିଆରୁ ତେଲ କ୍ରୟ ବନ୍ଦ କରିବ ୟୁରୋପ

ବ୍ରସେଲ୍ସ, ୫ା୫: ୟୁକ୍ରେନ୍‌ ଆକ୍ରମଣ ପାଇଁ ରୁଷିଆକୁ ଦଣ୍ଡିତ କରିବାକୁ ୟୁରୋପୀୟ ସଂଘ(ଇୟୁ) ଏହାର ଅର୍ଥନୀତିକୁ ଟାର୍ଗେଟ କରୁଛି। ରୁଷିଆ ଆୟର ବଡ଼ ଭାଗ ଅଶୋଧିତ ତୈଳ ରପ୍ତାନିରୁ ଆସୁଥିବାବେଳେ ଏହି ଉତ୍ସକୁ ବନ୍ଦ କରିବାକୁ ଇୟୁ ପ୍ରସ୍ତୁତି ଚଳାଇଛି। ପାଶ୍ଚାତ୍ୟ…

ଏଭରେଷ୍ଟରେ ସର୍ବୋଚ୍ଚ ଓ୍ବେଦର ଷ୍ଟେଶନ ସ୍ଥାପନ କଲା ଚାଇନା

ବେଜିଂ,୫।୫: ଏଭରେଷ୍ଟ ପର୍ବତରେ ଚାଇନା ବିଶ୍ୱର ସର୍ବୋଚ୍ଚ ଓ୍ବେଦର ଷ୍ଟେଶନ ସ୍ଥାପନ କରିଛି। ସମୁଦ୍ର ତଟରୁ ଷ୍ଟେଶନର ଉଚ୍ଚତା ୮,୮୩୦ ମିଟର ରହିଛି। ଆର୍ଦ୍ର ଜଳବାୟୁରେ ଏହି ସ୍ବୟଂଚାଳିତ ଷ୍ଟେଶନ କାମ କରୁଛି କି ନାହିଁ ଚାଇନାର ଏକ ସ୍ବତନ୍ତ୍ର ବୈଜ୍ଞାନିକ…

ଫ୍ରାନ୍ସ ସବୁଠୁ ବଡ଼ ସହଯୋଗୀ: ମୋଦି

ପ୍ୟାରିସ୍‌/କୋପେନହାଗେନ୍‌, ୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡେନ୍‌ମାର୍କରୁ ବୁଧବାର ପ୍ୟାରିସ୍‌ ଗସ୍ତ କରି ପୁନଃ ନିର୍ବାଚିତ ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍‌ରଁଙ୍କୁ ଭେଟିଛନ୍ତି। ଫ୍ରାନ୍ସ ଭାରତର ସବୁଠୁ ବଡ଼ ସହଯୋଗୀ ବୋଲି ମୋଦି ଟୁଇଟ୍‌ କରିଛନ୍ତି। ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ସମୟରେ ଫ୍ରାନ୍ସ ମଧ୍ୟସ୍ଥ…

ଗର୍ଭପାତ କଟକଣା: ଆମେରିକାରେ ଦ୍ୱନ୍ଦ୍ୱ

ଓ୍ବାଶିଂଟନ,୫ା୫: ୧୯୭୩ ମସିହାରେ ଆମେରିକା ସୁପ୍ରିମକୋର୍ଟ ‘ରୋ ବନାମ ଓ୍ବେଡ୍‌’ ମାମଲାର ବିଚାର କରି ଗର୍ଭପାତ କରାଇବା ସପକ୍ଷରେ ରାୟ ଦେଇଥିଲେ। ସର୍ବୋଚ୍ଚ ଅଦାଲତଙ୍କ ଏହି ଐତିହାସିକ ନିଷ୍ପତ୍ତି ଗର୍ଭପାତ ଅଧିକାରକୁ ଆଇନତଃ ବୈଧ କରିଥିବାବେଳେ ଦେଶରେ ଏହାକୁ ନେଇ ଆଣ୍ଟାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri