Home

ଆମେରିକା ସଂସଦକୁ ସମ୍ବୋଧନ କଲେ ଜେଲେନସ୍କି

ମସ୍କୋ,୧୬।୩: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ବୁଧବାର ଆମେରିକା କଂଗ୍ରେସ କିମ୍ବା ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜେଲେନସ୍କି ସିଧାସଳଖ ସହାୟତା ପାଇଁ ଆମେରିକାକୁ ନିବେଦନ କରିଛନ୍ତି। ୟୁକ୍ରେନକୁ ଏହି ସମୟରେ ଆମେରିକାର ଆବଶ୍ୟକତା ରହିଛି।…

ଧରିତ୍ରୀ ପ୍ରଭାବ: ଜିଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ନିର୍ବାଚନ ଆୟୋଗ

ହାଟଡିହୀ୧୬ା୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଶଢ଼ା ପଞ୍ଚାୟତ ୧୪ଟି ଓ୍ବାର୍ଡକୁ ନେଇ ଗଠିତ। ସରପଞ୍ଚ ପଦବୀ ପାଇଁ ଭାରତୀ ପାତ୍ର ,ସାଗରିକା ଜେନା,ସୁକାନ୍ତି ପାତ୍ର ମୋଟ୍‌ ୩ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ୱିତା କରୁଥିଲେ। ମୋଟ ୪୫୭୦ ଜଣ ମତଦାନ କରିଥିବା…

ବିଶ୍ୱର ପ୍ରଥମ ମହିଳା କ୍ରିକେଟର ଭାବେ କୀର୍ତ୍ତିମାନ ରଚିଲେ ଝୁଲନ

ନୂଆଦିଲ୍ଲୀ,୧୬।୩: ନ୍ୟୁଜିଲାଣ୍ଡରେ ଖେଳାଯାଉଥିବା ଆଇସିସି ଦିନିକିଆ ମହିଳା ବିଶ୍ୱକପ୍‌ରେ ଭାରତର ଝୁଲନ ଗୋସ୍ବାମୀ ବିଶ୍ୱ ରେକର୍ଡର ଅଧିକାରୀ କରିଛନ୍ତି। ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଝୁଲନ ଦିନିକିଆରେ ୨୫୦ ଉଇକେଟ ନେବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏହି ଉପଲବ୍ଧି ହାସଲ କରିବାରେ ସେ…

ଭାଜପା ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ପାଇଁ ଷ୍ଟାର ପ୍ରଚାରକ

କେନ୍ଦୁଝର,୧୬ା୩(ସ୍ବ.ପ୍ର.): ଭାଜପା ଅଧ୍ୟକ୍ଷା ପ୍ରାର୍ଥିନୀ ନିକୁ ସାହୁଙ୍କ ପ୍ରଚାର ପାଇଁ ଷ୍ଟାର ପ୍ରଚାର ଭାବେ ଓଡ଼ିଆ ସିନେ ତାରକା ଓହ୍ଲାଇଛନ୍ତି। ସିନେଷ୍ଟାର ପୁପିନ୍ଦର ସିଂ, ଲିପ୍‌ସା ମିଶ୍ର, ପ୍ରିୟଙ୍କା ମହାପାତ୍ର ଓ କମେଡିଆନ ସୁମନ ମହାରଣା ବୁଧବାର ନିକୁଙ୍କ ପାଇଁ ୧୨…

‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦେଶକ ବିବେକଙ୍କ ଲଭ୍‌ଷ୍ଟୋରୀ: କିଛି ଏଭଳି…

ବମ୍ବେ: ଗତ ଶୁକ୍ରବାର ରିଲିଜ ହୋଇଥିବା ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ନୂଆ କୀର୍ତ୍ତିମାନ ରଚୁଛି। ଦର୍ଶକମାନେ ଏହାକୁ ବେଶ ପସନ୍ଦ କରୁଥିବା ବେଳେ ଦିନକୁ ଦିନ ଏହାର ବ୍ୟବସାୟ ବଢ଼ିବାରେ ଲାଗିଛି। କଶ୍ମୀର ପଣ୍ଡିତମାନଙ୍କ ଉପରେ ଆଧାରିତ…

୧୫୬ ଦେଶ ପାଇଁ ବୈଧ ଇ-ଭିଜା

ନୂଆଦିଲ୍ଲୀ,୧୬ା୩: ୧୫୬ ଦେଶର ନାଗରିକଙ୍କୁ ଦିଆଯାଇଥିବା ସମସ୍ତ ବୈଧ ପାଞ୍ଚ ବର୍ଷର ଇ-ଟୁରିଷ୍ଟ ଭିଜା କରୋନା ମହାମାରୀ ହେତୁ ଦୁଇ ବର୍ଷ ପାଇଁ ସ୍ଥଗିତ ରହିଥିଲା। ତେବେ ଏହା ପୁଣି କାର୍ଯ୍ୟକାରୀ ହେବ। ଅଧିକାରୀମାନେ ଏହା ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ…

ନିକ୍‌ଙ୍କ ପୂର୍ବରୁ ପିସିଙ୍କ ପ୍ରେମରେ ପଡ଼ିଥିଲେ ଏହି ହଲିଉଡ୍‌ ଅଭିନେତା; ଅଧା ଘଣ୍ଟାରେ ଥରେ କରିଥିଲେ ପ୍ରପୋଜ୍‌…

ବମ୍ବେ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ୨୦୧୮ରେ ନିକ୍‌ ଜୋନାସଙ୍କୁ ବିବାହ କରିଛନ୍ତି। ନିକଟରେ ଉଭୟ ପିତାମାତା ମଧ୍ୟ ହୋଇଛନ୍ତି। ହେଲେ ଦିନ ଥିଲା ପିସିଙ୍କୁ ବିବାହ କରିବାକୁ ବଲିଉଡ୍‌ ତଥା ହଲିଉଡ୍‌ର କିଛି କଳାକାର ଚାହିଁ ରହିଥିଲେ। ସେଭଳି ଜଣେ…

ୟୁକ୍ରେନ-ରୁଷିଆ ବିବାଦ ଶେଷ ହେବାର ସଙ୍କେତ

କ୍ୱିଭ୍‌,୧୬ା୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା କଥାବାର୍ତ୍ତା ଏହି ବିବାଦର ସମାପ୍ତ ହେବାର ସଙ୍କେତ ଦେଉଛି। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି, ଦୁଇ ଦେଶ ମଧ୍ୟରେ ଆଲୋଚନା ଏକ ବାସ୍ତବବାଦୀ ଆଭିମୁଖ୍ୟ ଗ୍ରହଣ କରୁଛି। ୟୁକ୍ରେନ ଜାଣେ ଯେ, ଏହା…

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରୀରେ ସଲମାନ୍‌ଙ୍କ ଏଣ୍ଟ୍ରି

ସାଉଥ ସିନେମାର ବଢୁଥିବା ଲୋକପ୍ରିୟତା ଦେଖି ଏବେ ବଲିଉଡ ତାରକାମାନେ ଟଲିଉଡ ଆଡକୁ ମୁହାଁଉଛନ୍ତ। ଅଜୟ ଦେବଗନଙ୍କ ପରେ ଆଲିଆ ଭଟ୍ଟ ଏବେ ସଲମାନ ଖାନ ମଧ୍ୟ ସାଉଥ ଫିଲ୍ମ ଜଗତରେ ପ୍ରବେଶ କରିଛନ୍ତି। ତାଙ୍କୁ ସୁପରଷ୍ଟାର ଚିରଞ୍ଜୀବୀଙ୍କ ସହ ଗଡଫାଦରରେ…

ନୂଆ ମୁଖ୍ୟମନ୍ତ୍ରୀଙ୍କ ଭାଗ୍ୟଶାଳୀ ନମ୍ବର

ଅମୃତସର,୧୬।୩: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଭାଗୱନ୍ତ ମାନ ଶପଥ ନେଇଛନ୍ତି। ଶହୀଦ ଭଗତ ସିଂଙ୍କ ଜନ୍ମସ୍ଥାନ ଖଟକର କଲାନରେ ଏକ ଭବ୍ୟ ସମାରୋହରେ ମାନ ଶପଥ ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଆମ ଆଦମୀ ପାର୍ଟିର ଆବାହକ ତଥା…

ଗଛରେ ପିଟିହେଲା ବସ୍‌: ଜଣଙ୍କ ଜୀବନ ଗଲା, ୧୦ରୁ ଊର୍ଦ୍ଧ୍ୱ ଆହତ

କୋରାପୁଟ,୧୬ା୩(ସ୍ବ.ପ୍ର.): କୋରାପୁଟ ଦାମନଯୋଡ଼ିରୁ ଏକ ବସ୍‌ ବିଶାଖାପାଟଣା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ହେଲପରଙ୍କ ଜୀବନ ଯାଇଥିବା ବେଳେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସ୍‌ର ବ୍ରେକ୍‌ ଫେଲ୍‌ ହୋଇଯିବାରୁ ଏହା ଏକ ଗଛରେ ପିଟି ହୋଇଯାଇଥିଲା। ଆନ୍ଧ୍ରପ୍ରଦେଶର…

ଏପ୍ରିଲ ୪ରୁ ସକାଳୁଆ କୋର୍ଟ; ଜାଣନ୍ତୁ କେଉଁଠି ହେବନାହିଁ ଲାଗୁ

କଟକ ଅଫିସ,୧୬।୩: ଏପ୍ରିଲ ୪ ତାରିଖରୁ ସକାଳୁଆ ହେବ ରାଜ୍ୟର ସମସ୍ତ ଅଧସ୍ତନ କୋର୍ଟ। ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ଚାଲିବ। ବିଭିନ୍ନ ମାମଲାର ଶୁଣାଣି ସକାଳ ସାଢ଼େ ୭ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ହେବ। କୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri