Home

ଜାତିସଂଘରେ ମହାପୁରୁଷ ମହମ୍ମଦ ବିବାଦ…

ଜେନେଭା, ୭।୬ : ମହାପୁରୁଷ ମହମ୍ମଦଙ୍କ ବିବାଦ ଏବେ ଜାତିସଂଘରେ ପହଞ୍ଚିଛି। ବହୁ ମୁସଲମାନ ଦେଶରୁ ମହମ୍ମଦଙ୍କ ଉପରେ ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପରେ ଏନେଇ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସଙ୍କ ମୁଖପାତ୍ରଙ୍କ…

ପରିବେଶ ସଂରକ୍ଷଣ ତାଲିକାରେ ଭାରତ ତଳେ…

ନୂଆଦିଲ୍ଲୀ, ୭।୬ : ପରିବେଶ ସଂରକ୍ଷଣ ନେଇ ସମଗ୍ର ବିଶ୍ୱରେ ଏକ ଅଭିଯାନ ଚାଲିଛି ଏବଂ ଏହାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି କରାଯାଉଛି। ବିଭିନ୍ନ ଦେଶ ପରିବେଶକୁ ବଞ୍ଚାଇବା ପାଇଁ ଏକ ଅଭିଯାନ ଚଳାଉଛନ୍ତି। ଭାରତରେ ମଧ୍ୟ ଏହି ଅଭିଯାନ…

ପାକିସ୍ତାନୀ ଡ୍ରୋନ୍‌କୁ ଗୁଳି କରି ଖସାଇଲେ ବିଏସ୍‌ଏଫ୍‌ ଯବାନ…

ଶ୍ରୀନଗର, ୭।୬ : ଜମ୍ମୁ-କଶ୍ମୀରର କାନାଚକ ଅଞ୍ଚଳରେ ସୁରକ୍ଷା ବାହିନୀ ପୁଣିଥରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଷଡଯନ୍ତ୍ରକୁ ପଣ୍ଡ କରିଛନ୍ତି। ସୀମା ଆରପାରିକୁ ପଠାଯାଇଥିବା ଏକ ଡ୍ରୋନ୍‌କୁ ବିଏସ୍‌ଏଫ୍‌ ପକ୍ଷରୁ ଗୁଳି କରି ଖସାଇ ଦିଆଯାଇଛି। ସୋମବାର-ମଙ୍ଗଳବାର ବିଳମ୍ବିତ ରାତିରେ ଅନ୍ତର୍ଜାତୀୟ ସୀମାରେ…

୩ ମାସରେ ୭୮୮ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଲକ୍ଷ୍ନୌ, ୭।୬ : ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ହେବା ପରଠାରୁ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନୁଯାୟୀ ଗତ ୩ ମାସରେ ମୋଟ ୭୮୮ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ ପାଳିରେ ମାଫିଆଙ୍କ ବିରୋଧରେ କଡ଼ା…

୨୬ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୭।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ଲାଲୁଙ୍କ ରୁମ୍‌ରେ ଲାଗିଲା ନିଆଁ

ରାଞ୍ଚି,୭।୬: ତିନି ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଆସିଥିବା ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ରୁମ୍‌ରେ ନିଆଁ ଲାଗିଯାଇଛି। ଲାଲୁ ଝାଡଖଣ୍ଡର ପାଲାମୁ ସ୍ଥିତ ସର୍କିଟ ହାଉସର ଏକ ରୁମ୍‌ରେ ଥିଲେ। ଅଗ୍ନିକାଣ୍ଡ ହେତୁ କାହାରି…

ଟମାଟୋ ଫ୍ଲୁ

ଗୋଟିଏ ଫୁଲ ବଗିଚାରେ ଗ୍ରୀଷ୍ମଋତୁରେ ଛୋଟ ଛୋଟ ଗଛ ଝାଉଁଳି ଯାଉଥିବା ବେଳେ ଅତ୍ୟଧିକ ବର୍ଷାରେ ଚେର ପଚିଯାଇ ବି ଗଛ ନଷ୍ଟ ହୋଇଯାଆନ୍ତି। ସେହିପରି ଋତୁ ପରିବର୍ତ୍ତନ ସମୟରେ ଶିଶୁମାନେ ମଧ୍ୟ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ବିଭିନ୍ନ ଶିଶୁରୋଗର…

ପିଲାଙ୍କ ସହ ବୁଲିବାକୁ ଯାଉଥିଲେ…

ପିଲାମାନଙ୍କ ଆଚାର ବ୍ୟବହାର, କଥାବାର୍ତ୍ତା ଶୈଳୀ ପ୍ରତି ମା’ବାପା ଧ୍ୟାନଦେବା ଦରକାର। କାରଣ କେତେଜଣ ପିଲାଙ୍କ ରୁକ୍ଷ କଥା ଏବଂ ବ୍ୟବହାର ଅନେକ ସମୟରେ ମାତାପିତାଙ୍କୁ ଲଜ୍ଜିତ କରାଇଥାଏ। ତେଣୁ ଯଦି ପିଲାଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇଛନ୍ତି ତେବେ…

ସୌନ୍ଦର୍ଯ୍ୟ ପାଇଁ କ୍ଷୀର

କ୍ଷୀର ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ଅନାବଶ୍ୟକ। ଆମ ଶରୀରକୁ ସୁସ୍ଥ ରଖିବା ପାଇଁ ଆବଶ୍ୟକ ପଡୁଥିବା କେତେକ ପ୍ରମୁଖ ଖାଦ୍ୟ ମଧ୍ୟରେ ଏହା ଅନ୍ୟତମ। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟକୁ ନୂଆ ରୂପ ଦେବାରେ ଏହାର ମଧ୍ୟ ଭୂମିକା ରହିଛି।…

ଦୂରହେବ ଅସରପା ସମସ୍ୟା

ଘରେ ଅସରପା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହାକୁ ନେଇ ବ୍ୟସ୍ତ ହେବା ପରିବର୍ତ୍ତେ କେତୋଟି ଛୋଟ ଉପାୟରେ ଆପଣଙ୍କ ଘରୁ ଏହାକୁ ଦୂରେଇ ଦେଇପାରିବେ… ଆପଣ ରୋଷେଇକରିବା ସମୟରେ ଲବଙ୍ଗ ବ୍ୟବହାର କରିଥାନ୍ତି। ଏହାକୁ ଆପଣ କିଚେନ୍‌ କ୍ୟାବିନେଟ୍‌…

ନୁପୁରଙ୍କ ସୁରକ୍ଷା ବ୍ୟବସ୍ଥା ବଢିଲା

ନୂଆଦିଲ୍ଲୀ, ୭।୬: ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାରତୀୟ ଜନତା ପାର୍ଟିରୁ ନିଲମ୍ବିତ ହୋଇଥିବା ନୂପୁର ଶର୍ମା ଏବଂ ତାଙ୍କ ପରିବାରକୁ ଦିଲ୍ଲୀ ପୋଲିସ ସୁରକ୍ଷା ଯୋଗାଇ ଦେଇଛି। ଏହି ମନ୍ତବ୍ୟ ପରେ ନୂପୁରଙ୍କୁ ହତ୍ୟା ଧମକ ଦିଆଯାଉଥିଲା।…

ସିଦ୍ଧୁ ମୂସେୱାଲାଙ୍କ ପରିବାରକୁ ଭେଟିଲେ ରାହୁଲ

ନୂଆଦିଲ୍ଲୀ,୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସିଦ୍ଧୁ ମୁସେୱାଲାଙ୍କ ପରିବାରକୁ ଭେଟିବା ପାଇଁ ମଙ୍ଗଳବାର ମାନସାର ମୁସା ଗାଁରେ ପହଞ୍ଚିଛନ୍ତି। ରାହୁଲ ସିଦ୍ଧୁଙ୍କ ପିତାଙ୍କୁ ଭେଟି ଦୁଃଖ ପ୍ରକାଶ କରିଥିଲେ। ଏହାପୂର୍ବରୁ ଅନେକ ନେତା ସାନ୍ତ୍ୱନା ଦେବା ପାଇଁ ମୁସେୱାଲାଙ୍କ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?